Below header

ଜାଣନ୍ତୁ କେଉଁ ରାଶିଙ୍କ ପାଇଁ ଦିନଟି ଅନୁକୂଳ ରହିବ

କୌଣସି କାମ କରୁଥିବା ସମୟରେ ଆପଣ ଅନ୍ୟ କାମ ସାରିବା ପାଇଁ ଚେଷ୍ଟା କରିବେ । ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ ।   ଆଜି ଲଭ୍‌ମେଣ୍ଟ୍‌ଙ୍କ ସମ୍ପର୍କ ବହୁତ ଭଲ ରହିବ । କିଛି ନୂଆ କାମ ପାଇଁ ଯୋଜନା କରିବେ । ଚାକିରିରେ ପଦୋନ୍ନତି ମିଳିବ । ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ । 

ମେଷ: ଏହି ରାଶିର ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ଏବଂ ପଢିବାରେ ମନ ଲାଗିବ । ଆପଣଙ୍କ ପାଇଁ ଆଜିର ଦିନ ଭଲ ରହିବ । ଅଟକିଥିବା କାମ ପୂରା ହେବ । ଅଫିସ୍‌ର ଯେକୌଣସି କାମ ଧିରେ ଧିରେ କରିବା ଆପଣଙ୍କ ପାଇଁ ଲାଭଦାୟକ ହେବ । ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି । ପାରିବାରିକ ସମ୍ପର୍କ ଭଲ ରହିବ ।

ବୃଷ: କୌଣସି କାମ କରୁଥିବା ସମୟରେ ଆପଣ ଅନ୍ୟ କାମ ସାରିବା ପାଇଁ ଚେଷ୍ଟା କରିବେ । ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ ।   ଆଜି ଲଭ୍‌ମେଣ୍ଟ୍‌ଙ୍କ ସମ୍ପର୍କ ବହୁତ ଭଲ ରହିବ । କିଛି ନୂଆ କାମ ପାଇଁ ଯୋଜନା କରିବେ । ଚାକିରିରେ ପଦୋନ୍ନତି ମିଳିବ । ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ ।

ମିଥୁନ: ଆଜି ଆପଣଙ୍କ ଦିନ ସୁଖରେ କଟିବ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭମୟ ହେବ।  ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ । ଖେଳାଳିଙ୍କୁ କାର୍ଯ୍ୟରେ ସଫଳତା ମିଳିବ । ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଲଭ୍‌ମେଣ୍ଟ୍‌ଙ୍କ ପାଇଁ ଦିନଟି ଭଲ ରହିବ ।

କର୍କଟ: ଆପଣ ଏପରି କିଛି କାମ କରନ୍ତୁ ନାହିଁ, ଯାହାକୁ ପୂରା କରିପାରିବେ ନାହିଁ । ଆଜି ଆପଣ ଅଧିକ ଖର୍ଚ୍ଚ କରନ୍ତୁ ନାହିିଁ। ଆଜି କିଛି ନୂଆ ଦାୟିତ୍ୱ ମିଳିବ ।  ଆଜି ଦିନଟି ସାମାନ୍ୟ ରହିବ । କୋର୍ଟ କଚେରୀ କାମରେ ସଫଳତା ମିଳିବ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି ।

ସିଂହ: ବେପାରୀମାନେ ବେପାର ବଢାଇବା ପାଇଁ ନୂଆ ରାସ୍ତା ଦେଖିବେ । କଠିନ ପରିଶ୍ରମ କରି ନିଜ କାର୍ଯ୍ୟରେ ସଫଳତା ଲାଭ କରିବେ । ଆପଣଙ୍କ ଭାଗ୍ୟ ଆପଣଙ୍କ ସହିତ ରହିବ । ଅଫିସ୍‌ରେ କାମକୁ ନେଇ ଆପଣଙ୍କର ଗୁରୁତ୍ୱ ବଢିବ । ନିଜ କାମରେ ଖୁସି ରହିବେ । ଲୋକମାନେ ଆପଣଙ୍କ କାମର ପ୍ରଶଂସା କରିବେ ।

କନ୍ୟା: କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ । ଚାକିରି ମିଳିବାର ସମ୍ଭାବନା ରହିଛି । ଯାହାର ଲାଭ ଆଗକୁ ଆସୁଥିବା ସମୟରେ ମିଳିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ଭାଇଙ୍କ ସହ ସମ୍ପର୍କ ସଦୃଢ ହେବ । ଲୋକମାନେ ଆପଣଙ୍କଠାରୁ କିଛି କଥା ଶିଖିବା ପାଇଁ ଚେଷ୍ଟା କରିବେ ।

ତୁଳା: ରାଜନୀତିରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ । ପୂର୍ବରୁ କରିଥିବା କାମରେ ସଫଳତା ମିଳିବ, ଚାକିରି ମଧ୍ୟ ମିଳିଯିବ । ପରିବାରରେ ବିବାଦ ଥିଲେ ତାହା ବହୁତ ଶୀଘ୍ର ଠିକ୍‌ ହୋଇଯିବ । ଆସବାବପତ୍ର କିଣିବା ପାଇଁ ଦିନଟି ଭଲ । କୌଣସି କାମ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ଠାରୁ ଉପଦେଶ ନେବା ଠିକ୍‌ ହେବ। ଲଭ୍‌ମେଣ୍ଟ୍‌ଙ୍କ ସହ ବାହାରକୁ ଯାଇପାରନ୍ତି ।

ବିଛା: ଲୋକମାନେ ଆପଣଙ୍କଠାରୁ କିଛି କଥା ଶିଖିବା ପାଇଁ ଚେଷ୍ଟା କରିବେ । ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ । ବ୍ୟବହାର ଖରାପ ଯୋଗୁ ଲୋକଙ୍କ ସହ ଆପଣଙ୍କର ଝଗଡା ହୋଇପାରେ । ମିତ୍ର କୌଣସି କାମରେ ସାହାଯ୍ୟ କରିବେ, ଯାହାଦ୍ୱାରା କାମ ବହୁତ ସହଜରେ ପୂରା ହୋଇଯିବ ।

ଧନୁ: କୌଣସି ନିଷ୍ପତ୍ତି ନେବା ପୂର୍ବରୁ ପୂର୍ଣ୍ଣବାର ଭାବିବା ଉଚିତ୍‌ ହେବ । ଅଧିକାରୀ ଆପଣଙ୍କ ଉପରେ ଖୁସି ରହିବେ । ଅଫିସ୍‌ର ଯେକୌଣସି କାମ ଧିରେ ଧିରେ କରିବା ଆପଣଙ୍କ ପାଇଁ ଲାଭଦାୟକ ହେବ । ଏହି ରାଶିର ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ଏବଂ ପଢିବାରେ ମନ ଲାଗିବ । ଯାହାଦ୍ୱାରା ଆପଣଙ୍କ ଭବିଷ୍ୟତରେ ଲାଭ ହେବ ।

ମକର: କୋର୍ଟ କଚେରୀ କାମରେ ସଫଳତା ମିଳିବ । କୌଣସି ପୁରୁଣା ଲୋନ୍‌ ଇ.ଏମ.ଆଇରୁ ଆରାମ ମିଳିବ ।  ନିଜ ଉପରେ ଭରସା  ରଖିଲେ ଭବିଷ୍ୟତ ମଧ୍ୟ ଭଲ ରହିବ । ଛାତ୍ରଛାତ୍ରୀ ଗୁରୁଙ୍କଠାରୁ ଉପଦେଶ ନେବେ । କିଛି ନୂଆ କରିବା ପାଇଁ ଚେଷ୍ଟା କରିବେ । ଲଭ୍‌ମେଣ୍ଟ୍‌ଙ୍କ ସହ ବାହାରକୁ ଯାଇ ପାରନ୍ତି । ସାଙ୍ଗଙ୍କ ସହ ଦିନଟି ଭଲ ରହିବ ।

କୁମ୍ଭ: ଖେଳାଳିଙ୍କୁ କାର୍ଯ୍ୟରେ ସଫଳତା ମିଳିବ । ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭମୟ ହେବ। ଆପଣ ନିଜ କାମ କରିବା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବେ । ହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି । ଆଜି ଲଭ୍‌ମେଣ୍ଟ୍‌ଙ୍କ ସମ୍ପର୍କ ବହୁତ ଭଲ ରହିବ ।

ମୀନ: ଆଜି ଆପଣ ବ୍ୟବସାୟ କିମ୍ବା ଅଫିସ୍‌ କାମରେ ଯାତ୍ରା କରିପାରନ୍ତି । ଗହଣା ବେପାରୀଙ୍କ ପାଇଁ ଦିନଟି ଲାଭଦାୟକ ହେବ। ନିଜ କାମରେ ଖୁସି ରହିବେ । ଲୋକମାନେ ଆପଣଙ୍କ କାମର ପ୍ରଶଂସା କରିବେ ।  ଆପଣ ଅଧିକ ସମୟ ପରିବାର ଏବଂ ସାଙ୍ଗଙ୍କ ସହ ଅତିବାହିତ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.