ଜାଣନ୍ତୁ ବର୍ଷ ଆରମ୍ଭରୁ କେମିତି କଟିବ ଏ ସପ୍ତାହ, କଣ କହୁଛି ଆପଣଙ୍କ ସାପ୍ତାହିକ ଭାଗ୍ୟ !

ମେଷ: ରବି ଓ ସୋମବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ମଙ୍ଗଳ ଓ ବୁଧବାର ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ଗୁରୁ ଓ ଶୁକ୍ରବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ଶନିବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ।

ବୃଷ : ରବିବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ସୋମବାର ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ସତ୍‌ଚିନ୍ତା ଓ ସତ୍‌କର୍ମରେ ନିବିଷ୍ଟ ରହିବା ଆବଶ୍ୟକ। ଅନିୟନ୍ତ୍ରିତ କ୍ରୋଧ ଉପରେ ଅଙ୍କୁଶ ରଖନ୍ତୁ। ମଙ୍ଗଳ ଓ ବୁଧବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଗୁରୁ ଓ ଶୁକ୍ରବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ଶନି ବାର ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ।

ମିଥୁନ : ରବି ଓ ସୋମବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ। ବ୍ୟବସାୟରେ ଉନ୍ନତି, ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ମଙ୍ଗଳ ଓ ବୁଧବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। ଗୁରୁ ଓ ଶୁକ୍ରବାର ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ଶନିବାର ଆର୍ଥିକ କାରବାରରେ ଲାଭ ମିଳିବ।

କର୍କଟ : ରବି ଓ ସୋମବାର ସୋମ ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ମଙ୍ଗଳ ଓ ବୁଧବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ଗୁରୁ ଓ ଶୁକ୍ରବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଶନିବାର ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ।

ସିଂହ: ରବିବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ସୋମବାର ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ମଙ୍ଗଳ ଓ ବୁଧବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି କିନ୍ତୁ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ। ଗୁରୁ ଓ ଶୁକ୍ରବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ। ଶନିବାର କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ଉତ୍ତମ ପାନଭୋଜନ ଓ ବସ୍ତ୍ର-ଆଭୂଷଣରେ ସୁଖୀ ହେବେ।

କନ୍ୟା: ରବିବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି। ସୋମବାର ଅଟକି ରହିଥିବା ଅର୍ଥର ପୁନରାବର୍ତ୍ତନ ଅସମ୍ଭବ ନୁହେଁ। ମଙ୍ଗଳ ଓ ବୁଧବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ଗୁରୁ ଓ ଶୁକ୍ରବାର ଖର୍ଚ୍ଚ ବଢ଼ିପାରେ ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ। ଶନିବାର ସ୍ବାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ।

ତୁଳା: ରବି ଓ ସୋମବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ। ମଙ୍ଗଳ ଓ ବୁଧବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ଗୁରୁ ଓ ଶୁକ୍ରବାର ବୃଥା ଭ୍ରମଣ, ବ୍ୟୟ ଓ ଅର୍ଥହାନି ଘଟିପାରେ। ନୂତନ ଦ୍ରବ୍ୟ କ୍ରୟ ବା ସତ୍ କାର୍ଯ୍ୟରେ ଦାନ କରିପାରନ୍ତି। ଶନିବାର ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ। ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି।

ବିଛା : ରବି ଓ ସୋମବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ମଙ୍ଗଳ ଓ ବୁଧବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଗୁରୁ, ଶୁକ୍ର ଓ ଶନି ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ। ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ। ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି।

ଧନୁ: ରବି ଓ ସୋମବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ମଙ୍ଗଳ ଓ ବୁଧବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ଚିନ୍ତା ଘାରିବ ବ୍ୟବସାୟ-ବାଣିଜ୍ୟ ବା ଶିଳ୍ପ କାରବାରରେ କିଛି ପ୍ରତିବନ୍ଧକର ସାମ୍ନା କରିବାକୁ ପଡ଼ିପାରେ। ଗୁରୁ ଓ ଶୁକ୍ରବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ। ଶନିବାର ଅନେକ ଶୁଭଫଳ ପାଇବେ। ମନର ଆଶା ପୂରଣ ହେବ।

ମକର: ରବି ଓ ସୋମବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ମଙ୍ଗଳ ଓ ବୁଧବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। ଗୁରୁ ଓ ଶୁକ୍ରବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ। ଶନିବାର କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ।

କୁମ୍ଭ: ରବିବାର ଆର୍ଥିକ କାରବାରରେ ଲାଭ ମିଳିବ। ସୋମବାର ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ମଙ୍ଗଳ ଓ ବୁଧବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଗୁରୁ ଓ ଶୁକ୍ରବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ। ଶନିବାର ଅସୁସ୍ଥତା, ମାନସିକ ଅବସାଦ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ।

ମୀନ: ରବିବାର ଦୁଃଖ, ଯାତନା ସହ ଉଦ୍‌ବେଗ ଦେଖାଦେଇପାରେ। ସୋମ, ମଙ୍ଗଳ ଓ ବୁଧବାର ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଆଦି ଘଟିପାରେ। ଗୁରୁ ଓ ଶୁକ୍ରବାର ସୁଖସମ୍ପଦ, ସୁଖାଦ୍ୟ ଭୋଜନ, ବନ୍ଧୁମିଳନ, ଅତିଥିସେବା, ବ୍ୟବସାୟିକ ଉନ୍ନତି ଆଦି ଯୋଗ ଅଛି। ଶନିବାର ଅଷ୍ଟମ ଚନ୍ଦ୍ର ହେତୁ ସାବଧାନତା ଅବଲମ୍ବନୀୟ। ଅବାଞ୍ଛିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.