ରାଶିଫଳ

ରାଶିଫଳ : ସକାଳୁ ସକାଳୁ ଜାଣନ୍ତୁ ଦିନଟି କେମିତି କଟିବ

ମେଷ :

ଦୂର ଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ଲାଗି ଦିନଟି ଭଲ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ବାଇଗଣୀ।

ବୃଷ :

ଆଜି ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ। ସନ୍ତାନଠୁ ଖୁସି ପାଇବେ। ପୁରୁଣା ଶତ୍ରୁ, ପୁରୁଣା ବିବାଦ ଏବଂ ପୁରୁଣା କଥା ସାମ୍ନାକୁ ଆସିପାରେ। ଶୁଭ ସଂଖ୍ୟା ୧ ଏବଂ ଶୁଭ ରଙ୍ଗ ଧଳା।

ମିଥୁନ :

କାମ ଅଧୁରା ରହିପାରେ। ଜମିଜମା ବିବାଦରେ ଫସି ପାରନ୍ତି। ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ ହେବ। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଲାଲ୍।

କର୍କଟ :

ଧନପ୍ରାପ୍ତି ହେବ। ଦୀର୍ଘ ଦିନ ଧରି ଅଟକିଥିବା କାମରେ ଆଜି ସଫଳତା ମିଳିବ। ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ ରହିଛି। ଶୁଭ ସଂଖ୍ୟା ୮ ଏବଂ ଶୁଭ ରଙ୍ଗ ଗୋଲାପୀ।

ସିଂହ :

ଅର୍ଥାଗମ ହୋଇପାରେ। କର୍ମକ୍ଷେତ୍ରରେ ସଫଳତା ପାଇପାରନ୍ତି। କୌଶଳ ଅବଲମ୍ବନ କରି ଲକ୍ଷ୍ୟ ପୂରଣରେ ସମର୍ଥ ହୋଇପାରନ୍ତି। ଶୁଭ ସଂଖ୍ୟା ୬ ଏବଂ ଶୁଭ ରଙ୍ଗ ଧଳା।

କନ୍ୟା :

ଆଜିର ଦିନ ଅତ୍ୟନ୍ତ ଶୁଭ। ରାଜଯୋଗ ରହିଛି। କଡା କଥା କାହାକୁ କୁହନ୍ତୁ ନାହିଁ। ସାବଧାନତାର ସହ ରାସ୍ତା ପାର ହୁଅନ୍ତୁ। ଶୁଭ ସଂଖ୍ୟା ୯ ଏବଂ ଶୁଭ ରଙ୍ଗ ହଳଦିଆ।

ତୁଳା :

ପାଦରେ ଆଘାତ ଲାଗିପାରେ। ଅଧିକ ବେଗରେ ଗାଡି ଚଳାନ୍ତୁ ନାହିଁ। ପରିବାରରେ ଭଲରେ ସମୟ କଟିବ। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ଧଳା।

ବିଛା :

ସୂର୍ଯ୍ୟାସ୍ତ ପରେ ଜୀବନସାଥୀଙ୍କ ସହ ଝଗଡା ହୋଇପାରେ। ବ୍ୟବସାୟରେ ଲାଭବାନ୍ ହେବେ। ଜୀବନସାଥୀ ଖୁସିର କାରଣ ହେବେ। ଶୁଭ ସଂଖ୍ୟା ୪ ଏବଂ ଶୁଭ ରଙ୍ଗ ବାଇଗଣୀ।

ଧନୁ :

ଦୂର ଯାତ୍ରା କରୁଥିଲେ ସତର୍କ ରୁହନ୍ତୁ। ଶାରୀରିକ ଏବଂ ମାନସିକ କଷ୍ଟ ପାଇପାରନ୍ତି। ଗୁପ୍ତ ଧନ ପାଇପାରନ୍ତି। ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ସବୁଜ।

ମକର :

ପରିବାରର କେହି ଆଜି ବାହାରକୁ ଯାଇପାରନ୍ତି। ଚିନ୍ତା ଗ୍ରସ୍ତ ରହିବେ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ଶୁଭ ସଂଖ୍ୟା ୭ ଏବଂ ଶୁଭ ରଙ୍ଗ ଗୋଲାପୀ।

କୁମ୍ଭ :

ବହୁତ ଖର୍ଚ୍ଚାନ୍ତ ହୋଇପାରନ୍ତି। ଖର୍ଚ୍ଚ କରିସାରିବା ପରେ ଅନୁତାପ କରିପାରନ୍ତି। ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ହଳଦିଆ।

ମୀନ :

ଯଦି କର୍ମକ୍ଷେତ୍ରରେ କାହାକୁ ଠକିଥିବେ ଆଜି ଧରାପଡିଯିବ। ଜମିଜମା ଏବଂ ଗାଡିକୁ ନେଇ କିଛି କଷ୍ଟ ପାଇପାରନ୍ତି। ରଚନାତ୍ମକ କାମରେ ସୁନାମ ଅର୍ଜନ କରିବେ। ଶୁଭ ସଂଖ୍ୟା ୩ ଏବଂ ଶୁଭ ରଙ୍ଗ ହଳଦିଆ।

WCW 11

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକଙ୍କର ଆଜି ସମାଜରେ ମାନ ସମ୍ମାନ ବଢିବ

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଆୟ ହ୍ରାସ ଏବଂ ଖର୍ଚ୍ଚ ବୃଦ୍ଧି ହେବ । ପ୍ରଗତିର ସମ୍ଭାବନା…

7 hours ago

ଆସନ୍ତାକାଲି ମଙ୍ଗଳ ଆଳତୀ ପରେ ଖୋଲିବ ଶ୍ରୀମନ୍ଦିରର ଚାରି ଦ୍ୱାର

ଭୁବନେଶ୍ୱର (କେନ୍ୟୁଜ୍‌) : ମୋହନ ମାଝୀଙ୍କ ବିଜେପି ସରକାର ଆଜି ଶପଥ ନେବା ପରେ କ୍ୟାବିନେଟରେ ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ…

10 hours ago

ମା ଯଶୋଦା କଳା ପରିଷଦ ପକ୍ଷରୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ସଙ୍ଗୀତ ମାଧ୍ୟମରେ ଜଣାଇଲେ ଶୁଭେଚ୍ଛା

ଯାଜପୁର(କେନ୍ୟୁଜ୍‌): ନୂତନ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ସ୍ୱାଗତ ଓ ସମ୍ବର୍ଦ୍ଧନା। ଯାଜପୁର ଦଶରଥପୁର ବ୍ଲକ ଅନ୍ତର୍ଗତ ମଙ୍ଗଳପୁରର ଅଗ୍ରଣୀ…

10 hours ago

ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ମୋହନ ମାଝୀ ସରକାରଙ୍କ ପ୍ରଥମ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ପରେ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ…

10 hours ago

ଚିକିତ୍ସା ସୁବିଧା ପାଇଁ କିଏ ଭଲ ଏବେ ଆପଣ ହିଁ ବିଚାର କରନ୍ତୁ

ଦେହ ଅଛି ତ ରୋଗ ଅଛି । ସେଥିଲାଗି ତ କୁହାଯାଏ, ସ୍ୱାସ୍ଥ୍ୟ ହିଁ ସମ୍ପଦ । ପ୍ରତିଟି ଜୀବନ…

11 hours ago

ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି

ଭୁବନେଶ୍ୱର(କେନ୍ୟୁଜ୍‌): ସୁରମା ପାଢୀ ହୋଇପାରନ୍ତି ନୂଆ ବାଚସ୍ପତି । ବିଧାନସଭା ବାଚସ୍ପତି ଭାବେ ରଣପୁରର ବିଧାୟିକାଙ୍କ ନାଁକୁ ନେଇ ଚର୍ଚ୍ଚା…

11 hours ago