ରାଶିଫଳ

ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ : ପ୍ରତ୍ୟେକ କ୍ଷେତ୍ରରେ ଜୟଲାଭ କରିବେ। ପରିବାରରେ ମନ ମିଳାଇ ଚଳନ୍ତୁ। କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ।

ବୃଷ : ବେପାର, ବାଣିଜ୍ୟ ଓ କର୍ମକ୍ଷେତ୍ରରେ ସଫଳତା ମିଳିବ। ଶରୀର ଅସୁସ୍ଥ ରହିବ। ବିଦ୍ୟାର୍ଥୀ ସଫଳତା ପାଇବେ।

ମିଥୁନ : ସୁସ୍ୱାଦୁ ଭୋଜନ କରିବେ। ଖର୍ଚ୍ଚ ବଢ଼ିବା ସହ ଶତ୍ରୁ ବୃଦ୍ଧି ହେବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପରିବାରରେ ଅଶାନ୍ତି ଦେଖା ଦେଇପାରେ।

କର୍କଟ : ଆଜି କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ। ଧର୍ମକାର୍ଯ୍ୟରେ ଯୋଗ ଦେବେ। କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ।

ସିଂହ : ପାରିବାରିକ ସମସ୍ୟା ଦୂର ହେବ। ମାନସିକ ଶାନ୍ତି ମିଳିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଧନର ଆଦାନ ପ୍ରଦାନ କରନ୍ତୁ ନାହିଁ।

କନ୍ୟା : ଆଜି ତର୍କ ବିତର୍କ କରନ୍ତୁ ନାହିଁ। ଗୁରୁଜନଙ୍କୁ ସମ୍ମାନ ଓ ଆଦର କରନ୍ତୁ। ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ।

ତୁଳା : ଦୂରଯାତ୍ରା ଯୋଗ ରହିଛି। ଭାବିଚିନ୍ତି ଧନ ନିବେଶ କରନ୍ତୁ। ମାନସିକ କ୍ଷେତ୍ରରେ ଅଶାନ୍ତି ଦେଖା ଦେବ। କର୍ମକ୍ଷେତ୍ରରେ ସଫଳତା ପାଇବେ।

ବିଛା : କାହା ସହ ଯୁକ୍ତିତର୍କ କରନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଣୀ ନିୟନ୍ତ୍ରଣରେ ରଖିବା ସହ ଅହଂକାର ତ୍ୟାଗ କରନ୍ତୁ।

ଧନୁ : ଗାଡ଼ି ଚଳାଚଳରେ ସାବଧାନ ରହିବା ଆବଶ୍ୟକ। ସ୍ୱାସ୍ଥ୍ୟହାନି ହୋଇପାରେ। ମାନସିକ ଅଶାନ୍ତି ବଢିବ।

ମକର : ବିଦେଶ ଯାତ୍ରା ସଫଳ ହେବ। କର୍ମକ୍ଷେତ୍ରରେ ଉନ୍ନତି ସହ ବେପାର ବାଣିଜ୍ୟରେ ସଫଳତା ପାଇବେ। ମନକୁ ଆୟତ୍ତରେ ରଖନ୍ତୁ।

କୁମ୍ଭ : ଗୁରୁଜନଙ୍କ ସ୍ୱାସ୍ଥ୍ୟରେ ଅବନତି ଦେଖା ଦେଇପାରେ। ଯୁକ୍ତିତର୍କଠାରୁ ଦୂରେଇ ରହନ୍ତୁ। ଭାବିଚିନ୍ତି ପ୍ରତ୍ୟେକ କାର୍ଯ୍ୟ କରନ୍ତୁ।

ମୀନ : ବିଦ୍ୟାର୍ଥୀ ସଫଳତା ପାଇବେ। ସନ୍ତାନଙ୍କୁ ନେଇ ଚିନ୍ତା ବୃଦ୍ଧି ହେବ। ପରିବାରରେ ଅଶାନ୍ତି ଦେଖାଦେବ। ମାନସମ୍ମାନ ପ୍ରାପ୍ତି ହେବ।

WCW 11

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

9 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

12 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

46 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

47 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago