Below header

ଜାଣନ୍ତୁ କେମିତି କଟିବ ଆଜିର ଦିନ

mesha

ମେଷ :  ଆଜି ଆପଣ ସର୍ବଦା କାମ କରିବା ଅଭ୍ୟାସ ଛାଡି ସାଙ୍ଗମାନଙ୍କ ସହ ବୁଲିବାକୁ ଯିବେ। ଆଜି ଆପଣ ଦୈନନ୍ଦିନ ଚର୍ଚ୍ଚାରେ ଏକ ନୂଆ ଦିଗ ଦେବେ।

brushaବୃଷ : ଆଜି ଆପଣ ଆତ୍ମ ନିର୍ଭରତାକୁ ମୂଳମନ୍ତ୍ର ରୂପେ ଗ୍ରହଣ କରିବେ। ଘରେ କିମ୍ବା ସାଙ୍ଗମାନଙ୍କ ପାଖରେ କୌଣସି ମହତ୍ୱପୂର୍ଣ୍ଣ ନିଷ୍ପତି ସ୍ଥିର କରିବାକୁ ଥିଲେ ତାହା ନିଜେ ସ୍ଥିର କଲେ ଆପଣଙ୍କ ପାଇଁ ଭଲ ରହିବ। ଆପଣ ଯେତିକି ନିଜକୁ ବୁଝିଛନ୍ତି ତା’ଠାରୁ ଅଧିକ ଯୋଗ୍ୟତା ହାସଲ କରିଛନ୍ତି।

mithunaମିଥୁନ : ଆଜି ଆପଣ ଏଭଳି କିଛି କରିବେ ଯାହା ଦ୍ବାରା ଆପଣ ଆଖ-ପାଖରେ ଥିବା ଲୋକମାନଙ୍କୁ ପ୍ରଭାବିତ କରିପାରିବେ। ଆଜି ଆପଣଙ୍କ ଯୋଗ୍ୟତା ଚରମ ସୀମାରେ ରହିବ। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ପ୍ରଦର୍ଶନ ପ୍ରଶଂସନୀୟ ରହିବ।

karkataକର୍କଟ : ଯଦି ଆପଣ କୌଣସି ସ୍ଥାନରେ ଭଲଭାବେ ରହିବା ପାଇଁ ଭାବୁଛନ୍ତି ତେବେ ପୁଣି ଥରେ ଭଲଭାବେ ଚିନ୍ତା କରନ୍ତୁ।  ଯଦି ଆପଣଙ୍କ ଇଛା ବିନା ଘର ବଦଳାଇବାକୁ ପଡ଼ିଥାଏ ତେବେ ନିରାଶ ହୁଅନ୍ତୁ ନାହିଁ। କାରଣ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ ଶୁଭ ହେବ।

singhaସିଂହ : ଆଜି ଆପଣ ଭାବିଚିନ୍ତି ନିଷ୍ପତି ନିଅନ୍ତୁ। କାରଣ ପଛରେ ଯେପରି ପଶ୍ଚ୍ୟାତାପ କରିବାକୁ ନପଡେ। ଭାବିଚିନ୍ତି ନିଷ୍ପତି ନେଲେ ଆପଣ ଶେଷରେ ସୁଖ ଭୋଗ କରିବେ।

kanyaକନ୍ୟା : ଆଜି ଆପଣ ନିଜର ଦୈନନ୍ଦିନ କାର୍ଯ୍ୟରେ କିଛି ନୂଆ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ। ଯାହା ଆପଣ ବହୁତ ପୂର୍ବରୁ କରିବା ପାଇଁ ଚାହୁଁଥିଲେ ସେଥିପ୍ରତି ଧ୍ୟାନ ଦେବେ। ଆଜି ଦିନଟି ଆପଣଙ୍କର ପରିବାର ସଦସ୍ୟ ଏବଂ ସାଙ୍ଗମାନଙ୍କ ସହ ଭଲରେ କଟିବ।

tulaaତୁଳା : ଆଜି ଆପଣ ଭାବିଚିନ୍ତି ନିଷ୍ପତି ନିଅନ୍ତୁ। କାରଣ ପଛରେ ଯେପରି ପଶ୍ଚ୍ୟାତାପ କରିବାକୁ ନପଡେ। ଭାବିଚିନ୍ତି ନିଷ୍ପତି ନେଲେ ଆପଣ ଶେଷରେ ସୁଖ ଭୋଗ କରିବେ।

bichhaବିଛା : ଗୁରୁଜନଙ୍କ ସମ୍ମାନ କରନ୍ତୁ । ଆଜି ଆପଣ ଏଭଳି କିଛି କରିବେ ଯାହା ଦ୍ବାରା ଆପଣ ଆଖ-ପାଖରେ ଥିବା ଲୋକମାନଙ୍କୁ ପ୍ରଭାବିତ କରିପାରିବେ। ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ଅଶାନ୍ତି ଦେଖାଦେବ ।

dhanuଧନୁ : ଆଜି ଆପଣଙ୍କ ଜଣାଶୁଣା ଲୋକମାନଙ୍କ ମଧ୍ୟରେ ଚାଲିଥିବା ସମସ୍ୟାର ସମଧାନ ହେବ। ଏଥିପାଇଁ ଆପଣ ପ୍ରଶଂସନୀୟ ହେବେ।

makaraମକର : ବହୁତ ଜଲଦି ଆପଣ ନିଜର କାର୍ଯ୍ୟ ଶେଷ କରନ୍ତୁ ନଚେତ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ। ସୁସ୍ୱାଦୁ ଭୋଜନ କରିବେ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ ।

kumbhaକୁମ୍ଭ : କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ଅନ୍ୟର ଆଶ୍ରିତ ହୁଅନ୍ତୁ ନାହିଁ। ଏହି କାମ ଆପଣ ନିଜେ କରନ୍ତୁ ଅନ୍ୟଥା ପରିଣାମ ନିରାଶ ଜନକ ହୋଇପାରେ। ଆଜି ଆପଣ କୌଣସି ସରକାରୀ ଉଚ୍ଚାଧୀକାରୀଙ୍କ ସହ ସାକ୍ଷାତ ହୋଇପାରେ, ଯିଏ ଆପଣଙ୍କୁ ସରକାରଙ୍କ ସମ୍ବନ୍ଧିତ କାମ କରିବାରେ ସାହାଯ୍ୟ କରିବେ।

minaମୀନ : ଆଜି ଆପଣ ସାମାନ୍ୟ ଦୁଃଖିତ ରହିବେ। କାରଣ ଆଜି ଆପଣଙ୍କୁ ନିଜ ଲୋକ ହିଁ ନିରାଶ କରିପାରନ୍ତି। ଆପଣଙ୍କ କାମରେ ଦେଖାଯାଉଥିବା ବାଧା କ୍ଷଣସ୍ଥାୟୀ ଅଟେ, ଯାହା ଉପଯୁକ୍ତ ସମୟରେ ସମାପ୍ତ ହୋଇଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.