ଆଜିର ଭାଗ୍ୟଫଳ, ଜାଣନ୍ତୁ ଦିନଟି କେମିତି କଟିବ

ମେଷ: ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। ଆଜିକୁ ଆପଣ ନିଜ ଜୀବନ-ସାଥୀ ସହିତ ପୁଣି ଥରେ ପ୍ରେମରେ ପଡ଼ିବେ।

ବୃଷ: ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। ବ୍ୟବସାୟୀ ମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ବ୍ୟବସାୟ ପାଇଁ ହଠାତ କରାଯାଇଥିବା କୌଣସି ଯାତ୍ରା ସକରାତ୍ମକ ପରିଣାମ ଦେବ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି।

ମିଥୁନ: ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। ରାଜ୍ୟ ବାହାରକୁ ଯିବାର ରାସ୍ତା ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

କର୍କଟ: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ଆପଣଙ୍କୁ ଶୀଘ୍ର ନୂଆ ଦାୟିତ୍ବ ମିଳିପାରେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ପ୍ରେମରେ ସଫଳତା ପାଇବେ।

ସିଂହ: ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।

କନ୍ୟା: ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଶକ୍ତିବାନ ଅନୁଭବ କରିବେ। ପରିଶ୍ରମର ତୁରନ୍ତ ଫଳ ମିଳିବ।

ତୁଳା: ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ରହିବ। ଆପଣଙ୍କ ଆକର୍ଷିତ ବ୍ୟବହାର ଅନ୍ୟମାନଙ୍କ ଧ୍ୟାନ ଆପଣଙ୍କ ଆଡକୁ ଟାଣିବ। ରାଜନୀତିରେ ସଫଳତା ପାଇବେ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

ବିଛା: କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ।

ଧନୁ: ସକରାତ୍ମକ ଭାବନା ବଜାୟ ରଖନ୍ତୁ। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ। ପରିବାରରେ ଲାଗିରହିଥିବା ସମସ୍ୟା ଶେଷ ହେବ।

ମକର: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

କୁମ୍ଭ: ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ମୀନ: ଆଜି ଅଜାଣତରେ ଆପଣଙ୍କ ଦ୍ଵାରା କୌଣସି ଭୁଲ ହୋଇପାରେ, ଯାହାଦ୍ୱାରା ଆପଣଙ୍କ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ କ୍ରୋଧ କରିପାରନ୍ତି। ପ୍ରେମ କ୍ଷେତ୍ରରେ ଆଜି ଆପଣଙ୍କୁ କେହି ଭୁଲ ବୁଝି ପାରନ୍ତି।

 

Leave A Reply

Your email address will not be published.