ଆଜିର ରାଶିଫଳ: ଜାଣନ୍ତୁ କିପରି କଟିବ ଦିନଟି

ଅଫିସ୍‌ର ବରିଷ୍ଠ କର୍ମଚାରୀମାନେ ଆପଣଙ୍କ କାମରେ ଖୁସି ହେବେ । ଆସବାବପତ୍ର କିଣିବା ପାଇଁ ଦିନଟି ଭଲ । ରାଜନୀତି କରୁଥିବା ଲୋକଙ୍କ ପାଇଁ ଦିନଟି ଅନୁକୂଳ ରହିବ। ଚାକିରି ମିଳିବାର ସମ୍ଭାବନା ରହିଛି । ଆଜି ଆପଣ ଅଧିକ ଖର୍ଚ୍ଚ କରନ୍ତୁ ନାହିିଁ। ଆଜି କିଛି ନୂଆ ଦାୟିତ୍ୱ ମିଳିବ ।

ମେଷ: ଆପଣଙ୍କ ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଲଭ୍‌ମେଣ୍ଟ୍‌ଙ୍କ ପାଇଁ ଦିନଟି ଭଲ ରହିବ । ପୂର୍ବରୁ କରିଥିବା କାମରେ ସଫଳତା ମିଳିବ, ଚାକିରି ମଧ୍ୟ ମିଳିଯିବ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି । କ୍ୟାରିୟରରେ ଆଗକୁ ବଢିବେ । ଆୟ ବୃଦ୍ଧି ହୋଇପାରେ । ସ୍ୱାସ୍ଥ୍ୟ ଭଲ ରହିବ । ସବୁ ଠିକ୍‌ ରହିବ ।

ବୃଷ: ଜୀବନସାଥୀଙ୍କ ସହ ଝଗଡା ଦୂର ହେବ । କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଦ୍ୱନ୍ଦ୍ୱରେ ରହିବେ । କୌଣସି କାମ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ଠାରୁ ଉପଦେଶ ନେବା ଠିକ୍‌ ହେବ। ଲଭ୍‌ମେଣ୍ଟ୍‌ଙ୍କ ସହ ବାହାରକୁ ଯାଇପାରନ୍ତି । ବନ୍ଧୁ ସହ ଦିନଟି ଅତିବାହିତ କରିବେ । ପିଲାମାନେ ପାଠ ପଢାରେ ଆଗକୁ ଯାଇପାରନ୍ତି ।

ମିଥୁନ: ଆଜି ଲଭ୍‌ମେଣ୍ଟ୍‌ଙ୍କ ସମ୍ପର୍କ ବହୁତ ଭଲ ରହିବ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭମୟ ହେବ। ଆପଣ ନିଜ କାମ କରିବା ପ୍ରକ୍ରିୟାରେ ପରିବର୍ତ୍ତନ ଆଣିବେ । ଯାହାଦ୍ୱାରା ଆପଣଙ୍କ ଭବିଷ୍ୟତରେ ଲାଭ ହେବ । ଆଜି କିଛି ନୂଆ ଦାୟିତ୍ୱ ମିଳିବ । ଲଭ୍‌ମେଣ୍ଟ୍‌ଙ୍କ ସହ ବାହାରକୁ ଯାଇ ପାରନ୍ତି । ସାଙ୍ଗଙ୍କ ସହ ଦିନଟି ଭଲ ରହିବ ।

କର୍କଟ: ଆପଣଙ୍କ ଭାଗ୍ୟ ଆପଣଙ୍କ ସହିତ ରହିବ । ଅଫିସ୍‌ରେ କାମକୁ ନେଇ ଆପଣଙ୍କର ଗୁରୁତ୍ୱ ବଢିବ । ନିଜ କାମରେ ଖୁସି ରହିବେ । ଲୋକମାନେ ଆପଣଙ୍କ କାମର ପ୍ରଶଂସା କରିବେ । ରାଜନୀତିରେ ଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ । ଏହାସହ ସାଙ୍ଗସାଥିଙ୍କ ସହ ଭେଟ ହେବାର ସୁଯୋଗ ରହିଛି।

ସିଂହ: ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ । ଚାକିରି ମିଳିବାର ସମ୍ଭାବନା ରହିଛି । ଗହଣା ବେପାରୀଙ୍କ ପାଇଁ ଦିନଟି ଲାଭଦାୟକ ହେବ। ଲଭ୍‌ମେଣ୍ଟ୍‌ ନିଜ ସାଥିକୁ କୌଣସି ଭଲ ଉପହାର ଦେବେ । ଯାହାଦ୍ୱାରା ସମ୍ପର୍କ ସଦୃଢ ହେବ । ଅଫିସ୍‌ କାମରେ ବିଳମ୍ବ ହେବ । ଆଜି ଲଭ୍‌ମେଣ୍ଟ୍‌ଙ୍କ ସମ୍ପର୍କ ବହୁତ ଭଲ ରହିବ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭମୟ ହେବ।

କନ୍ୟା: ଅଫିସ୍‌ର ବରିଷ୍ଠ କର୍ମଚାରୀମାନେ ଆପଣଙ୍କ କାମରେ ଖୁସି ହେବେ । ଆସବାବପତ୍ର କିଣିବା ପାଇଁ ଦିନଟି ଭଲ । ରାଜନୀତି କରୁଥିବା ଲୋକଙ୍କ ପାଇଁ ଦିନଟି ଅନୁକୂଳ ରହିବ। ଚାକିରି ମିଳିବାର ସମ୍ଭାବନା ରହିଛି । ଆଜି ଆପଣ ଅଧିକ ଖର୍ଚ୍ଚ କରନ୍ତୁ ନାହିିଁ। ଆଜି କିଛି ନୂଆ ଦାୟିତ୍ୱ ମିଳିବ ।

ତୁଳା: କିଛି ଶୁଭ ଖବର ମିଳିପାରେ । ଅଫିସ୍‌ରେ ସହକର୍ମିଙ୍କ ସହଯୋଗ ମିଳିବ । କୌଣସି ପୂରୁଣା କାମ ପୂରା କରିବାକୁ ଚିନ୍ତା କରିବେ । ପୂରା ଦିନରେ ଆପଣ ବହୁତ ଖୁସି ରହିବେ । ଗୁରୁଜନଙ୍କ ଆଶିର୍ବାଦ ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ସନ୍ଧ୍ୟାରେ ପିଲାଙ୍କ ସହ ଭଲ ସମୟ ଅତିବାହିତ କରିବେ । ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିବ ।

ବିଛା: ମିତ୍ର କୌଣସି କାମରେ ସାହାଯ୍ୟ କରିବେ, ଯାହାଦ୍ୱାରା କାମ ବହୁତ ସହଜରେ ପୂରା ହୋଇଯିବ । କୌଣସି କାମ କରୁଥିବା ସମୟରେ ଆପଣ ଅନ୍ୟ କାମ ସାରିବା ପାଇଁ ଚେଷ୍ଟା କରିବେ । ଶୁଭ ସମାଚାର ମିଳିବାର ସମ୍ଭାବନା ରହିଛି । ପାରିବାରିକ ସମ୍ପର୍କ ଭଲ ରହିବ । କୌଣସି ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି ।

ଧନୁ: କୌଣସି ସାମଜିକ କାମରେ ରୁଚି ଆସିବ । ଯେକୌଣସି କାମ କରିବେ ତାକୁ ଯତ୍ନର ସହିତ କରିବା ଉଚିତ । ସହକର୍ମିଙ୍କ ଠାରୁ ସାହାଯ୍ୟ ଆଶା କରିବେ । ପରିବାର ସହ ସମୟ ଅତିବାହିତ କରିବେ । ଏହି ରାଶିର ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ଏବଂ ପଢିବାରେ ମନ ଲାଗିବ । ଚାକିରି ମିଳିବାର ସମ୍ଭାବନା ରହିଛି ।

ମକର: କ୍ୟାରିୟର ବିଷୟରେ ଚିନ୍ତା କରିବେ । କାମକୁ ନୂଆ କରି ଆରମ୍ଭ କରିବେ । ବିବାଦରୁ ଦୂରେଇ ରହିଲେ ଆପଣଙ୍କ ପାଇଁ ଭଲ ରହିବ । ସମସ୍ତଙ୍କ ସହ ମଧୁର ଭାଷାରେ କଥା ହେବେ, ଯାହାଦ୍ୱାରା ଆପଣଙ୍କୁ ସମସ୍ତେ ପସନ୍ଦ କରିବେ । ଜୀବନସାଥୀଙ୍କ ସହ ବାହାରକୁ ଯାଇପାରନ୍ତି । ଅର୍ଥ ପ୍ରାପ୍ତି ହୋଇପାରେ । ଚିନ୍ତା କରିଥିବା କାମ ପୂରା ହୋଇଯିବ ।

କୁମ୍ଭ: ପିଲାଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଜରୁରୀ କାମ ଥିଲେ ପୂରା ହୋଇଯିବ । ଦାମ୍ପାତ୍ୟ ଜୀବନରେ ଖୁସି ମିଳିବ । ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରହିବ । ବ୍ୟବହାର ଖରାପ ଯୋଗୁ ଲୋକଙ୍କ ସହ ଆପଣଙ୍କର ଝଗଡା ହୋଇପାରେ । ଖେଳାଳିଙ୍କୁ କାର୍ଯ୍ୟରେ ସଫଳତା ମିଳିବ । ଏହି ରାଶିର ଲୋକେ କିଛି ଚୁକ୍ତି ସ୍ୱାକ୍ଷର କରିବେ ।

ମୀନ: ଛାତ୍ରଛାତ୍ରୀମାନଙ୍କୁ କୌଣସି ପ୍ରତିଯୋଗିତାରେ ଭାଗ ନେବା ପାଇଁ ମଉକା ମିଳିବ ।  ଆଜି ଆପଣ ବ୍ୟବସାୟ କିମ୍ବା ଅଫିସ୍‌ କାମରେ ଯାତ୍ରା କରିପାରନ୍ତି । ଯାହାର ଲାଭ ଆଗକୁ ଆସୁଥିବା ସମୟରେ ମିଳିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇବେ । ଯାହାଦ୍ୱାରା ପୂରା ଦିନ ଆପଣ ଖୁସି ରହିବେ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିବ ।  ଲଭ୍‌ମେଣ୍ଟ୍‌ଙ୍କ ସହ ବାହାରକୁ ଯାଇ ପାରନ୍ତି ।