ଦିନ କେମିତି କଟିବ, ଏବେଠୁ ହିଁ ଜାଣନ୍ତୁ ରାଶିଫଳରୁ

ମେଷ : ମେଷ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନ ଶୁଭ ସାବ୍ୟସ୍ତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ରୁଚି ରଖୁଥିବା ବ୍ୟକ୍ତିଙ୍କର ମନ ଶାନ୍ତ ଓ ଖୁସି ରହିବ। ସୂର୍ଯ୍ୟଦେବଙ୍କୁ ଜଳ ଅର୍ପଣ କଲେ ଅନ୍ୟ ଲାଭ ମିଳିବ। ସମାଜରେ ମାନ-ସମ୍ମାନ ବଢ଼ିବ ଓ ଚାକିରିରେ ଉନ୍ନତି ହେବ।

ବୃଷ : ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ମିଥୁନ : ଆଜି ଆପଣ ନିଜର ଶାରୀରିକ ସୁନ୍ଦରତା ଉପରେ ଧ୍ୟାନ ଦେବେ ଏବଂ ନିଜ ମନ ପସନ୍ଦର ପୋଷାକ ପିନ୍ଧିବେ। ଆପଣଙ୍କର ଏହି ନୂଆ ରୂପକୁ ଦେଖି ଲୋକମାନେ ପ୍ରଶଂସା କରିବେ। ଆପଣଙ୍କ ସାଥୀ ମଧ୍ୟ ଆପଣଙ୍କର ଏହି ପରିବର୍ତ୍ତନରେ ଖୁସି ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟର ଅଗ୍ରଗତି ଘଟିବ।

କର୍କଟ: ଆଜି ଅର୍ଥ ସଙ୍କଟ ମଧ୍ୟରେ ଗତି କଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି କାରଣରୁ ଖୁସି ରହିବେ। ଆନୁଷ୍ଠାନିକ କ୍ଷେତ୍ର, ସଭାସମିତି, ରାଜନୀତିରେ ଆଲୋଚନା ଅସମାପ୍ତ ରହିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ,ଏଜେନସିପ୍‌, କଳା, ସାହିତ୍ୟ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ପ୍ରଶଂସିତ ହେବେ।

ସିଂହ : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।

କନ୍ୟା: ଶାରୀରିକ ସୁସ୍ଥତା ଅନୁଭବ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସଂପାଦନ କରିବେ। ବିବାହ ପାଇଁ ତାରିଖ ଧାର୍ଯ୍ୟ କରିବେ। ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ତୁଳା: ଖରାପ ସମୟ ଥିଲା ଏବେ ଭଲ ସମୟ ଆସିଛି। ଋଣ ପରିଶୋଧ କରିବେ। ରାଜଯୋଗ ରହିଛି। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବିଛା : ଅତ୍ୟନ୍ତଅଶୁଭ। ମାଲିମକଦ୍ଦମାରେ ଫସିବେ। ମିଥ୍ୟା ଅପବାଦରେ ଅପମାନିତ ହେବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ।

ଧନୁ : ଜୀବନସାଥୀ ଖୁସିର କାରଣ ହେବେ। ଦିନ ଶେଷ ହେବା ବେଳକୁ ଆର୍ଥିକ ବୃଦ୍ଧି ହେବ। ଆଜି ଆପଣ ନିଜ ଜ୍ଞାନ ଖଟାଇ ଘରୋଇ ବିବାଦକୁ ସମାଧାନ କରିବେ। ବ୍ୟକ୍ତିଗତ ପଥ ପ୍ରଦର୍ଶନ ଆପଣଙ୍କ ସଂପର୍କରେ ଉନ୍ନତି ଆଣିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମକର : ଆଜି ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି ହେଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦା କରିବେ। ଘରେ ବନ୍ଧୁମିଳନ ଓ ନୂତନ ଅତିଥିଙ୍କ ଆଗମନ ଯୋଗୁ ହସଖୁସିର ସୁଅ ଛୁଟିବ। ସରକାରୀ ସ୍ତରରୁ ହଠାତ୍‌ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ।

କୁମ୍ଭ : ଆଜି ପରିସ୍ଥିତିରେ ପଡି ଆର୍ଥିକ ଅନଟନ, କାର୍ଯ୍ୟହାନି, ବିଭିନ୍ନ ପ୍ରକାରର ସମସ୍ୟା ମନକୁ ଆନ୍ଦୋଳିତ କରିପାରେ। ଯାହା କହିବା ପାଇଁ ଭାବୁଥିବେ ତାହା ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ। ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ ଏବଂ ଆଜିର ଯାତ୍ରା ସଫଳ ହେବ।

ମୀନ : ଆଜି ଦୀର୍ଘଦିନର ବାଦ ବିବାଦର ଆପୋସ ସମାଧାନ ଘଟିବ। ପରିବାରରେ ଲାଗି ରହିଥିବା ଦୀର୍ଘଦିନର ଅଶାନ୍ତି ଦୂର ହେବାରେ ବନ୍ଧୁ ସାହାଯ୍ୟ କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସକାଶେ କାମ କରିବାକୁ ବାଧ୍ୟ ହେବେ। ବାଣିଜ୍ୟ, ପରିବହନରେ ଲାଭ କରିପାରିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.