ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

mesha

ମେଷ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

brushaବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

mithunaମିଥୁନ: ମାନ-ସମ୍ମାନ ମିଳିବ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

karkataକର୍କଟ: ନୂତନ ବସ୍ତ୍ର କିଣି ପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି।

singhaସିଂହ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

kanyaକନ୍ୟା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

tulaaତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ।

bichhaବିଚ୍ଛା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ। ପରିଶ୍ରମ ଅନୁସାରେ ସଫଳତା ପାଇବେ। ଋଣ ଦିଅନ୍ତୁ ନାହିଁ।

dhanuଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

makaraମକର: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

kumbhaକୁମ୍ଭ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

minaମୀନ: ପରିବାରରେ ହସଖୁସିର ପରିବେଶ ରହିବ। ନୂତନ ଯାନବାହନ କିଣିପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.