ରାଶିଫଳ

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

ବୃଷ : ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ମିଥୁନ : ମନରେ ନୂଆ ବିଚାର ଆସିବ। କୌଣସି କାର୍ଯ୍ୟ କିମ୍ବା ବ୍ୟବସାୟ ଆରମ୍ଭ ପୂର୍ବରୁ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। କୋର୍ଟ-କଚେରି ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

କର୍କଟ : ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

ସିଂହ : ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କନ୍ୟା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ।

ତୁଳା : ବ୍ୟବସାୟରେ ଲାଭ। ପରିବାରରେ ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ। ବିଦ୍ୟାର୍ଥୀଙ୍କ ଲାଗି ଦିନଟି ବଢ଼ିଆ ରହିବ।

ବିଛା : ମନ ପ୍ରଫୁଲ୍ଲ ରହିବ। କୌଣସି ବଡ଼ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌-ଆଲୋଚନା ହୋଇପାରେ। ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ।

ଧନୁ : ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମକର : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

କୁମ୍ଭ : ଆପଣଙ୍କ ବ୍ୟବହାର ଅନ୍ୟମାନଙ୍କୁ ପସନ୍ଦ ହେବ। ଅର୍ଥ ଉପାର୍ଜନ ଲାଗି ନୂଆ ସୁଯୋଗ ମିଳିବ। ପରିବାରରେ ଖୁସି ଦେଖାଯିବ।

ମୀନ : ନୂଆ ରଣନୀତି ଆପଣଙ୍କ ଲାଗି ଲାଭଦାୟକ ହେବ। ମହିଳାମାନେ ଆଗକୁ ବଢ଼ିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago