ରାଶିଫଳ

ପଢ଼ନ୍ତୁ, ଆଜିର ରାଶିଫଳ

ମେଷ : ନିଜ ଉପରେ ବିଶ୍ବାସ ରଖନ୍ତୁ। ଆଇନ ମାମଲା ଆପଣଙ୍କ ପକ୍ଷରେ ହେବ। ରାଜନୀତିରେ ବଡ଼ ଦାୟିତ୍ବ ମିଳିପାରେ। ଦାମ୍ପତ୍ୟ ଜୀବନରେ ସହଯୋଗ ବଢ଼ିବ।

ବୃଷ : ଇଷ୍ଟଦେବଙ୍କ ଆରାଧନା କରନ୍ତୁ, ଲାଭ ହେବ। ଲୋକମାନଙ୍କୁ ନିଜ ଯୋଜନାରେ ସହମତ କରାଇନେବେ। ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ।

ମିଥୁନ : ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ପରିବାରରେ ବଡ଼ଙ୍କ ଠାରୁ ସହଯୋଗ ପାଇବେ। ଆଜି ଯାହା ବି କାମ କରିବେ, ସଫଳତା ପାଇବେ। ବାଣିଜ୍ୟ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

କର୍କଟ : ନୂତନ ସ୍ଥାନରେ ବ୍ୟବସାୟ ପାଇଁ ସୁଯୋଗ ମିଳିବ। ଶିକ୍ଷା ଓ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ପାଇବେ। ଘରେ ସୁଖ-ସମୃଦ୍ଧି ବୃଦ୍ଧି ହେବ। ସ୍ବାସ୍ଥ୍ୟରେ ସୁଧାର ହେବ।

ସି˚ହ : ବନ୍ଧୁ ଓ ଜୀବନସାଥୀ ଉଭୟଙ୍କ ସହଯୋଗ ପାଇବେ। ପ୍ରତିକୂଳ ପରିସ୍ଥିତିରେ ମୁକାବିଲା କରିବାର ସକ୍ଷମ ହେବେ। ଆର୍ଥିକ ଲାଭର ଯୋଗ ରହିଛି।

କନ୍ୟା : ବ୍ୟବସାୟ ବୃଦ୍ଧି ଲାଗି ମନର ବିଚାର ସଫଳ ରୂପ ନେବ। ଇ˚ଜିନିୟରଙ୍କୁ ଭଲ ଚାକିରି ସୁଯୋଗ ମିଳିପାରେ। ଠକାମୀର ଶିକାର ହୋଇପାରନ୍ତି।

ତୁଳା : ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ଚାକିରିଜୀବୀଙ୍କୁ ବିଶେଷ ସଫଳତା ହାସଲ ହେବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ।

ବିଛା : ଆପଣଙ୍କ କାମ ସମୟ ପୂର୍ବରୁ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଖୋଲିବ। ସପରିବାର ମନ୍ଦିର ଯାଇ ଠାକୁର ଦର୍ଶନ କରିବେ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମକର: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

WCW 11

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

12 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

19 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

35 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

41 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

54 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago