ରାଶିଫଳ

ଜାଣନ୍ତୁ, ଆଜି ଆପଣଙ୍କ ରାଶିରେ କ’ଣ ଅଛି !

ମେଷ : ଶାରୀରିକ, ମାନସିକ ଏବଂ ଆର୍ଥିକ ସ୍ଥିତି ଅତ୍ୟନ୍ତ ସୁଦୃଢ ରହିବ। ଯାନବାହନ କ୍ଷେତ୍ରରେ ଉତ୍ତରୋତ୍ତର ଉନ୍ନତି ହେବ। ଆଜିର ଦିନଟି ପ୍ରତ୍ୟେକ ଦୃଷ୍ଟିକୋଣରୁ ଭଲ ରହିବ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ ସମ୍ପାଦନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ।

ବୃଷ : ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ। କମ୍‌ ପରିଶ୍ରମ କରିବେ। ଆଶା ବାସ୍ତବତାରେ ପରିଣତ ହେବ। ବିଦେଶ ଯାତ୍ରା କରିପାରନ୍ତି। ଅଧିକ ଉପାର୍ଜନକ୍ଷମ ହେବେ। ଭୂସମ୍ପତ୍ତି କ୍ରୟ କରିବେ। ଋଣ ପରିଶୋଧ କରିବେ। ପଦୋନ୍ନତି ହେବ। ଶାରୀରିକ ସୁସ୍ଥତା ଅନୁଭବ କରିବେ।

ମିଥୁନ : ଜନପ୍ରିୟତା ବଢ଼ାଇବା ପାଇଁ କିଛି ବି କରିବେ। ବହୁତ ଦିନ ଖରାପ ରହିଛି। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

କର୍କଟ : ଆଜିର ଦିନ ଆପଣଙ୍କ ପାଇଁ ଭଲ ରହିବ। ବହୁତ ଦିନର ଅଧା କାର୍ଯ୍ୟ ଶେଷ ହେବ। କାର୍ଯ୍ୟ ହାସଲ କରିବା କ୍ଷେତ୍ରରେ ସଫଳ ହେବେ। ଆର୍ଥିକ ମେରୁଦଣ୍ଡ ସୁଦୃଢ ହେବ। ଦେହ ମନ ସୁସ୍ଥ ରହିବ। ଋଣ ପରିଶୋଧ କରିବେ। ଅର୍ଥର ଝଡ ବୋହିବ। ନୂତନ କାମକୁ କାର୍ଯ୍ୟକାରୀ କରିବେ। ନିଜ ଶକ୍ତିକୁ ଠିକ ରୂପେ ବ୍ୟବହାର କରିବେ।

ସିଂହ : ଦୁଃସାହସିକ ପଦକ୍ଷେପ ନେବେ। ଭୂସମ୍ପତ୍ତି କ୍ରୟ କରିବେ। ବିଭିନ୍ନ ଦିଗରୁ ଅର୍ଥର ଝଡ଼ ବୋହିବ। ଶୃଙ୍ଖଳତା ପ୍ରତିପାଦନ କରିବେ। ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁପ୍ତ ବୈଠକ କରିବେ। ବିବାହ ପାଇଁ ନିର୍ବନ୍ଧ ତାରିଖ ଧାର୍ଯ୍ୟ ହେବ। କୌଣସି ଭଲ ଖବର ମିଳିବାର ସମ୍ଭାବନା ରହିଛି। ଜରୁରୀ ମକଦ୍ଦମା ଆପଣଙ୍କ ପକ୍ଷରେ ହୋଇପାରେ।

କନ୍ୟା : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି।

ତୁଳା : ତୁଳନାତ୍ମକ ନିଷ୍ପତ୍ତି ନେବେ। ଆଶା ବାସ୍ତବତାରେ ପରିଣତ ହେବ। ଖେଳକୁଦରେ ମୁଖ୍ୟ ଭାବେ ଅଂଶ ଗ୍ରହଣ କରିବେ। ରୋଗମୁକ୍ତ ହେବେ। ଆଜି ଅର୍ଥ, ସମ୍ମାନ ଓ ବିଳାସବ୍ୟସନ ଦିଗ ପାଇଁ ବହୁତ ଭଲ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି।

ବିଛା : ଜନପ୍ରିୟତା ହ୍ରାସ ହେବ। ଆଶା ଆଶଙ୍କାରେ ପରିଣତ ହେବ। ହାତେ ମାପି ଚାଖଣ୍ଡେ ଚାଲନ୍ତୁ। ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ହେବେ। ମିଥ୍ୟା ଅପବାଦରେ ଅପମାନିତ ହେବେ। ଆଗାମୀ ମାଙ୍ଗଳିକ କାମ ସକାଶେ ଗୃହସଜ୍ଜା, ଗାଡ଼ି ମରାମତି, ପୁରୁଣା ଘରକୁ ସଜାଡ଼ିବାରେ ମନୋନିବେଶ କରିପାରନ୍ତି। ପ୍ରତ୍ୟେକ କାର୍ଯ୍ୟ ପାଇଁ ଉତ୍ତରଦାୟୀ ହେବେ।

ଧନୁ : ଧନୁ ପରି ନମ୍ରତା ଆଣିଲେ ପଦୋନ୍ନତି ମିଳିବ। ରାଜନୀତି କ୍ଷେତ୍ରରେ ଆଗକୁ ବଢିବେ। ଦେହ ମନ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ।

ମକର : ଆର୍ଥିକ ବୃତ୍ତିଗତ, ସାମାଜିକ କ୍ଷେତ୍ରରେ ଆଶା ଠାରୁ ଅଧିକ ସଫଳତା ମିଳିବ। କାର୍ଯ୍ୟକୁ ହାସଲ କରିବେ। ସମସ୍ତଙ୍କ ପାଇଁ ଉଦାହରଣ ହେବେ। ଦେହ ମନ ସୁସ୍ଥ ରହିବ। ଉଦ୍ୟମରେ ସଫଳତା ମିଳିବ। ଅସଂପୂର୍ଣ୍ଣ କାମକୁ ସଂପୂର୍ଣ୍ଣ କରିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। ମନ ଖୁସିରେ ରହିବେ।

କୁମ୍ଭ : ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ଆଶା ବାସ୍ତବତାରେ ପରିଣତ ହେବ। ସମସ୍ତଙ୍କୁ ସାହାଯ୍ୟ କରିବେ। ତ୍ୟାଗକୁ ଜଳାଞ୍ଜଳି ଦେବେ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ କ୍ଷତି ସହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ନିନ୍ଦିତ ହୋଇପାରନ୍ତି।

ମୀନ : ଦେହ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ସୁଦୃଢ ରହିବ। ନିଷ୍ଠା ଓ ଚେଷ୍ଟା ଯୋଗୁଁ ବାଣିଜ୍ୟ ବ୍ୟବସାୟକୁ ସଂପ୍ରସାରଣ କରିବେ। ଋଣ ପରିଶୋଧ କରିବେ। ନୂଆ ଯାନ କିଣିବେ। ଶାରୀରିକ ସୁସ୍ଥତା ଅନୁଭବ କରିବେ। ମାନ ସମ୍ମାନ ମିଳିବ। ଆଗକୁ ବଢ଼ିବା ପାଇଁ ଭଲ ଦିନଟିଏ। ଜରୁରୀ କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବେ।

WCW 11

Recent Posts

ରାଜ୍ୟରେ ମୌସୁମୀର ପ୍ରଭାବରେ ବର୍ଷା, ୨୬ ତାରିଖ ବେଳକୁ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ରାଜ୍ଯରେ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ରାଜ୍ୟବ୍ୟାପୀ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି ।…

3 mins ago

OSRTC ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା, ବିଭିନ୍ନ ତୀର୍ଥକ୍ଷେତ୍ରକୁ ଗଡ଼ିବ ବସ୍‌

ଭୁବନେଶ୍ୱର(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…

15 mins ago

ଫିଲ୍ମ ‘କଲ୍‌କୀ 2898 AD’ର ଆଡଭାନ୍ସ ବୁକିଂ, ଫ୍ୟାନ୍ସଙ୍କ ମଧ୍ୟରେ ଦେଖିବାକୁ ମିଳିଲା ଭିନ୍ନ କ୍ରେଜ୍

ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍‌କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…

22 mins ago

ପୋଲିସ ବାବୁଙ୍କୁ ମହଙ୍ଗା ପଡିଗଲା ପରକୀୟା ପ୍ରେମ, ପ୍ରମୋସନ ହେବା ବଦଳରେ ହେଲା ଡିମୋସନ୍‌

ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍‌ରୁ ପ୍ରେମିକା…

24 mins ago

ଜେପି ନଡ୍ଡାଙ୍କୁ ମିଳିଲା ବଡ଼ ଦାୟିତ୍ୱ, ରାଜ୍ୟସଭାରେ ସଦନର ନେତା ନିଯୁକ୍ତ

କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…

42 mins ago

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

1 hour ago