ରାଶିଫଳ

ଆଜି ଗୁରୁବାର ରାଶି ଅନୁସାରେ କାମ କରନ୍ତୁ, ପଢ଼ନ୍ତୁ ଭାଗ୍ୟଫଳ

ମେଷ : ଧର୍ମ କାର୍ଯ୍ୟରେ ମନ ଲାଗିବ। ମାତା-ପିତାଙ୍କ ଆଶୀର୍ବାଦ ବରଦାନ ସଦୃଶ ହେବ। ପ୍ରତ୍ୟେକ କାମ ପାଇଁ ସମାଧାନର ବାଟ ମିଳିଯିବ।

ବୃଷ : ଆଜି ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସାହାଯ୍ୟ, ସମର୍ଥନ ଲାଭ କରିବେ। ଆପଣ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍‌ ବୁଝିବେ। ବାରମ୍ବାର ଚେଷ୍ଟା ବିଫଳତା ଜନିତ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ମିଥୁନ: ପୁରୁଣା କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ଯାହା ବି କାମ କରିବେ, ବଡ଼ଙ୍କ ପରାମର୍ଶ ଅବଶ୍ୟ ନିଅନ୍ତୁ। ବିବାହିତଙ୍କ ଲାଗି ଦିନଟି ଭଲ।

କର୍କଟ : ଆଜି ନିଜ ପରିସରରେ ସାଧାରଣ କଥାକୁ ବଡ଼ କରି ନିକଟସ୍ଥ ବ୍ୟକ୍ତି ଜଣେ କଳହର ମାତ୍ରାକୁ ବଢ଼ାଇବେ। ଅବଶ୍ୟ ପର କ୍ଷଣରେ ପରସ୍ପର ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ମାଲି ମକଦ୍ଦମା, ଜମିଜମା ସମସ୍ୟା, ଚୁକ୍ତିପତ୍ର ପ୍ରଭୃତିରେ ସୁଫଳ ପାଇବେ।

ସି˚ହ: ଆପଣଙ୍କ ଶକ୍ତି ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ଖବର ପାଇବେ। ଆପଣଙ୍କ କ୍ୟାରିୟର ପ୍ରସଙ୍ଗରେ ସବୁକିଛି ଭଲ ହେବ।

କନ୍ୟା: ପରିବାର କାମରେ ଅଧିକ ସମୟ ବ୍ୟୟ କରିବେ। ବ୍ୟବସାୟରେ ଆଶାଜନକ ଲାଭ ପାଇବେ। ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ପାଇବ।

ତୁଳା : ଆଜି ଦିନଟି ଆପଣଙ୍କ ପାଇଁ ବହୁ ଶୁଭଦାୟକ ରହିବେ। ଫଳରେ ଯାହା କଲେ ମଧ୍ୟ କୌଣସି କାମ ସ୍ଥଗିତ ରହିବ ନାହିଁ। କିନ୍ତୁ ମାନସିକ ଅଶାନ୍ତି ଲାଗି ରହିବା କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ଅବଶ୍ୟ ମାଲି ମକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା: ଭାଗ୍ୟର ସହଯୋଗ ମିଳିବ। ସମସ୍ତଙ୍କୁ ସାଥୀରେ ନେଇ ଆଗକୁ ଚାଲନ୍ତୁ, ସଫଳତା ପାଇବେ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ।

ଧନୁ: ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟତମ ଖୁସି ରହିବେ। ସବୁ କାମ ନିର୍ଦ୍ଧାରିତ ସମୟରେ ପୂରା କରିବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।

ମକର : ଆଜି ବନ୍ଧୁ ଓ ପାରିବାରିକ ସମର୍ଥନରେ ଅଗ୍ରଗାମୀ ହୋଇପାରନ୍ତି । ଧନିଷ୍ଠା ନକ୍ଷତ୍ର ସକାଶେ ସାଧାରଣ କଥାକୁ ନେଇ ସମ୍ପର୍କୀୟ ମାନଙ୍କ ଆକ୍ଷେପୋକ୍ତି ମନରେ ଭାବାନ୍ତର ସୃଷ୍ଟି କରିବ। ବିଳାସବ୍ୟସନ ପ୍ରତି ବିଶେଷ ଅନୁରକ୍ତି ଜାଗ୍ରତ ହେବା ମଉକା ପାଇପାରିବେ।

କୁମ୍ଭ : ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ଦୂରସ୍ଥାନକୁ ଯାତ୍ରା ନୂତନ କର୍ମନିଯୁକ୍ତି ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରେ ବ୍ୟବସାୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଭୂସମ୍ପତ୍ତିକୁ କେନ୍ଦ୍ର କରି ପରିବାର ସଦସ୍ୟଙ୍କ ମଧ୍ୟରେ କଳହର ସୂଚନା ରହିଛି ।

ମୀନ : ନୂଆ ରଣନୀତି ଆପଣଙ୍କ ଲାଗି ଲାଭଦାୟକ ହେବ। ମହିଳାମାନେ ଆଗକୁ ବଢ଼ିବେ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।

WCW 11

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

5 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago