ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: ମାନ-ସମ୍ମାନ ମିଳିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କର୍କଟ: ନୂତନ ବସ୍ତ୍ର କିଣି ପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି।

ସିଂହ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

ବିଚ୍ଛା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପରିଶ୍ରମ ଅନୁସାରେ ସଫଳତା ପାଇବେ। ଋଣ ଦିଅନ୍ତୁ ନାହିଁ।

ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ମୀନ: ପରିବାରରେ ହସଖୁସିର ପରିବେଶ ରହିବ। ନୂତନ ଯାନବାହନ କିଣିପାରନ୍ତି।

KNews Bureau

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

40 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

1 hour ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

1 hour ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

2 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

2 hours ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago