ଆଜିର ରାଶିଫଳ ! ପଢ଼ନ୍ତୁ, ମେଷଠାରୁ ମୀନ ଯାଏଁ କାହାର କେମିତି କଟିବ ଦିନ

ମେଷ : ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ନିର୍ଵିଘ୍ନରେ ସମ୍ପୂର୍ଣ୍ଣ ହେବ, ଯେଉଁଥିରେ ଆପଣ ଖୁସି ରହିବେ। ଚାକିରି-ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଅନୁକୂଳ ରହିବ ଏବଂ କାର୍ଯ୍ୟରେ ସଫଳତା ମିଳିବ। ଗୃହସ୍ଥ ଜୀବନରେ ଆନନ୍ଦ ରହିବ। ଧନ ପ୍ରାପ୍ତି ଏବଂ ପଦୋନ୍ନତିର ଯୋଗଅଛି। ଆଜିର ଦିନ ଶୁଭଫଳଦାୟୀ ରହିବ।

ବୃଷ : ଆଜି ବିନା ଭାବି ବିଚାରି କୌଣସି କାର୍ଯ୍ୟ କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ସେତେବେଳେ ଆପଣଙ୍କୁ ମିଳିବ ଯେତେବେଳେ, ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ପାରିବେ। ଭାଇବନ୍ଧୁ ଏବଂ ପଡ଼ୋଶୀମାନଙ୍କ ସହିତ ଖୂବ ଭଲ ସମ୍ବନ୍ଧ ରହିବ। ଆର୍ଥିକ ଲାଭ ମଧ୍ୟ ହେବ।

ମିଥୁନ : ଦିନର ଆରମ୍ଭ ଚିନ୍ତା ଏବଂ ଉଦ୍ଵେଗ ସହିତ ହେବ। ସ୍ଵାସ୍ଥ୍ୟକୁ ନେଇ କରି ମଧ୍ୟ ଅସୁବିଧା ହୋଇପାରେ। ଆକସ୍ମିକ ଧନ ଖର୍ଚ୍ଚ ହୋଇପାରେ। ପ୍ରେମ ପ୍ରସଂଗରେ ମନମାଳିନ୍ୟ ହୋଇପାରେ। ଯାତ୍ରାରେ ଅସୁବିଧା ଆସିପାରେ। ପ୍ରଣୟ-ପ୍ରସଂଗ ପାଇଁ ଆଜିର ଦିନ ଅନୁକୂଳ ଅଟେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ।

କର୍କଟ : ଆଜିର ଦିନ କିଛି ଅସୁବିଧାରେ ଭରା ହୋଇପାରେ। ଅନେକ କଥାକୁ ନେଇକରି ଆପଣଙ୍କୁ ଚିନ୍ତା ହୋଇପାରେ। ଆପଣ ଶାରୀରିକ ତଥା ମାନସିକ ରୂପରେ ଅସୁସ୍ଥତା ଅନୁଭବ କରିବେ। ପରିବାରର ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହୋଇପାରେ।

ସିଂହ : ଆଜି ଆପଣଙ୍କ ଦିନ ଆମୋଦ-ପ୍ରମୋଦରେ କଟିବ। ବିପରୀତ ଲିଙ୍ଗର ପାତ୍ର ଆପଣଙ୍କ ଜୀବନରେ ଆସିବେ। ନୂଆ ବସ୍ତ୍ର କ୍ରୟ କରିବେ। ମାନ-ସମ୍ମାନ ମିଳିବ। ଅଚାନକ ଧନ ଲାଭ ହୋଇପାରେ। ଭାଗ୍ୟ ଆପଣଙ୍କ ଭରପୂର ସାଥି ଦେବ। ସ୍ଵାସ୍ଥ୍ୟ ଭଲ ରହିବ। ଆପଣଙ୍କପାଇଁ ସମୟ ଶୁଭ ଅଟେ।

କନ୍ୟା : ଆଜି ଆପଣଙ୍କୁ ଯଶ-କୀର୍ତ୍ତି ଏବଂ ମାନ-ସମ୍ମାନ ପ୍ରାପ୍ତ ହେବାର ଯୋଗ ଅଛି। ମନୋରଞ୍ଜନ କ୍ଷେତ୍ରରେ ଆପଣଙ୍କ ଦିନ ଆନନ୍ଦପୂର୍ଣ୍ଣ ରହିବ। ବ୍ୟାପାରିମାନଙ୍କୁ ଧନ ମିଳିବାର ସମ୍ଭାବନା ଅଛି। ମଧ୍ୟାହ୍ନ ପରେ ସ୍ଵାସ୍ଥ୍ୟ ନରମ-ଗରମ ହୋଇପାରେ। ଆକସ୍ମିକ ଲାଭ ହେବାର ସମ୍ଭାବନା ଅଛି।

ତୁଳା : ନକାରାତ୍ମକ ଚିନ୍ତାଧାରାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ସମ୍ପର୍କ ଦୃଢ଼ ହେବ। ଆର୍ଥିକ କ୍ଷେତ୍ରରେ ପରିବାରବର୍ଗଙ୍କ ସହାୟତା ପାଇବେ। ଅଧିକ ଖର୍ଚ୍ଚ ଚିନ୍ତାର କାରଣ ହୋଇପାରେ। ନିଜର ଦୁର୍ବଳତା ପ୍ରକାଶ କରନ୍ତୁ ନାହିଁ। ଜୀବନସାଥୀଙ୍କ ସହ ତିକ୍ତତା ଦେଖାଯାଇପାରେ।

ବିଛା : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ଧନୁ : ଆଜି ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। ସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ପରିଲକ୍ଷିତ ହେବାରୁ ମନୋବଳ ବୃଦ୍ଧି ପାଇବ। କେତେକ କ୍ଷେତ୍ରରେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରି କ୍ଷୁବ୍ଧ ହୋଇପାରନ୍ତି।

ମକର : ପୁରୁଣା ସମସ୍ୟା ସମାଧାନ ହେବ। ବ୍ୟବସାୟରେ ଲାଭ ହେବ। କର୍ମକ୍ଷେତ୍ରରେ ଦୀର୍ଘ ଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ। ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା, ମାଲି ମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।

କୁମ୍ଭ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

ମୀନ : ଆପଣ ସୁସ୍ଥ ରହିବେ । ଆପଣଙ୍କ ବଦଳୁଥିବା ମିଜାଜ ଯୋଗୁଁ ଘରର ଶାନ୍ତିଭଙ୍ଗ କରନ୍ତୁ ନାହିଁ । ମୋଟାମୋଟି ଭାବରେ ସବୁକିଛି ଆଜି ଭଲ ହେବ । ତେଣୁ ନିଜ ମିଜାଜ ଉପରେ ନିୟନ୍ତ୍ରଣ ରଖନ୍ତୁ ଏବଂ ଟାଣ କଥା କହିବା ପୂର୍ବରୁ ଥରେ ଭାବନ୍ତୁ । ଖୁବ କମ୍ ଦେଖା ହେଉଥିବା ବନ୍ଧୁଙ୍କ ସହ ଭେଟି ଦିନର ସଦୁପଯୋଗ କରନ୍ତୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.