ରାଶିଫଳ

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କ ପାଇଁ ଦିନଟି ଅତ୍ୟନ୍ତ ଖୁସିରେ କଟିବ, ସାଙ୍ଗଙ୍କ ସହ ଭେଟ ହୋଇପରେ

ମେଷ : ଆପଣ ଆଜି କିଛି ଭଲ ଖବର ପାଇପାରନ୍ତି । ସାଙ୍ଗଙ୍କ ସହ ବହୁତ ଖୁସି ରହିବେ । କିଛି କାମ ପାଇଁ ଖୁସି ରହିବେ । ପାରିବାରିକ ପରିବେଶ ଠିକ୍‌ ରହିବ । ସମସ୍ତ କାର୍ଯ୍ୟ ସଫଳତାର ସହିତ ସମାପ୍ତ ହେବ । ଆର୍ଥିକ ସ୍ଥିତି ଯୋଗୁ ଚିନ୍ତିତ ରହିବେ । ଆପଣଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ରହିବ । ଯେଉଁଥି ପାଇଁ ପିଲାମାନେ ଅତ୍ୟନ୍ତ ଖୁସି ରହିବେ । ଲଭମେଟଙ୍କର ପାରସ୍ପର ଉପରେ ବିଶ୍ୱାସ ଗଭୀର ହେବ ।

ବୃଷ : ମନ ଖୁସି ରହିପାରେ । ଲଭମେଟଙ୍କ ଠାରୁ ଉପହାର ମିଳିପାରେ । ପରିବାରରେ ଚାଲିଥିବା ସମସ୍ୟାର ସମାଧାନ ହେବ, ସମସ୍ତଙ୍କ ସହ ଖୁସିର ସମୟ କାଟିବେ । ଆପଣ ପରିବାର ସଦସ୍ୟଙ୍କ ସହିତ କିଛି ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି । ଛାତ୍ରମାନଙ୍କ ମନ ପାଠପଢାରେ ଲାଗିନପାରେ । ପାରିବାରିକ ଜୀବନ ଖୁସି ମିଳିପାରେ । ନିଜ କଥା ଉପରେ ନିୟନ୍ତ୍ରଣ ରଖିବା ଜରୁରୀ ନଚେତ, କାହା ସହ ଝଗଡା ହୋଇପାରେ ।

ମିଥୁନ : ବ୍ୟବସାୟ କ୍ଷେତ୍ରରେ ଏକ ଅଘଟଣ ହୋଇପାରେ । ପିଲାଙ୍କ ଶିକ୍ଷାକୁ ନେଇ ଆପଣ ଚିନ୍ତିତ ରହିପାରନ୍ତି । ନିଜ ଜିନିଷର ଧ୍ୟାନ ରହିଖିବେ, ନଚେତ ହଜିବାର ସମ୍ଭାବନା ରହିଛି । ଆର୍ଥିକ ଯୋଜନାରେ ପରିବର୍ତ୍ତନ କରାଯାଇପାରେ ଯାହା ଭବିଷ୍ୟତରେ ଲାଭଦାୟକ ପ୍ରମାଣିତ ହୋପାରିବ । କିଛି କାମ ଯୋଗୁ ମାନ ସମ୍ମାନ ମିଳିପାରେ ।

କର୍କଟ : କିଛି କାମ ପାଇଁ ଅନ୍ୟ ଜଣଙ୍କୁ ସାହାର୍ଯ୍ୟ କରିବେ । ଆର୍ଥିକ ସ୍ଥିତି ପାଇଁ ଚିନ୍ତିତ ରହିପାରନ୍ତି । ଦାମ୍ପତ୍ୟ ଜୀବନରେ ଆଜି ସୁଖ ମିଳିପାରେ । ଆଜି ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଦିନ ହୋଇପାରେ । ଘରକୁ ଅତିଥି ଆସିପାରନ୍ତି । ଯଦି ଛାତ୍ରମାନେ ପ୍ରତିଯୋଗିତା ପାଇଁ ପ୍ରସ୍ତୁତ ହେଉଛନ୍ତି ତେବେ ସେମାନେ ଏଥିରେ ସଫଳତା ପାଇପାରନ୍ତି । ଲଭମେଟଙ୍କ ପାଇଁ ଦିନଟି ଶୁଭ ରହିଛି ।

ସିଂହ : ଆପଣ ଏକ ବଡ ନିଷ୍ପତ୍ତି ନେଇପାରନ୍ତି, ଯାହା ଆର୍ଥିକ ଲାଭର ଏକ ଉପାୟ ହୋଇପାରେ । କୌଣସି ସମ୍ପର୍କ ମଧ୍ୟରେ ଚାଲିଥିବା ମତଭେଦ ଆଜି ଶେଷ ହେବ । ଦାମ୍ପତ୍ୟ ଜୀବନରେ ଖୁସି ମଳିବ । ଆଜି ଆପଣଙ୍କ ଦିନ ଆପଣଙ୍କ ପାଇଁ ଅନୁକୂଳ ହେବାକୁ ଯାଉଛି । ଆପଣ ଆଜି ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । କିଛି ନୂଆ ସାଙ୍ଗ ହୋଇପାରନ୍ତି ।

କନ୍ୟା : ଗାଡି ଚଳାଇବା ସମୟରେ ସାବଧାନ ରୁହନ୍ତୁ, ଆଘାତ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କୁ ଅନେକ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡିପାରେ । କାର୍ଯ୍ୟ ପାଇଁ ବାହାରକୁ ଯାତ୍ରା କରିପାରନ୍ତି । ଆଜି ଆପଣଙ୍କ ଦିନଟି ଅଳସୁଆରେ ପରିପୂର୍ଣ୍ଣ ହେବ ରହିପାରେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଜରୁରୀ । ସାଙ୍ଗଙ୍କ ସହ ଭେଟ ହୋଇପାରେ ।

ତୁଳା : ପରିବାର ସହିତ ସୁଖଦ ସମୟ କାଟିବେ । କୌଣସି କାର୍ଯ୍ୟ ଯୋଗୁ ଲାଭବାନ ହୋଇପାରନ୍ତି । ସାଙ୍ଗଙ୍କ ସହ ଭଲ ସମୟ କଟିବ । ଲଭମେଟଙ୍କ ପାଇଁ ଦିନଟି ବହୁତ ହିଁ ଭଲ ରହିଛି । କାର୍ଯ୍ୟକ୍ଷେତ୍ରରେ ସୁଖଦ ପରିବର୍ତ୍ତନ ଆସିପାରେ । ଅଫିସ୍‌ରେ ବସ୍‌ ଆପଣଙ୍କର ପ୍ରଶଂସା କରିବେ । ପରିବାରରେ ସୁଖ ଏବଂ ଶାନ୍ତିର ପରିବେଶ ରହିବ ।

ବିଛା : ସ୍ୱାସ୍ଥ୍ୟ ଠିକ୍‌ ରହିବ । ପୂର୍ବରୁ କରିଥିବା କାମର ଶୁଭ ଫଳ ମଳିବ । ଆର୍ଥିକ ଲାଭ ମିଳିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାର ଥିଲେ ସମାଧାନ ହୋଇଯିବ । କୌଣସି କାମ ପାଇଁ ଚିନ୍ତିତ ରହିପାରନ୍ତି । ଯେଉଁଥିପାଇଁ କାର୍ଯ୍ୟ ଠିକ୍ ସମୟରେ ଶେଷ ହୋଇନପାରେ । ମନରୁ କରିଥିବା କାମ ପୂରା ହୋଇଯିବ ।

ଧନୁ : ଆଜି ଆପଣଙ୍କ ପାଇଁ ଦିନଟି ଭଲ ରହିପାରେ । ପିଲାମାନଙ୍କୁ ଗୁରୁଜନଙ୍କ ଆଶିର୍ବାଦ ମଳିବ । ଆପଣଙ୍କୁ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ହୋଇପାରେ । ଦାମ୍ପତ୍ୟ ଜୀବନ ପାଇଁ ଦିନଟି ଭଲ ରହିବ । କର୍ମକ୍ଷେତ୍ରରେ ଆପଣଙ୍କୁ ଅସୁବିଧା ହୋଇପାରେ । ଆଜି ପରିବାର ସହିତ ସମୟ କାଟିବେ । ଲଭମେଟଙ୍କ ପାଇଁ ସମୟ ଭଲରେ କଟିବ ।

ମକର : ବିବାହିତ ଜୀବନରେ ଖୁସି ମଳିବ, ଜୀବନସାଥୀଙ୍କଠାରୁ ସମର୍ଥନ ମଧ୍ୟ ପାଇବେ । ଆଜି ଆପଣ ବ୍ୟବସାୟରେ ସାଧାରଣ ଅପେକ୍ଷା ଭଲ ଲାଭ ପାଇବେ । ବ୍ୟବସାୟରେ ଲାଭ ମଳିପାରେ । ପିଲାମାନେ ମା’ଓ ବାପାଙ୍କ ସହ ବାହାରକୁ ବୁଲିବା ପାଇଁ ଯାଇପାରନ୍ତି । ସ୍ୱାସ୍ଥ୍ୟ ଠିକ୍‌ ରହିବ ।

କୁମ୍ଭ : ନିଜ ଉପରେ ନିୟନ୍ତ୍ରଣ ରିଖିବା ଯୋଗୁ ଅନେକ ସମସ୍ୟାର ସମାଧାନ ହୋଇପାରେ । ପେଟ ସମ୍ବନ୍ଧୀୟ ରୋଗ ଉତ୍ପନ୍ନ ହୋଇପାରେ । ଘର କାମ ପାଇଁ ଜୀବନସାଥୀଙ୍କ ସହଯୋଗ ମଳିପାରେ । ଆପଣ ସାଙ୍ଗମାନଙ୍କ ସହିତ ଯାତ୍ରା କରିବାକୁ ଯୋଜନା କରିପାରିବେ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଆଜି ଆପଣଙ୍କ ଦିନଟି ଠିକ୍‌ ଠାକ୍‌ ରହିବ । ଧାର୍ମିକ କାର୍ଯ୍ୟ ପ୍ରତି ଆଗ୍ରହ ବୃଦ୍ଧି ପାଇବ ।

ମୀନ : ଆଜି ଆପଣ କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପାଇଁ ବାହାରକୁ ଯାଇପାରନ୍ତି । ବ୍ୟବସାୟ ପାଇଁ ଦିନଟି ଠିକ୍‌ ଠାକ୍‌ ରହିବ । ପୁରୁଣା ସାଙ୍ଗମାନଙ୍କ ସହ ଭେଟ ହେବା ଯୋଗୁ ଆପଣ ଖୁସି ରହିବେ । ଚିନ୍ତା କରିଥିବା କାମ ପୂରା ହୋଇଯିବ । ରୋଜଗାର କରିବା ପାଇଁ ନୂଆ ନୂଆ ରାସ୍ତା ମଳିଯିବ ।

D Sonali

Recent Posts

ରିଲିୟାନ୍ସ ଜିଓ ସେବା ଡାଉନ, ସୋସିଆଲ ମିଡିଆରେ ଅସନ୍ତୋଷ ପ୍ରକାଶ କଲେ ୟୁଜର୍ସ

ସମଗ୍ର ଦେଶରେ ଲୋକମାନେ ଦାବି କରୁଛନ୍ତି ଯେ ସେମାନଙ୍କର ଜିଓ ସେବା କାମ କରୁନାହିଁ । ସେମାନେ କହୁଛନ୍ତି ଯେ,…

14 mins ago

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

46 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

48 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

51 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

57 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

1 hour ago