ଏ ସପ୍ତାହର ରାଶିଫଳ !

ମେଷ :

ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ବୃଷ :

ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

ମିଥୁନ :

ରବିବାର ମନ ପ୍ରଫୁଲ୍ଲ ରହିବ। ସୋମବାର ନୂଆ କାମ ହାତକୁ ନେବେ। ଆୟ ବଢ଼ିବ। ମଙ୍ଗଳବାର କାର୍ଯ୍ୟସିଦ୍ଧି ହେବ। ବୁଧବାର ଧର୍ମ କାମରେ ମନ ଦେବେ। ଗୁରୁବାର କିଛି ନୂଆ କାମ ହାତକୁ ନେଇ ପାରନ୍ତି। ଶୁକ୍ରବାର ଓ ଶନିବାର ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ।

କର୍କଟ :

ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

ସିଂହ :

ରବିବାର, ସୋମବାର ଓ ମଙ୍ଗଳବାର ଧନ ପ୍ରାପ୍ତି ହେବ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

କନ୍ୟା :

ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ। ରବିବାର ନୂଆ କାମ ହାତକୁ ନେବେ।

ତୁଳା :

ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ବିଛା :

ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ। ରବିବାର ନୂଆ କାମ ହାତକୁ ନେବେ।

ଧନୁ :

ରବିବାର ଓ ସୋମବାର ଶରୀର ଅସୁସ୍ଥ ରହିବ। ମଙ୍ଗଳବାର ଓ ବୁଧବାର ସାବଧାନତା ଲୋଡ଼ା। ଗୁରୁବାର ଓ ଶୁକ୍ରବାର ନୂତନ ଭୂମି କିଣି ପାରନ୍ତି। ଶନିବାର ରିଷ୍ଟ ଖଣ୍ଡନ ପାଇଁ ହନୁମାନଙ୍କୁ ପୂଜା କରନ୍ତୁ।

ମକର :

ରବିବାର ଓ ସୋମବାର ଆର୍ଥିକ ଲାଭବାନ ହେବେ। ମଙ୍ଗଳବାର ପ୍ରତିଷ୍ଠା ଲାଭ କରିବେ। ବୁଧବାର ଓ ଗୁରୁବାର କାମର ବୋଝ ଟିକେ ହାଲ୍‌କା ହେବ। ଶୁକ୍ରବାର ନୂତନ ନିଯୁକ୍ତି ମିଳିପାରେ। ଶନିବାର ଜଗି ରଖି ଚଳନ୍ତୁ।

କୁମ୍ଭ :

ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ମୀନ :

ରବିବାର ପରିବାର ସହ ସମୟ କାଟିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.