Categories: ରାଶିଫଳ

ଜାଣନ୍ତୁ କ’ଣ କହୁଛି ଆଜି ଆପଣଙ୍କ ରାଶି !

ମେଷ : କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବୃଷ : ଅଧିକ ପରିଶ୍ରମ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ : ଶୁଭ ଖବର ଶୁଣି ପାରନ୍ତି। ଘରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

କର୍କଟ : ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

ସିଂହ : ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ମନ ଖୁସି ରହିବ। ଶରୀର ଫୂର୍ତ୍ତି ରହିବ।

କନ୍ୟା : ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ।

ତୁଳା : ଆତ୍ମବିଶ୍ୱାସ ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଛା : ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସି ପାରିନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ଧନୁ : କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଶରୀରର ଯତ୍ନ ନିଅନ୍ତୁ।

ମକର : ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କୁମ୍ଭ : ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ମୀନ : ଜୀବନସାଥୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

14 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

16 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

22 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

31 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

31 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

49 mins ago