ଆଜି କେମିତି କଟିବ ଆପଣଙ୍କ ଦିନ ଜାଣନ୍ତୁ

ମେଷ: ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ।

ବୃଷ: ନିତିଦିନିଆ ଜୀବନଶୈଳୀରେ ପରିବର୍ତ୍ତନ ଆଣିବେ। ବେପାରରେ ପୁରୁଣା ନିବେଶ ଅର୍ଥ ଫେରିପାଇବେ। ପରିବାରରେ ଖୁସି ବୃଦ୍ଧି ହେବ।

ମିଥୁନ: କୌଣସି ଖାସ୍‌ ବ୍ୟକ୍ତିଙ୍କ ଠାରୁ କିଛି ପ୍ରେରଣା ମିଳିପାରେ। ବ୍ୟବସାୟରେ ଡିଲ୍‌ କରିବାରେ ସଫଳ ହେବେ। ଅଫିସରେ ନୂଆ ପ୍ରକଳ୍ପ ମିଳିପାରେ।

କର୍କଟ: ଯାହା ବି ନିଷ୍ପତ୍ତି ନେବେ ଲାଭପ୍ରଦ ହେବ। କାରବାର ସମ୍ବନ୍ଧୀୟ ଯାତ୍ରା ଯୋଗ ରହିଛି। ଯୁବକଙ୍କୁ ଉପାର୍ଜନର ସୁଯୋଗ ମିଳିବ। ପ୍ରେମ ସ˚ପର୍କ ନିବିଡ଼ ହେବ।

ସି˚ହ: ଜରୁରୀ କାମରେ ଯିବାକୁ ଥିଲେ ଆତ୍ମବିଶ୍ବାସ ବଜାୟ ରଖନ୍ତୁ। କୌଣସି ବ୍ୟକ୍ତିଙ୍କ ସହିତ ନୂଆ ପ୍ରକଳ୍ପ ନେଇ ଆଲୋଚନା କରିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ।

କନ୍ୟା: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ବନ୍ଧୁ ସହିତ ଆଲୋଚନା ମନକୁ ହାଲୁକା କରିବ। ଆପଣଙ୍କୁ କାମରେ ନୂଆ ସୁଯୋଗ ମିଳିବ।

ତୁଳା: ଶରୀର ଫୂର୍ତ୍ତି ରହିବ। ଅଭିଭାବକଙ୍କ ପ୍ରତି ମନରେ ପ୍ରେମଭାବ ରହିବ। ବନ୍ଧୁଙ୍କ ଠାରୁ ଉଚିତ ପରାମର୍ଶ ପାଇବେ। ରୋଜଗାର ଖୋଜୁଥିବା ଯୁବକଙ୍କୁ ଚାକିରିର ସୁଯୋଗ ମିଳିବ।

ବିଛା: ସରକାରୀ କାମରେ କୌଣସି ବ୍ୟକ୍ତିଙ୍କ ସହଯୋଗ ପାଇବେ। ଭାଗୀଦାରି କାରବାରରେ ଭଲ ପରିଣାମ ପାଇବେ। ବିଜ୍ଞାନ ଛାତ୍ରଙ୍କୁ ସଫଳତା ମିଳିବ।

ଧନୁ: ଜରୁରୀ କାମରେ ଜୀବନସାଥୀଙ୍କ ପରାମର୍ଶ ଅବଶ୍ୟ ନିଅନ୍ତୁ। କୋର୍ଟ କଚେରି ମାମଲାରେ ବ୍ୟସ୍ତତା ବଢ଼ିବ। କାରବାରରେ ଧନଲାଭ ହେବ।

ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନିଜକୁ ଶକ୍ତିମାନ ଅନୁଭବ କରିବେ। ସକାରାତ୍ମକ ବ୍ୟବହାରରେ ଲୋକମାନଙ୍କୁ ପ୍ରଭାବିତ କରିବେ। ଅଧୁରା କାମ ସ˚ପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖଦ ରହିବ।

କୁମ୍ଭ: କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ରିସ୍କ ନେଲେ ଲାଭ ପାଇବେ। ଛାତ୍ରଙ୍କ ଲାଗି ଦିନଟି ଉତ୍ତମ।

ମୀନ: ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ। ଯେଉଁ କାମ ମନପ୍ରାଣ ଢାଳି କରିବେ ତହିଁରେ ସଫଳତା ପାଇବେ। ଜୀବନସାଥୀ ଆପଣଙ୍କୁ ପ୍ରଶ˚ସା କରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.