ରାଶିଫଳ

ଆଜିର ରାଶିଫଳ, ଆଜିର କ’ଣ କହୁଛି ଆପଣଙ୍କ ଭାଗ୍ୟ

ମେଷ: ଉଦ୍ୟମରେ ସଫଳତା ପାଇବେ। ବିଭିନ୍ନ ଦିଗରୁ ଅର୍ଥ ଆସିବ। ନିଜର ଚେଷ୍ଟା, ପ୍ରଚେଷ୍ଟା ଯୋଗୁ ମର୍ଯ୍ୟାଦାର ସହ ପ୍ରତିଷ୍ଠା ଲାଭ କରିବେ। ଆଶା ବାସ୍ତବତାରେ ପରିଣତ ହେବ। ନିର୍ବାଚନରେ ବିଜୟ ଲାଭ କରିବେ। ଦେହ, ମନ ସୁସ୍ଥ ରହିବ।

ବୃଷ: ଦେହ ମନ ସୁସ୍ଥ ରହିବ। ବେପାରୀଙ୍କ ଲାଗି ଦିନଟି ଭଲ। ନୂଆ ଯୋଜନା ପ୍ରସ୍ତୁତ କରିବେ। ଅଫିସରେ ନିଜର କାମ ସୁରୁଖୁରୁରେ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ଆପଣଙ୍କ ପ୍ରୟାସ ଲାଭଦାୟକ ପ୍ରମାଣିତ ହେବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ମିଥୁନ: ଯାହା କହିବେ ତାହା କରିବେ ନାହିଁ, ଯାହା କରିବେ ତାହା କହିବେ ନାହିଁ। ଶନି ଓ ବୃହସ୍ପତି ବକ୍ରିରେ ଥିବାରୁ ନିଶ୍ଚିତ ଭାବେ ବିଳମ୍ବରେ ହେଲେ ମଧ୍ୟ ଲିଖିତ ପରୀକ୍ଷା, ମୌଖିକ ପରୀକ୍ଷା ଓ ଅନ୍ୟ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କର୍କଟ: ପୂର୍ବରୁ ନଷ୍ଟ ହୋଇଥିବା ମାନ, ସମ୍ମାନ, ପ୍ରତିଷ୍ଠା, ସୁଖ ନିଦ୍ରା ଆଦି ପୁଣି ଫେରିବ। ନିଜର ଚେଷ୍ଟା, ପ୍ରଚେଷ୍ଟା ଯୋଗୁ ମର୍ଯ୍ୟାଦାର ସହ ପ୍ରତିଷ୍ଠା ଲାଭ କରିବେ। ଦେହ, ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ପରିବାରରେ ସବୁ କାର୍ଯ୍ୟ ସୁଚାରୁରୂପେ କରିବେ। ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ।

ସିଂହ: କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ସନ୍ଧ୍ୟାରେ ପ୍ରିୟ ବନ୍ଧୁଙ୍କ ସହିତ ହସଖୁସିର ସମୟ କଟିବ। ଆର୍ଥିକ ସ୍ଥିତି ଭଲ ରହିବ। କଳା, ସାହିତ୍ୟ, ସାମ୍ବାଦିକତା ଓ ଖେଳକୁଦରେ ପ୍ରଶଂସା ପାଇବେ।

କନ୍ୟା: ଆପଣଙ୍କ ଜୀବନରେ ଖୁସିର ବର୍ଷା ହେବ। ଆପଣଙ୍କୁ ଶୀଘ୍ର ନୂଆ ଦାୟିତ୍ବ ମିଳିପାରେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ। ପ୍ରେମରେ ସଫଳତା ପାଇବେ। ଦୂର ଦୃଷ୍ଟି ସମ୍ପନ୍ନ ହେବେ। ପ୍ରତ୍ୟେକ କ୍ଷେତ୍ରରେ ପରୀକ୍ଷା ନିରୀକ୍ଷା କରି ମତ ପୋଷଣ କରିବେ। ଆଶା ବାସ୍ତବିକ ରୂପ ନେବ। ଦେହ, ମନ ସୁସ୍ଥ ରହିବ।

ତୁଳା: ଦୁଃସାହସିକ ପଦକ୍ଷେପ ନେବେ। ଖେଳକୁଦରେ ନିଜକୁ ନିୟୋଜିତ କରିବେ। ଏପରିକି ଅଗ୍ରଣୀ ଭୂମିକା ଗ୍ରହଣ କରି ସମସ୍ତ ଦୃଷ୍ଟି ଆକର୍ଷଣ କରିବେ। ଆଶା ବାସ୍ତବିକ ରୂପ ନେବ। ବେକାରମାନେ ସବୁ ପରୀକ୍ଷାରେ ଦକ୍ଷତା ପ୍ରତିପାଦନ କରି କର୍ମ କ୍ଷେତ୍ରରେ ଅବସ୍ଥାନ ହେବେ।

ବିଛା: ଦୁଃସାହସିକ ପଦକ୍ଷେପ ନେବେ। ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ବିଜୟୀ ହେବେ। ଆଶା ବାସ୍ତବତାରେ ପରିଣତ ହେବ। ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। ନିଜ କାର୍ଯ୍ୟଦକ୍ଷତା ବଳରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ସମ୍ପାଦନା କରିବେ। ଉପରିସ୍ଥ କର୍ମଚାରୀଙ୍କ ସହଯୋଗରେ ପଦୋନ୍ନତି ମିଳିବ। ଦେହ ଓ ମନ ସୁସ୍ଥ ରହିବ।

ଧନୁ: ଏହି ବ୍ୟକ୍ତି ବିଶେଷ ଅତି ଚତୁରତାର ସହ ପରିବାରରେ ଶାନ୍ତି ରକ୍ଷା କରିବା ପାଇଁ ସହାୟକ ହେବେ। ଉତ୍ତରାଧିକାରୀ ପରିବାର ଲୋକଙ୍କୁ ମାର୍ଗଦର୍ଶନ ଦେବେ। ରାଜନୀତି କ୍ଷେତ୍ରରେ ଦକ୍ଷତା ପ୍ରତିପାଦନ କରିବେ। ଦେହ ମନ ସୁସ୍ଥ ରହିବ।

ମକର: ଆପଣଙ୍କ ଆତ୍ମବିଶ୍ବାସର ସ୍ତର ଭଲ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ଶତ୍ରୁ ନିଜର ଦୁଷ୍କର୍ମର ଫଳ ପାଇବେ। ନିଜ ଘରକୁ ଆଜି ଆଧୁନିକୀକରଣ କରିବେ। ସମସ୍ତଙ୍କୁ ସହଯୋଗ କରିବେ। ପରିବାରରେ ଶାନ୍ତି ପାଇଁ ମାର୍ଗ ଦର୍ଶକ ହେବେ। ଦେହ ମନ ସୁସ୍ଥ ରହିବ।

କୁମ୍ଭ: ପୂର୍ବ କାର୍ଯ୍ୟକଳାପ ପାଇଁ ଅନୁତାପ କରିବେ। ସ୍ଥିତି ସୁଦୃଢ଼ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନସିକ ବଳ ସୁଦୃଢ଼ ଥିବାରୁ ବ୍ୟବସାୟକୁ ସମ୍ପ୍ରସାରଣ କରିବେ।

ମୀନ: ତୁଳନାତ୍ମକ ନିଷ୍ପତ୍ତି ନେବେ। ଆଶା ବାସ୍ତବତାରେ ପରିଣତ ହେବ। କୌଣସି ଅନୁଭୂତିଶୀଳ ବ୍ୟକ୍ତିଙ୍କ ପରାମର୍ଶକ୍ରମେ ସ୍ଥାୟୀ ଉପାର୍ଜନର ପନ୍ଥା ପାଇବେ। ଅର୍ଥ ଲଗାଣକାରୀ ସଂସ୍ଥାରେ ଅର୍ଥ ବିନିଯୋଗ କରିବେ। ପୁରୁଣା ଗାଡ଼ି ବିକି ନୂଆ କିଣିବେ। ଭଲ ସମ୍ପତ୍ତି କ୍ରୟ କରିବେ।

WCW 11

Recent Posts

ଆଜି ଶେଷ ରଜ: ପିଠା, ମିଠାରେ ବାସୁଛି ପ୍ରତିଟି ଘର

କେନ୍ୟୁଜ: ଗାଁ ଦାଣ୍ଡରେ ରଜର ମହମହ ବାସ୍ନା । ଆଜି ଶେଷ ରଜ । ୩ ଦିନିଆ ରଜ ଉତ୍ସବର…

5 mins ago

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

7 hours ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

9 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

10 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

11 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

12 hours ago