Categories: ରାଶିଫଳ

ଜାଣନ୍ତୁ ଆଜିର ଭାଗ୍ୟ

ମେଷ : ଆଜି ଆପଣ ଏଭଳି କିଛି କରିବେ ଯାହା ଦ୍ବାରା ଆପଣ ଆଖ-ପାଖରେ ଥିବା ଲୋକମାନଙ୍କୁ ପ୍ରଭାବିତ କରିପାରିବେ। ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ । ପାରିବାରିକ ସମସ୍ୟା ଦୂର ହେବ । ସ୍ଥିରମନ ହୋଇ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ ।

ବୃଷ : ପେଟଜନିତ ରୋଗରେ ପୀଡ଼ିତ ହୋଇ ପାରନ୍ତି । ମାତାଙ୍କ ସମ୍ମାନ କରନ୍ତୁ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । ପରିବାରରେ ଅଶାନ୍ତି ଓ ଅସନ୍ତୁଷ୍ଟି ଦେଖାଦେବ ।

ମିଥୁନ : ଧନ ଲାଭ ଯୋଗ ରହିଛି । ନୂଆ ବିଚାରରେ ଜୀବନରେ ଆସିଥିବା ପରିବର୍ତ୍ତନକୁ ଦେଖି ଆପଣ ନିଜେ ଖୁବ୍ ଖୁସି ହେବେ। ଗୁରୁଜନଙ୍କ ସମ୍ମାନ କରନ୍ତୁ । ପରିବାରରେ ମନମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି କରିବେ ।

କର୍କଟ : ଆଜି ଆପଣଙ୍କୁ ନିଜ ଘର ବଦଳାଇବାକୁ ପଡ଼ିପାରେ। ଧନ ଲାଭ ସହ କୁଟୁମ୍ବରେ ଆନନ୍ଦ ମିଳିବ । ପୁରୁଣା କଥାକୁ ନେଇ ଚିନ୍ତିତ ହେବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ସିଂହ : ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ବାଣୀ ନିୟନ୍ତ୍ରଣରେ ରଖିବା ସହ ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ଦୂରଯାତ୍ରା କରନ୍ତୁ ନାହିଁ । ଯାହା ଆପଣ ବହୁତ ପୂର୍ବରୁ କରିବା ପାଇଁ ଚାହୁଁଥିଲେ ସେଥିପ୍ରତି ଧ୍ୟାନ ଦେବେ।

କନ୍ୟା : କର୍ମକ୍ଷେତ୍ରରେ ସଜାଗ ରହିବା ସହ ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୋର୍ଟ କଚେରୀ ମାମଲାରୁ ଦୂରେଇ ରହନ୍ତୁ । ମନରୁ ସନ୍ଦେହ ଭାବ ଦୂର କରନ୍ତୁ ।

ତୁଳା : ଆପଣ ଯଦି ନିଜ କାର୍ଯ୍ୟକୁ ସ୍ଥିର ହୋଇଥିବା ତାରିଖ ପୂର୍ବରୁ ଶେଷ କରିପାରୁ ନାହାନ୍ତି ତେବେ ସାବଧାନ ରୁହନ୍ତୁ। ଗୁରୁଜନଙ୍କ ସହଯୋଗ ମିଳିବ । ସ୍ଥିରମନରେ ପ୍ରତ୍ୟେକ କାର୍ଯ୍ୟ କରନ୍ତୁ । ଶରୀର ଅସୁସ୍ଥ ରହିପାରେ ।

ବିଛା : କୁଟୁମ୍ବରେ ଆନନ୍ଦ ଦେଖାଦେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ସଚେତନ ହେବା ଆବଶ୍ୟକ । ଗାଡ଼ି ଚଳାଚଳ ବେଳେ ସାବଧାନ ରହିବା ଆବଶ୍ୟକ ।

ଧନୁ : ଆୟ ମଧ୍ୟମ ରହିବ । ଶତ୍ରୁ ବୃଦ୍ଧି ହୋଇପାରନ୍ତି । ଆଜି ଆପଣ ସାମାନ୍ୟ ଦୁଃଖିତ ରହିବେ। ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ ।

ମକର : ଶରୀର ଅସୁସ୍ଥ ରହିବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗୁରୁଜନଙ୍କ ସମ୍ମାନ କରନ୍ତୁ । ଆପଣଙ୍କ କାମରେ ଦେଖାଯାଉଥିବା ବାଧା କ୍ଷଣସ୍ଥାୟୀ ଅଟେ, ଯାହା ଉପଯୁକ୍ତ ସମୟରେ ସମାପ୍ତ ହୋଇଯିବ।

କୁମ୍ଭ : ବହୁତ ଜଲଦି ଆପଣ ନିଜର କାର୍ଯ୍ୟ ଶେଷ କରନ୍ତୁ ନଚେତ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ । ପେଟଜନିତ ରୋଗରେ ପୀଡ଼ିତ ହୋଇପାରନ୍ତି ।

ମୀନ : ଶତ୍ରୁ ବୃଦ୍ଧି ସହ ଖର୍ଚ୍ଚ ବୃଦ୍ଧି ହେବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ସନ୍ତାନଙ୍କୁ ନେଇ ଆନନ୍ଦିତ ହେବେ । ପରିବାରରେ ମନମିଳାଇ ଚଳନ୍ତୁ । କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟ କ୍ଷେତ୍ରରେ ସଫଳତା ପାଇବେ ।

Pritiparna

Recent Posts

ଭିଜିଲାନ୍ସ ହାତରେ ଆରଆଇ, ଲାଞ୍ଚ ନେବା ଅଭିଯୋଗରେ ଗିରଫ

ସମ୍ବଲପୁର: ପୂର୍ବରୁ ଧରାପଡିଥିଲେ, ପୁଣି ଧରା ହେଲେ । ଲାଞ୍ଚ ନେବା ଅଭିଯୋଗରେ ନାକଟିଦେଉଳ ବ୍ଲକ ଡଇଁଚା ପଞ୍ଚାୟତର ଆରଆଇ…

48 mins ago

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

1 hour ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

2 hours ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

2 hours ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

2 hours ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

2 hours ago