ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବୃଷ : ମନରେ ନୂଆ ବିଚାର ଆସିବ। କୌଣସି କାର୍ଯ୍ୟ କିଂବା ବ୍ୟବସାୟ ଆରମ୍ଭ ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। କୋର୍ଟ-କଚେରି ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

ମିଥୁନ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତକଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

କର୍କଟ : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ସିଂହ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ବ୍ୟବସାୟରେ ଲାଭ। ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ।

ବିଛା : ମନ ପ୍ରଫୁଲ୍ଲ ରହିବ। କୌଣସି ବଡ଼ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌-ଆଲୋଚନା ହୋଇପାରେ। ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ।

ଧନୁ : ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମକର : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

କୁମ୍ଭ : ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ଅର୍ଥ ଉପାର୍ଜନ ଲାଗି ନୂଆ ସୁଯୋଗ ମିଳିବ। ପରିବାରରେ ଖୁସି ଦେଖାଯିବ।

ମୀନ : ନୂଆ ରଣନୀତି ଆପଣଙ୍କ ଲାଗି ଲାଭଦାୟକ ହେବ। ମହିଳାମାନେ ଆଗକୁ ବଢ଼ିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।

KNews Bureau

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

32 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

54 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

1 hour ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

2 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago