Categories: ରାଶିଫଳ

ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ : ସୁସ୍ୱାଦୁ ଭୋଜନ କରିବେ । ଶରୀର ଅସୁସ୍ଥ ରହିପାରେ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ଗାଡ଼ି ଚଳାଇବା ବେଳେ ସାବଧାନ ରହିବା ଆବଶ୍ୟକ ।

ବୃଷ : ସନ୍ତାନକୁ ନେଇ ଚିନ୍ତିତ ରହିବେ । ବିଦ୍ୟାର୍ଥୀ ସଚେତନ ରହିବା ଆବଶ୍ୟକ । ଆୟ ମଧ୍ୟମ ରହିବ । ଧର୍ମକାର‌୍ୟ୍ୟରେ ଯୋଗ ଦେବେ ।

ମିଥୁନ : କର୍ମକ୍ଷେତ୍ରରେ ସଫଳତା ପାଇବେ । ଭାବିଚିନ୍ତି ଧନର ଆଦାନ ପ୍ରଦାନ କରନ୍ତୁ । ଅହଂଭାବ ଦୂର କରନ୍ତୁ ।

କର୍କଟ : ଗୁରୁଜନଙ୍କ ସହଯୋଗ ପାଇବେ । କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ । କୋର୍ଟ କଚେରୀ ମାମଲା ଠାରୁ ଦୂରେଇ ରହନ୍ତୁ ।

ସିଂହ : ପାରିବାରିକ ସମସ୍ୟା ଦେଖାଦେବ । ବାଣୀ ନିୟନ୍ତ୍ରଣରେ ରଖନ୍ତୁ । ମନରୁ ସନ୍ଦେହ ଭାବ ଦୁର କରନ୍ତୁ ।

କନ୍ୟା : ଅହଂଭାବ ତ୍ୟାଗ କରନ୍ତୁ । ପାରିବାରିକ ସମସ୍ୟା ଦୂର ହେବ । ଯୁକ୍ତିତର୍କ ଠାରୁ ଦୂରେଇ ରହନ୍ତୁ ।

ତୁଳା : ହଠାତ୍‌ କ୍ରୋଧାନ୍ଵିତ ହୁଅନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଛୋଟ ଛୋଟ କଥାକୁ ନେଇ ବ୍ୟତିବ୍ୟସ୍ତତା ଦେଖାଦେବ ।

ବିଛା : ପରିବାରରେ ମନ ମିଳାଇ ଚଳନ୍ତୁ । ମାନ ସମ୍ମାନ ପ୍ରାପ୍ତି ହେବ । ଧର୍ମକାର‌୍ୟ୍ୟରେ ବାଧା ଉପୁଜିବ ।

ଧନୁ : ସନ୍ତାନକୁ ନେଇ ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ସଜାଗ ରହନ୍ତୁ । ପରିବାରର ସହଯୋଗ ପାଇବେ ।

ମକର : ମନ ଆୟତ୍ତରେ ରଖନ୍ତୁ । ସ୍ଥିରମନ ହୋଇ ପ୍ରତ୍ୟେକ କାର‌୍ୟ୍ୟ କରନ୍ତୁ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି ।

କୁମ୍ଭ : ଗୁରୁଜନଙ୍କ ସମ୍ମାନ କରନ୍ତୁ । ପିତାଙ୍କ ଶରୀର ଅସୁସ୍ଥ ରହିପାରେ । ଆଜି ଦିନଟି ଭଲରେ କଟିବ ।

ମୀନ : ପରାକ୍ରମ କ୍ଷେତ୍ରରେ ଜୟଲାଭ କରିବେ । ବନ୍ଧୁମିଳନ ଯୋଗ ରହିଛି । ବାଣୀ ନିୟନ୍ତ୍ରଣରେ ରଖନ୍ତୁ ।

KNews Bureau

Recent Posts

ମୋଟାପଣ କମ୍ କରିବା ପାଇଁ ଅତ୍ୟନ୍ତ ଲାଭଦାୟକ ଦଳିଆ, ଜାଣନ୍ତୁ କିପରି କରିବେ ପ୍ରସ୍ତୁତ

ଦଳିଆ ଏକ ହେଲ୍ଦି ଏବଂ ଉତ୍କୃଷ୍ଟ ବ୍ରେକଫାଷ୍ଟ ଏବଂ ଡିନର୍ ଅପ୍ସନ । ବିଶେଷକରି, ଯଦି ଆପଣ ଓଜନ ହ୍ରାସ…

32 seconds ago

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

1 min ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

24 mins ago

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, କେହି ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ

ଭୁବନେଶ୍ୱର (କେନ୍ୟୁଜ): ରାଜଧାନୀରେ ଯୁବକଙ୍କୁ ହତ୍ୟା ।  ଭୁବନେଶ୍ୱର ନାକା ଗେଟ୍ ନିକଟରୁ ଯୁବକଙ୍କ ମୃତଦେହ ଜବତ ହୋଇଛି । …

54 mins ago

ରବିନା ଟଣ୍ଡନଙ୍କ ବିରୁଦ୍ଧରେ ମାରପିଟ୍‌ ଅଭିଯୋଗ, ନିଶାରେ ବୟସ୍କା ମହିଳାଙ୍କୁ କରିଛନ୍ତି ଆକ୍ରମଣ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନଙ୍କ ଉପରେ ଅଭିଯୋଗ । ରବିନା ଜଣେ ବୟସ୍କା ମହିଳା ଏବଂ ତାଙ୍କ ପରିବାର ସହିତ…

55 mins ago

ବ୍ରେକଅପ୍‌ ଆମକୁ କଣ ଶିକ୍ଷା ଦିଏ ? ଜାଣନ୍ତୁ କିଛି ରୋଚକ କଥା

ମେଣ୍ଟାଲ ହେଲଥ୍‌ ଏବଂ ଇମୋସନ୍‌ ପାଇଁ ବ୍ରେକଅପ୍‌ ଭଲ ହୋଇନଥାଏ । ଏହା ଅନେକ ଲୋକଙ୍କ ପାଇଁ ଜୀବନର ସବୁଠାରୁ…

1 hour ago