ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ !

ମେଷ : ବ୍ୟବସାୟ ଓ ଚାକିରିରେ ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଆପଣଙ୍କ ପ୍ରତିଭା ଅନ୍ୟମାନଙ୍କୁ ପ୍ରେରଣା ଦେବ। ଘରୋଇ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ।

ବୃଷ : ମାନସିକ ଓ ଶରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। କାର୍ଯ୍ୟାଳୟରେ ଅନ୍ୟମାନଙ୍କ ସହିତ ତାଳମେଳ ରହିବ। ବ୍ୟବସାୟରେ ଲାଭ।

ମିଥୁନ : ମନରେ ପ୍ରେମ ଓ ଆବେଗ ଭରିରହିବ। ଅଭିନୟ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ବ୍ୟବସାୟ ସଂପର୍କରେ ଭଲ ଖବର ପାଇବେ।

କର୍କଟ : ବଡ଼ମାନଙ୍କ ସହଯୋଗରେ ଆଶା ପୂରଣ ହେବ। ପ୍ରତିଷ୍ଠା ବଢ଼ିବ। ଉପହାର ମିଳିପାରେ। ଭୂସ˚ପତ୍ତି କିଣିବା ଲାଗି ଦିନଟି ଭଲ।

ସିଂହ : ନୂଆ କାର୍ଯ୍ୟକୁ ନେଇ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ଓକିଲଙ୍କ ପାଇଁ ଦିନଟି ଲାଭଦାୟକ।

କନ୍ୟା : ଈଶ୍ବରଙ୍କ ଆରାଧନାରେ ଦିନ ବିତିବ। ବ୍ୟବସାୟୀଙ୍କୁ ଧନଲାଭର ସୁଯୋଗ। ପାରିବାରିକ ଜୀବନରେ ସୁଖୀ ରହିବେ।

ତୁଳା : ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ। ଛାତ୍ରଙ୍କ ଲାଗି ଦିନଟି ଅନୁକୂଳ। ସାବଧାନତାର ସହ ଗାଡ଼ି ଚଳାନ୍ତୁ।

ବିଛା : ଦିନଟି ଉତ୍ସାହପୂର୍ଣ୍ଣ ରହିବ। ପରିଶ୍ରମର ସୁଫଳ ମିଳିବ। ରାଜନୀତିରେ ବଡ଼ ଓ ପ୍ରତିଷ୍ଠିତ ଲୋକଙ୍କ ସହିତ ସାକ୍ଷାତ୍‌-ଆଲୋଚନା ହେବ।

ଧନୁ : ସୁଖ ଓ ସୌଭାଗ୍ୟ ବୃଦ୍ଧି ହେବ। କର୍ମଜୀବୀମାନଙ୍କୁ ଉପରିସ୍ଥ ଅଧିକାରୀଙ୍କ ସହଯୋଗ ମିଳିବ। ସ୍ଥଗିତ କାମ ପୂରା ହେବ।

ମକର : କିଛି ନୂଆ କରିବା ଲାଗି ଚିନ୍ତା କରିବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।

କୁମ୍ଭ : ଦିନଟି ଉତ୍ତମ ରହିବ। ବ୍ୟକ୍ତିତ୍ବର ବିକାଶ ହେବ। ଚାକିରି ସମ୍ବନ୍ଧିତ ମନୋକାମନା ପୂରା ହେବ। ବ୍ୟବସାୟର ସାମାନ୍ୟ ପରିବର୍ତ୍ତନରେ ଲାଭ ପାଇବେ।

ମୀନ : କୌଣସି ଖବର ପାଇ ମନ ବିଚଳିତ ହୋଇପାରେ। ଅର୍ଥ ନେଣଦେଣ ବ୍ୟାପାରରେ ସାବଧାନ ରହନ୍ତୁ। ଭାଗିଦାରି କାରବାରରେ ଅର୍ଥ ନିବେଶ କରନ୍ତୁ ନାହିଁ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

12 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

14 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

21 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

30 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

30 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

47 mins ago