ରାଶିଫଳ

ଦିନ ଆରମ୍ଭରୁ ଜାଣନ୍ତୁ ଆଜି କେମିତି ରହିବ ଆପଣଙ୍କ ଦିନ

ମେଷ : ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

ମିଥୁନ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

ସି˚ହ : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

ତୁଳା : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

ବିଛା : ବନ୍ଧୁଙ୍କ ମାଧୢମରେ କିଛି ଆଶା ପୂରଣ ହେବ। ଲେଖିବା କାର୍ଯ୍ୟରେ ରୁଚି ରହିବ। ବ୍ୟବସାୟରେ ଆଗକୁ ବଢ଼ିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

ମକର : ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ। ବେପାରରେ ଲାଭ ହେବ। ଘରୋଇ ଖର୍ଚ୍ଚ ବଢ଼ିପାରେ।

କୁମ୍ଭ : ଅଫିସରେ ସହଯୋଗୀଙ୍କ ପ୍ରଶଂସା ପାଇବେ। କାରବାରରେ ପୁଞ୍ଜି ନିବେଶ କରିବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ସୃଷ୍ଟି ହେବ।

ମୀନ : ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ସ˚ପୂର୍ଣ୍ଣ ହେବ। ଖୁସି ଖବର ପାଇବେ। ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ଭେଟ ହେବ। ସମାଜରେ ମାନ ସମ୍ମାନ ପାଇବେ।

Swagatika

Recent Posts

ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ

କେନ୍ୟୁଜ୍‌: ସପ୍ତମ ତଥା ଚୂଡ଼ାନ୍ତ ପର୍ଯ୍ୟାୟରେ ଦେଶର ୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ୫୭ଟି…

6 mins ago

ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ

ମୟୂରଭଞ୍ଜ(କେନ୍ୟୁଜ୍‌): ମୟୂରଭଞ୍ଜ ଜିଲ୍ଲାର ୮ଟି ବିଧାନସଭା କ୍ଷେତ୍ରରେ ହେଉଛି ଭୋଟଗ୍ରହଣ । ସେଥିରେ ରହିଛି ମୟୂରଭଞ୍ଜ ଲୋକସଭା କ୍ଷେତ୍ର ଅଧୀନ, ଯଶୀପୁର,…

18 mins ago

ଆସନ୍ତୁ ଜାଣିବା ଆଜି କେଉଁ ସହରରେ କେତେ ରହିଛି ଡିଜେଲ ଓ ପେଟ୍ରୋଲ୍ ମୂଲ୍ୟ

ଆସନ୍ତୁ ଜାଣିବା ଆଜି କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା…

37 mins ago

ଜାଣନ୍ତୁ ଆଜିର ସୁନା ଓ ରୁପା ଦର

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

43 mins ago

ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର

କେନ୍ଦୁଝର (କେନ୍ୟୁଜ): ଆଉ ନାହାନ୍ତି ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । କାଠି କଣ୍ଢେଇ ନୃତ୍ୟ ସଂସ୍କୃତିକୁ ବଞ୍ଚେଇ ରଖିଥିବା…

48 mins ago

ଭୋଟ ଦେଉଛି ଯାଜପୁର,ବାଲେଶ୍ୱର,ଜଗତସିଂପୁର,ଭଦ୍ରକ: ବୁଥ୍ ସମ୍ମୁଖରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଯାଜପୁର/ବାଲେଶ୍ୱର/ଜଗତସିଂପୁର/ଭଦ୍ରକ(କେନ୍ୟୁଜ୍‌): ଯାଜପୁର ଜିଲ୍ଲାର ଲୋକସଭା କ୍ଷେତ୍ର ସହ ୭ଟି ଯାକ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ। ମୋଟ ୧୫…

57 mins ago