Below header

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

mesha

ମେଷ : ତର୍କବିତର୍କ ହୋଇପାରେ । ନୂତନ କାର୍ୟ୍ୟ ଆରମ୍ଭ କରିପାରନ୍ତି । ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ ।

brushaବୃଷ :ଖର୍ଚ୍ଚ ବୃଦ୍ଧି ହେବ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଠାରୁ ଦୁରେଇ ରହନ୍ତୁ ।

mithunaମିଥୁନ : ଆୟ ଉତ୍ତମ ରହିବ । ପରିବାରର ସହଯୋଗ ପାଇବେ । ବନ୍ଧୁ ମିଳନ ଯୋଗ ରହିଛି । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

karkataକର୍କଟ : ସୁସ୍ୱାଦୁ ଭୋଜନ କରିବେ । ମାନ ସମ୍ମାନ ପ୍ରାପ୍ତି ହେବ । ପିତାଙ୍କ ସହଯୋଗ ପାଇବେ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ।

singhaସିଂହ : ଚିନ୍ତା ବୃଦ୍ଧି ହେବା ସହ ଧନର ଅଭାବ ଦେଖାଦେବ । ବିଶ୍ୱାସଘାତକତା ହୋଇପାରେ । ମାନସମ୍ମାନ ପ୍ରାପ୍ତ ହେବ ।

kanyaକନ୍ୟା : ଭାବିଚିନ୍ତି ଧନ ନିବେଶ କରନ୍ତୁ । ସ୍ୱାସ୍ଥ୍ୟ ଉତ୍ତମ ରହିବ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ ।

tulaaତୁଳା : ଅହଂଭାବ ତ୍ୟାଗ କରନ୍ତୁ । ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

bichhaବିଛା : ସ୍ଥିରମନ ହୋଇ କାର୍ୟ୍ୟ କରନ୍ତୁ । ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ । ଶରୀର ଅସୁସ୍ଥ ରହିପାରେ ।

dhanuଧନୁ : ପରିଶ୍ରମ ଅନୁସାରେ ଫଳ କମ୍‌ ପାଇବେ । ସନ୍ତାନୁ ନେଇ ଆନନ୍ଦିତ ହେବେ । ଦାମ୍ପତ୍ୟ ଜୀବନରେ ପୀଡ଼ା ଦେଖାଦେବ ।

makaraମକର : ସୁସ୍ୱାଦୁ ଭୋଜନ ଲାଭ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ । ବନ୍ଧୁ ମିଳନ ହେବ ।

kumbhaକୁମ୍ଭ : କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ମିିଳିବ । ଧନଲାଭ ଯୋଗ ରହିଛି । ମାନସିକ ଅଶାନ୍ତି ଭୋଗ କରିବେ ।

minaମୀନ : ପାରିବାରିକ ସମସ୍ୟା ଦୂର ହେବ । ବିଦେଶ ଯାତ୍ରା କରନ୍ତୁ ନାହିଁ । ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.