ମେଷ : ଶରୀର ସୁସ୍ଥ ଓ ମନ ପ୍ରସନ୍ନ ରହିବ। ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ। କଳାକାରଙ୍କ ପାଇଁ ଦିନଟି ଅନୁକୂଳ। ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ।
ବୃଷ : ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯାହାଙ୍କ ଦ୍ବାରା ଆପଣଙ୍କ ଜୀବନରେ ପରିବର୍ତ୍ତନ ଆସିବ। ବ୍ୟବସାୟ ପାଇଁ ନୂଆ ଅବସର ମିଳିପାରେ। ସନ୍ତାନଙ୍କ ସଫଳତାରେ ଖୁସି ହେବେ।
ମିଥୁନ : ଆପଣଙ୍କ ମନକୁ ସକାରାତ୍ମକ ରଖନ୍ତୁ। ଅଫିସରେ ଅବ୍ୟବସ୍ଥା ଦୂର ହୋଇଯିବ। ବ୍ୟବସାୟୀଙ୍କୁ ପରିଶ୍ରମର ଫଳ ମିଳିବ।
କର୍କଟ : କୌଣସି ବ୍ୟକ୍ତି ଆପଣଙ୍କ ଜୀବନରେ ଖୁସି ଓ ଉତ୍ସାହ ଭରିଦେବେ। ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ମହିଳାଙ୍କୁ ଭଲ ଚାକିରିର ସୁଯୋଗ ମିଳିବ।
ସିଂହ : ଆପଣଙ୍କ ଭାବନା ଯଥେଷ୍ଟ ସକାରାତ୍ମକ ରହିବ। ଅଫିସ ଆଲୋଚନାରେ ମତ ରଖିବାର ସୁଯୋଗ ପାଇବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭଦାୟକ।
କନ୍ୟା : ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ଫିଲ୍ମ ଉଦ୍ୟୋଗରେ କାମ କରୁଥିବା ବ୍ୟକ୍ତି ନୂଆ ଶିକ୍ଷାଲାଭ କରିବେ। ପାରିବାରିକ କାମ ସଂପୂର୍ଣ୍ଣ ହୋଇଯିବ।
ତୁଳା : ଧୈର୍ଯ୍ୟ ଧରି ରହିଲେ ଆପଣଙ୍କୁ ଆରାମ ମିଳିପାରେ। ନିର୍ଦ୍ଧାରିତ ସମୟ ମଧ୍ୟରେ ସବୁ କାମ ସମାପ୍ତ ହୋଇଯିବ। ମହିଳାଙ୍କୁ ଜିନିଷ କିଣିବାରେ ଲାଭ ହେବ।
ବିଛା : ଅଫିସରେ କୌଣସି କାମ ସଂପୂର୍ଣ୍ଣ କରିବା ପାଇଁ ତରତର ହୁଅନ୍ତୁନାହିଁ। ଭାଷା ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
ଧନୁ : ଘର ସଫାସୁତୁରା ରଖନ୍ତୁ, ସୁଖ ସମୃଦ୍ଧି ବୃଦ୍ଧି ହେବ। ଚାକିରି କ୍ଷେତ୍ରରେ ସୁଯୋଗ ମିଳିପାରେ। ବିରୋଧୀମାନେ କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।
ମକର : ଉନ୍ନତି ପାଇଁ ନୂଆ ଅବସର ପାଇବେ। ଜୀବନସାଥୀଙ୍କ ସହଯୋଗରେ ପରିବାରର ବିବାଦ ସମାଧାନ କରିନେବେ। ଶିକ୍ଷାର୍ଥୀଙ୍କର ଲେଖାପଢ଼ାରେ ମନ ଲାଗିବ।
କୁମ୍ଭ : ଆପଣଙ୍କ ମନରେ ନୂଆ ବିଚାର ସୃଷ୍ଟି ହେବ। ଚାକିରିରେ ପଦୋନ୍ନତି ମିଳିପାରେ। ଯାନବାହନ କିଣିବା ଲାଗି ଆଗ୍ରହ ବଢ଼ିବ। କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ।
ମୀନ : ଇଚ୍ଛାଶକ୍ତି ଆପଣଙ୍କୁ ଅସ୍ଥିର କରିପାରେ। କୌଣସି ବଡ଼ ନିଷ୍ପତ୍ତି ତରବରିଆ ଭାବେ ନିଅନ୍ତୁ ନାହିଁ। ବ୍ୟବସାୟକୁ ନେଇ ଭଲ ଖବର ଆସିପାରେ।
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…