ରାଶିଫଳ

ଦୈନିକ ଭାଗ୍ୟ ! ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବୃଷ: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ମିଥୁନ: ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

କର୍କଟ: ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ବହୁ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଆପଣଙ୍କୁ ଖୋଜି ଖୋଜି ଶେଷରେ ଘରେ ଆସି ଟଙ୍କା ଦେଇଯାଇପାରେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ସିଂହ : ନିଜକୁ ବେଶୀ ଆଶାବାଦୀ ହେବା ପାଇଁ ପ୍ରେରଣା ଦିଅନ୍ତୁ। ତାହା କଲେ ନା କେବଳ ଆପଣଙ୍କ ଆତ୍ମବିଶ୍ୱାସ ଓ ବ୍ୟବହାରରେ ବୃଦ୍ଧି ହେବ, ତା ଛଡ଼ା ଆପଣଙ୍କ ଡର, ଈର୍ଷା ଓ ଘୃଣା ପରି ନକରାତ୍ମକ ମନଭାବନା ବି କମିଯିବ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

କନ୍ୟା : ଆପଣଙ୍କୁ ଅନେକ ଗୁଡିକ କ୍ଷେତ୍ରରୁ ଧନ ଲାଭ ମିଳିପାରେ। ଆପଣଙ୍କ କଠିନ ପରିଶ୍ରମ ଓ ପରିବାର ଜଣଙ୍କ ସହଯୋଗ କାରଣରୁ ଆପଣଙ୍କୁ ଆସୁଥିବା ସମୟରେ ବହୁମାତ୍ରାରେ ଖୁସି ଓ ସଫଳତା ପ୍ରାପ୍ତ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

ତୁଳା : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ବିଛା : ଆଜି ମନ ଖୁସି ରହିଲେ ମଧ୍ୟ କାର୍ଯ୍ୟବ୍ୟସ୍ତତା ଅନୁଭବ କରିବେ। ଅଭାବ ଦୂରେଇବାର ପ୍ରୟାସକଲେ ମଧ୍ୟ ଧାର କରଜ କରି ଆବଶ୍ୟକତା ଚଳାଇନେବେ। କ୍ରୀଡ଼ା, କଳା କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିପାରିବେ। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି।

ଧନୁ : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

ମକର : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।

କୁମ୍ଭ : ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

ମୀନ : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

WCW 11

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

14 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

15 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

22 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

27 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

45 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

54 mins ago