Below header

ଦୈନିକ ଭାଗ୍ୟ ! ଜାଣନ୍ତୁ କେମିତି କଟିବ ଆଜିର ଦିନ

ମେଷ :

ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ବୃଷ :

ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ। ଉଧାର ଦେଇଥିବା ଅର୍ଥ ଫେରସ୍ତ ପାଇବେ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମିଥୁନ :

ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

କର୍କଟ :

ଆପଣଙ୍କ ଉତ୍ସାହିତ ମନୋଭାବ ସହଯୋଗୀଙ୍କୁ ପ୍ରଭାବିତ କରିବ। ସଙ୍ଗୀତ କଳା କ୍ଷେତ୍ରରେ ସିଦ୍ଧି ପ୍ରାପ୍ତ ହେବ। ବନ୍ଧୁଙ୍କ ସହ ସଂପର୍କ ମଧୁର ହେବ।

ସିଂହ :

କୌଣସି ଭଲ ଖବର ମିଳିବାର ସମ୍ଭାବନା। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ। ଶିକ୍ଷା କ୍ଷେତ୍ରରେ ଉନ୍ନତି ଲାଗି ନୂଆ ସୁଯୋଗ ମିଳିବ।

କନ୍ୟା :

ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ।

ତୁଳା :

ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବିଛା :

ଆଜି ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ ସମ୍ପର୍କ ଭଲ ରହି ନ ପାରେ। ଗୁରୁତ୍ୱପୂର୍ଣ୍ଣ ଥିବା କୌଣସି କାର୍ଯ୍ୟ ସକାଶେ ଆର୍ଥିକ ସ୍ଥିତି ଦୁଶ୍ଚିନ୍ତାର କାରଣ ହେବାର ସୂଚନା ରହିଛି। କଳା, କାରିଗରି, ପ୍ରଶାସନିକ କାର୍ଯ୍ୟ, ଆଇନ, ସଭାସମିତି ରେ ପ୍ରଶଂସିତ ହେବେ।

ଧନୁ :

ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ରହିବେ। ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ଆନନ୍ଦମୟ ହେବ।

ମକର :

ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ। ସ୍ଥଗିତ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମଭରା ରହିବ।

କୁମ୍ଭ :

ଆଜି ଦୈହିକ ସୁସ୍ଥତା ସାଙ୍ଗକୁ ମାନସିକ ଶାନ୍ତି ଆପଣଙ୍କ ଜୀବନଯାତ୍ରାକୁ ସରଳୀକୃତ କରିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଉପକୃତ ହେବେ। ଆର୍ଥିକ, ସାମାଜିକ ଓ ରାଜନୈତିକ ସ୍ଥିତି ମଧ୍ୟମ ପ୍ରକାର ରହିବ।

ମୀନ :

ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ବନ୍ଧୁଙ୍କ ସହିତ ଗପସପରେ ସମୟ ବିତିବ। ଖର୍ଚ୍ଚ କମ୍‌ କରିବାକୁ ଚେଷ୍ଟା କରନ୍ତୁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.