ଦିନ କେମିତି କଟିବ, ଏବେଠୁ ହିଁ ଜାଣନ୍ତୁ ରାଶିଫଳରୁ

ମେଷ : ଆଜି ଅଜାଣତରେ ଆପଣଙ୍କ ଦ୍ଵାରା କୌଣସି ଭୁଲ ହୋଇପାରେ, ଯାହାଦ୍ୱାରା ଆପଣଙ୍କ ଉପରିସ୍ଥ କର୍ମଚାରୀ ଆପଣଙ୍କ ଉପରେ କ୍ରୋଧ କରିପାରନ୍ତି। ପ୍ରେମ କ୍ଷେତ୍ରରେ ଆଜି ଆପଣଙ୍କୁ କେହି ଭୁଲ ବୁଝି ପାରନ୍ତି।

ବୃଷ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

ମିଥୁନ : ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କର୍କଟ : ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ପିଲାମାନଙ୍କ ବୈବାହିକ ସମ୍ବନ୍ଧ ନେଇ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ଦ୍ୱାରା ପ୍ରେରିତ ହୋଇ ଦୂରଯାତ୍ରା କରିବାକୁ ପଡ଼ିପାରେ।

ସିଂହ : ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ।

କନ୍ୟା : ଆଜି ନୂଆ ନୂଆ କାମ, ନୂତନ ଚିନ୍ତା ଓ ଆଲୋଚନା ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ନିଜ କର୍ମରେ ଅବହେଳା କରିପାରନ୍ତି। ପୂର୍ବରୁ ଆଲୋଚନା କରି ଥିବା ଅନୁଯାୟୀ ବନ୍ଧୁ ଙ୍କ ଠାରୁ ଆପଣଙ୍କ ପ୍ରାପ୍ୟ ଅବଶ୍ୟ ପାଇବେ। ପାରିବାରିକ ସମସ୍ୟାକୁ ସୁଧାରିବାକୁ ଯାଇ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ।

ତୁଳା : ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବିଛା : ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛି। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।

ଧନୁ: ଆଜି ଆପଣଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

ମକର : ଯେଉଁମାନଙ୍କର ଲଘୁ ଉଦ୍ୟୋଗ ଅଛି ଆଜି ସେମାନଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

କୁମ୍ଭ : ଜୀବନର ସଫଳତା ଲାଗି ଦିନଟିଏ। ଅଯଥା ଚିନ୍ତାରୁ ମୁକ୍ତି ପାଇବେ। ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ। ଯେଉଁମାନେ ନିଜ ପ୍ରିୟ ସହ ଯାତ୍ରା କରୁଛନ୍ତି ସେମାନଙ୍କ ପାଇଁ ଏହା ଅତି ସ୍ମରଣୀୟ କ୍ଷଣ ହେବ।

ମୀନ : ବେପାରରେ ମନପ୍ରାଣ ଢାଳି କାମ କରିବା ହେତୁ ଯଥେଷ୍ଟ ଲାଭ ପାଇବେ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନାର ସମ୍ଭାବନା ଅଛି। ଧୈର୍ଯ୍ୟ ଧରି କାମ କଲେ ସଫଳ ହେବେ। ସରକାରୀ କ୍ଷେତ୍ରରୁ ଲାଭ ମିଳିପାରେ।

Leave A Reply

Your email address will not be published.