ରାଶିଫଳ

ଆଜିର କ’ଣ କହୁଛି ଆପଣ ଭାଗ୍ୟ, ଜାଣନ୍ତୁ ରାଶିଫଳ

ମେଷ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବୃଷ : ଆଜିର କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସହକର୍ମୀଙ୍କ ଯୋଗୁ ହୁଏତ କର୍ମକ୍ଷେତ୍ରର ଗତି ମନ୍ଥର ରହିବ। ସଭାସମିତି, ଗବେଷଣା କ୍ଷେତ୍ର, ଆଇନ ଅଦାଲତରେ ସଫଳତା ହାସଲ କରିବେ।

ମିଥୁନ : ବନ୍ଧୁଙ୍କ ମନାନ୍ତର କାରଣରୁ ମନ ଭଲ ନ ଥିବା ହେତୁ କୌଣସି କାମରେ ମନଯୋଗୀ ରହିପାରିବେ ନାହିଁ। ତେଣୁ ମନ ଖୁସିରେ ରହିପାରିବେ ନାହିଁ। ଶିଳ୍ପ, ବାଣିଜ୍ୟ କାରବାର କ୍ଷେତ୍ରରେ ବେଶ୍‌ ଖୁସି ରହିବେ। ରାଜନୀତିରେ ଓ ସାଙ୍ଗଠନିକ ବିଭିନ୍ନ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି।

କର୍କଟ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ସିଂହ : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

କନ୍ୟା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ରାଜନୀତି କ୍ଷେତ୍ରରେ ଆଗକୁ ବଢିବେ। ଦେହ ମନ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ବୃଦ୍ଧି ହେବ। ଋଣମୁକ୍ତ ହେବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ।

ତୁଳା : ନିଷ୍ଠା ପ୍ରଚେଷ୍ଟା ଯୋଗୁଁ ପୂର୍ବରୁ ନଷ୍ଟ ହୋଇଥିବା ମାନ ସମ୍ମାନ ମିଳିବ। ଶୃଙ୍ଖଳିତ ଜୀବନଯାପନ ଅତିବାହିତ କରିବେ। ଦେହ ମନ ସୁସ୍ଥ ରହିବ। ଆଶା ବାସ୍ତବତାରେ ପରିଣତ ହେବ। ଏକାଧିକ ଉପାୟରେ ଅର୍ଥ ଉପାର୍ଜନ କରିବେ। ବେସରକାରୀ ସ୍ତରରେ ନିଯୁକ୍ତି ମିଳିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।

ବିଛା : ଆଜି ପ୍ରତ୍ୟେକ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରଥମେ କରିବେ କିନ୍ତୁ କର୍ମ କ୍ଷେତ୍ରରେ ନିକଟସ୍ଥ ବ୍ୟକ୍ତିମାନଙ୍କୁ ସରଳ ବିଶ୍ୱାସ କରି ଠକି ଯିବେ। ଅତୀତ ଘଟଣା, ସ୍ବାସ୍ଥ୍ୟହାନୀ କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ମହିଳାମାନେ କୌଣସି ଶୁଭ କାମରେ ଯୋଗ ଦେବେ।

ଧନୁ : ଲୋକପ୍ରିୟତା ବଢାଇବା ପାଇଁ କିଛି ବି କରିବେ। ବେକାରୀମାନେ ଚାକିରି ପାଇବେ। ଆର୍ଥିକ, ବୃତ୍ତିଗତ କ୍ଷେତ୍ରରେ ଆଶାଠାରୁ ସଫଳତା ମିଳିବ। ଦେହ ମନ ସୁସ୍ଥ ରହିବ। ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ମକର : ଆଜି ଆପଣଙ୍କୁ କୌଣସି ନିକଟତମ ବନ୍ଧୁ ପରିଜନଙ୍କ ଠାରୁ ଆର୍ଥିକ ସହାୟତା ମିଳିବ। ଆଜି ଆପଣଙ୍କ ଉର୍ଜା ଓ ଭଲ ବ୍ୟବହାର ଯୋଗୁଁ ଆଖ-ପାଖ ଲୋକ ଖୁସି ହେବେ। ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧ୍ୟାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ।

କୁମ୍ଭ : ଲକ୍ଷ୍ୟସ୍ଥଳରେ ପହଞ୍ଚିବେ। ଆଶା ବାସ୍ତବତାରେ ପରିଣତ ହେବ। ସମସ୍ତଙ୍କୁ ସାହାଯ୍ୟ କରିବେ। ତ୍ୟାଗକୁ ଜଳାଞ୍ଜଳି ଦେବେ। ଦେହ ସୁସ୍ଥ ରହିବ। ଆର୍ଥିକ ସ୍ଥିତି ସୁଦୃଢ ରହିବ। ନିଷ୍ଠା ଓ ଚେଷ୍ଟା ଯୋଗୁଁ ବାଣିଜ୍ୟ ବ୍ୟବସାୟକୁ ସଂପ୍ରସାରଣ କରିବେ।

ମୀନ : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

WCW 11

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

7 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

10 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

44 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

45 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago