Below header

ଆଜିର ରାଶିଫଳ! ଏବେଠୁ ପଢ଼ନ୍ତୁ ଓ ସେହି ଅନୁସାରେ କାମ କରନ୍ତୁ

ମେଷ : ଆଜିର ଦିନ ଆମୋଦ-ପ୍ରମୋଦରେ ବିତିବ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଖୁସି ଅନୁଭବ କରିବେ। ମିତ୍ର ଏବଂ ପରିଜନମାନଙ୍କ ସହିତ ଯାତ୍ରା କିମ୍ବା ପର୍ଯ୍ୟଟନ ସ୍ଥଳକୁ ବୁଲିବାକୁଯାଇ ଆନନ୍ଦ ଉଠାଇ ପାରନ୍ତି।

ବୃଷ : ବ୍ୟବସାୟରେ ଆଜିର ଦିନ ଲାଭ ହେବ। କାର୍ଯ୍ୟାଳୟ ସହିତ କାମ କରୁଥିବା ଲୋକଙ୍କର ସହଯୋଗ ମିଳିବ। ପରିଜନମାନେ ଆପଣଙ୍କ ସହିତ ଆଜି ଆନନ୍ଦ ପୂର୍ବକ ସମୟ ବିତାଇବେ। ମାନସିକ ରୂପରେ ମଧ୍ୟ ଆପଣ ସଂପୂର୍ଣ୍ଣ ସୁସ୍ଥ ଅନୁଭବ କରିବେ।

ମିଥୁନ: ଆଜି ଧାର୍ମିକ ଯାତ୍ରା ହୋଇପାରେ। ଆପଣ ନିର୍ଦ୍ଧାରିତ କାର୍ଯ୍ୟଗୁଡ଼ିକୁ ଆଜି ସଂପନ୍ନ କରି ପାରିବେ। ଶାରୀରିକ ଏବଂ ମାନସିକ ସୁସ୍ଥତା ରହିବ, ଏହାଦ୍ୱାରା ଫୁର୍ତ୍ତି ଏବଂ ପ୍ରସନ୍ନତା ରହିବ। ପରିବାରରେ ମାଙ୍ଗଳିକ ପ୍ରସଙ୍ଗ ରହିବ।

କର୍କଟ : ଆଜିର ଦିନ ଲାଭଦାୟୀ ଅଟେ। ଭାଗ୍ୟ ବହୁତ ସାଥୀ ଦେବ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କ ପାଇଁ ଆଜି ଲାଭଦାୟୀ ଦିନ ଅଟେ। ମିତ୍ରମାନଙ୍କ ସହିତ ଭେଟ ହେବାରୁ ମନରେ ଆନନ୍ଦ ରହିବ। ତାଙ୍କ ସହିତ ଯାତ୍ରାର ଆୟୋଜନ ମଧ୍ୟ ହୋଇପାରେ। ସ୍ଵାସ୍ଥ୍ୟ ଦୃଷ୍ଟିରୁ କୌଣସି ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା କିମ୍ବା କୌଣସି ପ୍ରକାରର ଆଘାତ ଆଦି ଲାଗିପାରେ ।

ସିଂହ: ଆପଣଙ୍କୁ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ପାଇଁ ପରାମର୍ଶ। ମାନସିକ ରୂପରେ ଅଣନିଶ୍ୱାସୀ ହେବାର କାରଣରୁ କୌଣସି କାର୍ଯ୍ୟରେ ଆପଣଙ୍କ ମନ ନ ଲାଗିପାରେ। ସ୍ଵାସ୍ଥ୍ୟ ମଧ୍ୟ କିଛିମାତ୍ରାରେ ଭଲ-ଖରାପ ରହିବ।

କନ୍ୟା: ଆଜି ଆପଣଙ୍କ ଅଧୂରା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ତଥା କାର୍ଯ୍ୟରେ ସଫଳତା ଏବଂ ଯଶ ପ୍ରାପ୍ତି ହେବ। ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ଆପଣଙ୍କ ମନକୁ ପ୍ରସନ୍ନ ରଖିବ। ସ୍ଵାସ୍ଥ୍ୟ ଭଲ ରହିବ। ଆର୍ଥିକ ଲାଭ ହେବ।

ତୁଳା: ଆଜି ଆପଣଙ୍କ ପାଖରେ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ହେବେ। ଚାକିରି ଏବଂ ବ୍ୟବସାୟରେ ସ୍ଥିତି ଆପଣଙ୍କର ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ବୃଦ୍ଧ ତଥା ବରିଷ୍ଠ ନାଗରୀକମାନଙ୍କ ଏବଂ ଉଚ୍ଚ ପଦାଧିକାରିମାନଙ୍କର କୃପା ଦୃଷ୍ଟି ରହିବା କାରଣରୁ ଆପଣ ମାନସିକ ରୂପରେ କୌଣସି ପ୍ରକାରର ବୋଝ ମୁକ୍ତ ହେବେ।

ବିଛା : ଭାଇ-ଭଉଣୀ ଏବଂ ମିତ୍ରମାନଙ୍କ ସହିତ ସମ୍ବନ୍ଧ ଉତ୍ତମ ରହିବ। କାମ କାରଣରୁ ଆପଣଙ୍କୁ ଘରୁ ଦୂରକୁ ଯିବାକୁ ପଡ଼ିପାରେ। ଏପରି ସ୍ଥିତିରେ ନିଜକୁ ଶାନ୍ତ ରଖିବେ। ଆପଣଙ୍କ ବୈବାହିକ ଜୀବନ ମିଶ୍ରିତ ରହିବ। ଜୀବନ ସାଥି ସହିତ ଆପଣଙ୍କ ପ୍ରେମ ଏବଂ ରାଗ ଦେଖିବାକୁ ମିଳିବ। ଅବଶ୍ୟ ଜୀବନସାଥୀଙ୍କର ସ୍ୱଭାବରେ ଆପଣ ଏକ ବିଚିତ୍ର ଗମ୍ଭୀରତା ଅନୁଭବ କରିବେ।

ଧନୁ : ଆର୍ଥିକ ସ୍ଥିତି ଅଧିକ ମଜଭୁତ ରହିବ ଏବଂ ଲାଭ ପାଇଁ କରାଯାଇଥିବା ପ୍ରୟାସ ଭଲ ହୋଇପାରେ। ସେଥିପାଇଁ ଆପଣ ଯେଉଁ କ୍ଷେତ୍ରରେ କାର୍ଯ୍ୟରତ, ସେହି କ୍ଷେତ୍ରରେ ଆଗକୁ ବଢ଼ିବାକୁ ଚେଷ୍ଟା କରନ୍ତୁ। ଆପଣଙ୍କୁ ଭଲ ସଫଳତା ମିଳିବ। ଯାତ୍ରା କାରଣରୁ ଆପଣଙ୍କ ଖର୍ଚ୍ଚ ବଢ଼ିପାରେ।

ମକର : ଆଜି ଆପଣ ନିଜର କ୍ୟାରିୟରରେ ଏକ ନୂଆ ପଦକ୍ଷେପ ନେବେ। ଆର୍ଥିକ କ୍ଷେତ୍ରରେ ମଧ୍ୟ ସମୟ ଆପଣଙ୍କୁ ଅନେକ ସାଥି ଦେବ। ଧନ ଲାଭ ହେବାର ପ୍ରବଳ ଯୋଗ ରହୁଛି। ଧନ ଲାଭ ହେବାରୁ ଆର୍ଥିକ ସ୍ଥିତି ମଜଭୁତ ହେବ। ଅନାବଶ୍ୟକ ପରିବାରରେ କୌଣସି ଭାବରେ ବିବାଦ ଉତ୍ପନ୍ନ ହେବାର ସମ୍ଭାବନା ଅଛି।

କୁମ୍ଭ : ଆକସ୍ମିକ ଧନ ଲାଭର ଦିନ ଅଟେ। ଘରେ ଆନନ୍ଦର ବାତାବରଣ ରହିବ। କାର୍ଯ୍ୟରେ ସଫଳତା ପାଇବା ପାଇଁ ମହତ୍ତ୍ଵପୂର୍ଣ୍ଣ ନିର୍ଣ୍ଣୟ ନେବା ପାଇଁ ଆଜି ଉତ୍ତମ ଦିନ ଅଟେ। ଆପଣଙ୍କ ନିକଟରେ ବିଚାରରେ ଆଜି ସ୍ଥିରତା ରହିବ, ଯେଉଁଥିରେ କୌଣସି କାର୍ଯ୍ୟ ଭଲ ଭାବରେ କରି ପାରିବେ। କଳାକାମାନଙ୍କୁ ନିଜର କଲା ପ୍ରଦର୍ଶିତ କରିବାପାଇଁ ମୌକା ମିଳିବ ଏବଂ ତାଙ୍କର ସମ୍ମାନ ମଧ୍ୟ ହେବ।

ମୀନ : ଆଜି ଆପଣ ଧାର୍ମିକ କାର୍ଯ୍ୟ ଆଡ଼କୁ ଢଳିବେ। କୌଣସି ତୀର୍ଥ ସ୍ଥାନର ଦର୍ଶନ ହେବାର ସଂଯୋଗ ଅଛି। ବିଦେଶ ଗମନ ପାଇଁ ଅବସର ନିର୍ମିତ ହେବ। ଭାଇ-ବନ୍ଧୁମାନଙ୍କର ଲାଭ ହେବ। ଅଫିସ୍ ରେ ଉଚ୍ଚ ପଦାଧିକାରିମାନଙ୍କଠାରୁ ସମ୍ଭାଳିକରି ରୁହନ୍ତୁ। ଇଶ୍ଵର ଭକ୍ତି ଏବଂ ଗଭୀର ଚିନ୍ତନ ଶକ୍ତି ମନକୁ ଶାନ୍ତି ଦେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.