Below header

ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ

ମେଷ: ଗ୍ରହମାନଙ୍କର ସ୍ଥିତି, ଅବସ୍ଥିତି ଯୋଗୁ କମ୍‌ ପରିଶ୍ରମ କରିବେ। କିନ୍ତୁ ଅଧିକ ଲାଭ ପାଇବେ। ଆଶା ବାସ୍ତବିକତାର ରୂପ ନେବ। ଅସମ୍ପୂର୍ଣ୍ଣ କାମ ସମ୍ପୂର୍ଣ୍ଣ କରିବେ। ନୂଆ କାମ କରିବାକୁ ଚାହୁଁଥିଲେ ସଫଳ ହେବେ। କମ୍‌ ସମୟ ମଧ୍ୟରେ ଶୀର୍ଷରେ ପହଞ୍ଚିବେ। ଦେହ ଓ ମନ ସୁସ୍ଥ ରହିବ।

ବୃଷ: ଆପଣଙ୍କ ଉଦାର ସ୍ଵଭାଵ ଲୋକମାନଙ୍କୁ ପ୍ରଭାବିତ କରିବ। ସରକାରୀ କାମରେ ସଫଳତା ମିଳିପାରେ। ପରିବାରର ସ୍ଥିତି ଠିକ୍‌ ରହିବ। ଯୋଗ୍ୟତା ଥିବା ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟଜନକ ଭାବେ ନିଯୁକ୍ତି ମିଳିବ। ସମସ୍ତ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

ମିଥୁନ: ପୁରୁଣା କଥାକୁ ନେଇ ଟିକେ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ପରାମର୍ଶ କାମରେ ଆସିବ। ବେପାରରେ ଲାଭର ଯୋଗ ରହିଛି। ବାହନ ସାବଧାନତାର ସହ ଚଳାନ୍ତୁ।

କର୍କଟ: ବେପାରୀଙ୍କ ଲାଗି ଦିନଟି ଭଲ। ନୂଆ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ନିଜର କାମ ସୁରୁଖୁରୁରେ କରିବେ। ପାରିବାରିକ ଜୀବନ ସୁଖମୟ ହେବ।

ସିଂହ: ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। କୌଣସି କାମରେ ଭାଇଭଉଣୀଙ୍କର ସହଯୋଗ ପାଇବେ। ନୂଆ ଚାକିରି ମିଳିବାର ଯୋଗ ରହିଛି। ମାନ ସମ୍ମାନ ମିଳିବ। ଆର୍ଥିକ କ୍ଷତିରୁ ମୁକୁଳିବେ। ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବେପାରରେ ଲାଭର ଯୋଗ ରହିଛି। ପରିବାରରେ ସୁଖ ଶାନ୍ତି ବଢ଼ିବ। ଛାତ୍ରଙ୍କୁ ଲେଖାପଢ଼ାରେ ସଫଳତା ମିଳିବ।

କନ୍ୟା: ଦିନଟି ଆତ୍ମ ବିଶ୍ୱାସ ଭରା ରହିବ। ଆପଣଙ୍କ ବ୍ୟବହାରରେ ଅନ୍ୟ ଲୋକମାନେ ପ୍ରସନ୍ନ ରହିବେ। ବ୍ୟବସାୟ‌ରେ ଲାଭ ହୋଇପାରେ। ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆପଣଙ୍କୁ ଖୁସି ଖବର ମଳିବ। ନୂଆ ଉତ୍ସରୁ ଧନଲାଭ ହେବ। ପ୍ରେମରେ ସଫଳତା ମିଳିବ

ତୁଳା: ଜରୁରୀ କାମ କରିବା ପୂର୍ବରୁ ବଡ଼ଙ୍କ ଅନୁମତି ନିଅନ୍ତୁ। ଉଚ୍ଚ ଅଧିକାରୀଙ୍କ ସହିତ ଭଲ ସମ୍ବନ୍ଧ ବଜାୟ ରଖନ୍ତୁ। ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ମନରେ ଧାର୍ମିକ ଭାବନା ଉଦୟ ହେବ। ଆପଣଙ୍କୁ କୌଣସି ଭଲ ସୁଯୋଗ ମିଳିପାରେ। ବିବାହିତ ଲୋକଙ୍କୁ ଶୁଭ ସମାଚାର ମିଳିବ।

ବିଛା: ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

ଧନୁ: ନିଜର କାମ ଯଥା ସମୟରେ ପୂରା କରିନେବେ। ଆର୍ଥିକ ସ୍ଥିତି ମଜଭୁତ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

ମକର: ବନ୍ଧୁଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବେପାରରେ ଲାଭର ଯୋଗ ରହିଛି। ପରିବାରରେ ସୁଖ ଶାନ୍ତି ବଢ଼ିବ। ଛାତ୍ରଙ୍କୁ ଲେଖାପଢ଼ାରେ ସଫଳତା ମିଳିବ।

କୁମ୍ଭ: ସାମାଜିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ଆପଣଙ୍କୁ ଖୁସି ଖବର ମଳିବ। ନୂଆ ଉତ୍ସରୁ ଧନଲାଭ ହେବ। ପ୍ରେମରେ ସଫଳତା ମିଳିବ। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ। ନିଜର କାମ ଯଥା ସମୟରେ ପୂରା କରିନେବେ। ପାରିବାରିକ ଜୀବନ ସୁଖମୟ ହେବ। ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରିପାରନ୍ତି।

ମୀନ: ଅବିରତ ପ୍ରୟାସରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସୁଧୁରିବ। ଅଫିସରେ ସନ୍ତୁଷ୍ଟ ରହିବେ। ବନ୍ଧୁବର୍ଗଙ୍କ ସହିତ ସମ୍ବନ୍ଧ ଉତ୍ତମ ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.