Below header

ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶି ପାଇଁ ଦିନଟି ଭଲ ରହିବ

 ଦିନଟି ଭଲରେ କଟିବ । ବଡ ଲୋକଙ୍କ ଠାରୁ ସାହାଯ୍ୟ ମିଳିବ । କୌଣସି କାର୍ଯ୍ୟରେ ସଫଳତା ମିଳିବ । ଘର ସଜାଇବାରେ ଧ୍ୟାନ ଦେବେ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସମ୍ପୂର୍ଣ୍ଣ ରୁଚି ଦେବେ । ସେୟାର ମାର୍କେଟରେ କାମ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ । ପାଠପଢାକୁ ନେଇ କିଛି ପଦକ୍ଷେପ ନେବେ । ବାପାଙ୍କ ସହ ଝଗଡା ହୋଇପାରେ ।

ମେଷ: ଆଜି ଆପଣଙ୍କୁ କୌଣସି ପ୍ରକାର ବିବାଦରୁ ଦୂରେଇ ରହିବାକୁ ପଡିବ । ପ୍ରତିଯୋଗିତାରେ ଭଲ ଫଳ ମିଳିବ । କିଛି କାମକୁ ପୂରା କରିବା ପାଇଁ ଚେଷ୍ଟା କରିବେ । କୌଣସି ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଠିକ୍‌ ହେବ । ବିଚାର କରି କାମ କରିବେ, ନଚେତ ସମସ୍ୟା ହୋଇପାରେ । ମା ’ଙ୍କ ସହ ଠିକ୍‌ ଭାବେ କଥାବାର୍ତ୍ତା କରିବେ, ନହେଲେ ଝଗଡା ହେବାର ସମ୍ଭାବନା ରହିଛି ।

ବୃଷ: ଆର୍ଥିକ ସ୍ଥିତି ଠିକ୍‌ ରହିବ । ବେପାରିଙ୍କ ପାଇଁ ଦିନଟି ଭଲ । ବିଚାର କରି କୌଣସି ନିଷ୍ପତ୍ତି ନେବେ, ନଚେତ୍‌ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କିଛି କାମ ଯୋଗୁ ଉଚ୍ଚ ଅଧିକାରୀଙ୍କ ମନ ଜିତିବେ । ଆପଣଙ୍କୁ କୌଣସି କାର୍ଯ୍ୟରେ ସୁବିଧା ସୁଯୋଗ ମିଳିବ ।

ମିଥୁନ: ଆପଣଙ୍କୁ କୌଣସି ନୂତନ ପଦବୀ ମିଳିବ । ନୂଆ ସାଙ୍ଗ ଗଢିବେ । ନିଜ ଚିନ୍ତାଧାରାରେ ଏକ ନୂଆ ମୋଡ ଆଣିବେ । କୌଣସି ଶୁଭ କାମରେ ଯୋଗ ଦେବେ । ଭାବିଚିନ୍ତି କାମ କରିବା ଯୋଗୁ ଆପଣଙ୍କୁ ଲାଭ ମିଳିବ । ଦିନଟି ଠିକ୍‌ ଠାକ ରହିବ । ବ୍ୟବସାୟର କିଛି ନୂଆ ଉପାୟ ଭାବିବେ । ଅର୍ଥ ପାଇଁ ଅଳ୍ପ ଚିନ୍ତିତ ରହିବେ ।

କର୍କଟ: ପରିବାରର ସାହାଯ୍ୟ ମିଳିବ । ନିଜର ବ୍ୟବହାର ଠିକ୍‌ ରଖିବେ ଏବଂ କଥାବାର୍ତ୍ତାରେ ସଂଯମତା ରଖିବେ, ନଚେତ ସମସ୍ୟା ହୋଇପାରେ । ଯେକୌଣସି କାମ କରିବେ ତାହା ଭଲ ହେବ । ଦାୟିତ୍ୱ ପୂରଣ କରିବେ । ଆପଣଙ୍କୁ ଆଶା ଠାରୁ ଅଧିକ ଧନ ମିଳିବ, ଯାହାଦ୍ୱାରା ଖୁସି ରହିବେ । ପରିବାରର କୌଣସି ବ୍ୟକ୍ତିଙ୍କୁ ନିଜ ମନ କଥା କହିବା ପାଇଁ ସୁଯୋଗ ମିଳିବ ।

ସିଂହ: ଦିନଟି ଭଲରେ କଟିବ । ବଡ ଲୋକଙ୍କ ଠାରୁ ସାହାଯ୍ୟ ମିଳିବ । କୌଣସି କାର୍ଯ୍ୟରେ ସଫଳତା ମିଳିବ । ଘର ସଜାଇବାରେ ଧ୍ୟାନ ଦେବେ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସମ୍ପୂର୍ଣ୍ଣ ରୁଚି ଦେବେ । ସେୟାର ମାର୍କେଟରେ କାମ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ । ପାଠପଢାକୁ ନେଇ କିଛି ପଦକ୍ଷେପ ନେବେ । ବାପାଙ୍କ ସହ ଝଗଡା ହୋଇପାରେ ।

କନ୍ୟା: କୌଣସି ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିପାରେ । ଭାଇ ଓ ଭଉଣୀଙ୍କ ସହ ସମ୍ପର୍କ ଠିକ୍‌ କରିବେ । ସାହସିକତା ସହ କାମ କରିବେ । କାମ ଭଲ ଭାବେ କରିବେ ଏବଂ ସାଙ୍ଗସାଥିଙ୍କ ସମର୍ଥନ ମିଳିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ସୁବିଧା ମିଳିବ । କୌଣସି କାର୍ଯ୍ୟକୁ ନିର୍ଭୟ ଭାବେ ପୂରା କରିବେ । ଛାତ୍ରଛାତ୍ରୀ ପାଠପଢାକୁ ନେଇ ଗୁରୁଜନଙ୍କ ସହ କଥା ହେବେ ।

ତୁଳା: ଭାବିଚିନ୍ତି କୌଣସି କାର୍ଯ୍ୟରେ ଆଜି ଆଗକୁ ବଢିବେ । ଘରକୁ ଅତିଥି ଆସିପାରନ୍ତି । ବରିଷ୍ଠ ଲୋକଙ୍କ ସହ ମିଳିମିଶି କାମରେ ଆଗକୁ ବଢିବେ । କୌଣସି ଲୋକଙ୍କ ଉପଦେଶରେ ଦାୟିତ୍ୱର ସହ କାମ ପୂରା କରିବେ । କିଛି ସମୟ ଆନନ୍ଦ ରହିବେ । ଆପଣଙ୍କ ପଦବୀ ଓ ପ୍ରତିଷ୍ଠା ବଢିବା କାରଣରୁ ବହୁତ ଖୁସି ରହିବେ । ରାଜନୀତିରେ କିଛି ବଡ ପଦବୀ ମିଳିପାରେ ।

ବିଛା: ଆପଣଙ୍କୁ କୌଣସି ନୂତନ ପଦବୀ ମିଳିବ । ନୂଆ ସାଙ୍ଗ ଗଢିବେ । ନିଜ ଚିନ୍ତାଧାରାରେ ଏକ ନୂଆ ମୋଡ ଆଣିବେ । କୌଣସି ଶୁଭ କାମରେ ଯୋଗ ଦେବେ । ଭାବିଚିନ୍ତି କାମ କରିବା ଯୋଗୁ ଆପଣଙ୍କୁ ଲାଭ ମିଳିବ । ଦିନଟି ଠିକ୍‌ ଠାକ ରହିବ । ବ୍ୟବସାୟର କିଛି ନୂଆ ଉପାୟ ଭାବିବେ । ଅର୍ଥ ପାଇଁ ଅଳ୍ପ ଚିନ୍ତିତ ରହିବେ ।

ଧନୁ: ପରିବାରରେ ସୁଖ ସୁବିଧା ମିଳିବ । କୌଣସି କାର୍ଯ୍ୟକୁ ନିର୍ଭୟ ଭାବେ ପୂରା କରିବେ । ଛାତ୍ରଛାତ୍ରୀ ପାଠପଢାକୁ ନେଇ ଗୁରୁଜନଙ୍କ ସହ କଥା ହେବେ । ସାଙ୍ଗ ସହ କିଛି ସମୟ କାଟିବେ । ଆର୍ଥିକ ସ୍ଥିତି ଠିକ୍‌ ରହିବ । ବେପାରିଙ୍କ ପାଇଁ ଦିନଟି ଭଲ । ଆପଣଙ୍କ ଦିନଟି ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ ।

ମକର: ଆଜି ଆପଣଙ୍କୁ ଦେବାନେବା କାମରେ ସାବଧାନ ରହିବାକୁ ପଡିବ । ଦାନଧର୍ମରେ ଅଧିକ ରୁଚି ରହିବ । ଶୁଭ ଖବର ମିଳିବ । ଦିନଟି ଆପଣଙ୍କ ଆବଶ୍ୟକତା ପୂର୍ଣ୍ଣ ରହିବ, ଯାହାଦ୍ୱାରା ଆପଣ ଆଗକୁ ବଢିବେ ।  ଆପଣ ଆଜି ସତ୍ୟ ପଥରେ ଚାଲିବେ । ଦେବାନେବା ମାମଲାରେ ସାବଧାନ ରୁହନ୍ତୁ ।

କୁମ୍ଭ: ଧାର୍ମିକ କାର୍ଯ୍ୟରେ ଆସ୍ଥା ବଢିବ । ବ୍ୟବସାୟିକ ଯୋଜନା ଉପରେ ସମ୍ପୂର୍ଣ୍ଣ ଧ୍ୟାନ ଦେବାକୁ ପଡିବ । ସମସ୍ତଙ୍କ ସହ ମିଳିମିଶି କାର୍ଯ୍ୟ କରିବେ । ମା’ଙ୍କ ସ୍ୱାସ୍ଥ୍ୟ ବିଗିଡିପାରେ, ସେଥିପାଇଁ ସାବଧାନ ରହିବାକୁ ପଡିବ । ଦିନଟି ଆପଣଙ୍କ ଭାଗ୍ୟ ଦୃଷ୍ଟିକୋଣରୁ ଉତ୍ତମ ରହିବ । ପୂର୍ବ ଅପେକ୍ଷା ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । କିଛି ନୂଆ ଲୋକଙ୍କ ସହ ଜଡିତ ହେବେ ।

ମୀନ: ପିଲାମାନଙ୍କ କଥାରେ ଖୁସି ରହିବେ ଏବଂ କିଛି କାମରେ ସଫଳ ହେବେ । ନୃତ୍ୟ କରୁଥିବା ଲୋକଙ୍କୁ ଭଲ ଫଳ ମିଳିବ । ବ୍ୟବସାୟ ଆଗକୁ ବଢାଇବେ ଏବଂ ଆର୍ଥିକ ସ୍ଥିତି ସୁଦୃଢ ରହିବ । ଭାବିଚନ୍ତି କାମ କରିବା ଆପଣଙ୍କ ପାଇଁ ଠିକ୍‌ ହେବ । ଖର୍ଚ୍ଚ କମ୍‌ କରିବାକୁ ପଡିବ, ନଚେତ୍‌ ସମସ୍ୟା ହୋଇପାରେ । ସମସ୍ତଙ୍କୁ ସାଙ୍ଗରେ ନେଇ ଚାଲିବେ । ପରିବାର ଲୋକଙ୍କ ପୂର୍ଣ୍ଣ ସମର୍ଥନ ମିଳିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.