ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ।

ବୃଷ: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମିଥୁନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କର୍କଟ: ଅପରାହ୍ନ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ସିଂହ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବିଚ୍ଛା: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ମକର: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କୁମ୍ଭ: ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମୀନ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

KNews Bureau

Recent Posts

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

11 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

17 mins ago

ଶପଥ ନେବା ପାଇଁ ଟ୍ରାକ୍ଟରରେ ସଂସଦ ପହଞ୍ଚିଲେ ରାଜସ୍ଥାନର ସାଂସଦ ଅମରାରାମ, ଭିଡିଓ ଭାଇରଲ

ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…

21 mins ago

ସାପ ଧରିବାକୁ ଯାଇଥିଲେ, ହେଲେ ଜାରରେ ଭର୍ତ୍ତି କରିବା ସମୟରେ କାମୁଡିଦେଲା ହାତକୁ

ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…

22 mins ago

Airtel ୟୁଜର୍ସଙ୍କ ପାଇଁ ଖୁସି ଖବର, ୮୪ ଦିନ ଭାଲିଡିଟି ସହ ପ୍ରତିଦିନ ମିଳିବ ୩GB ଡାଟା

ଦେଶର ଦ୍ୱିତୀୟ ବୃହତ୍ତମ ଟେଲିକମ୍ କମ୍ପାନୀ ଏୟାରଟେଲ୍ ଏହାର ଉନ୍ନତ କନେକ୍ଟିଭିଟି ପାଇଁ ବେସ ଜଣାଶୁଣା । ଦେଶର ଦୂରବର୍ତ୍ତୀ…

1 hour ago

ଇରଫାନ ପଠାନଙ୍କ ମେକଅପ୍‌ ଆର୍ଟିଷ୍ଟଙ୍କ ମୃତ୍ୟୁ, ସୁଇମିଂ ପୁଲରେ ଗାଧେଇବା ବେଳେ ଚାଲିଗଲା ଜୀବନ

ପୂର୍ବତନ ଭାରତୀୟ କ୍ରିକେଟର ତଥା କମେଣ୍ଟେଣ୍ଟର ଇରଫାନ ପଠାନଙ୍କ ମେକଅପ ଆର୍ଟିଷ୍ଟଙ୍କ ମୃତ୍ୟୁ । ସୁଇମିଂ ପୁଲରେ ବୁଡ଼ି ଯିବାରୁ…

1 hour ago