ସାପ୍ତାହିକ ରାଶି ! ପଢ଼ନ୍ତୁ, କେମିତି କଟିବ ପୂରା ସପ୍ତାହ

ମେଷ :

ରବିବାର, ସୋମବାର ମନ ପ୍ରଫୁଲ୍ଲ ରହିବ। ମଙ୍ଗଳବାର ବିଶ୍ରାମ ନେବେ। ବୁଧବାର ନୂଆ କାମ ହାତକୁ ନେବେ। ଗୁରୁବାର ଦିନ ପରିବାର ସହ ଖୁସିରେ ସମୟ କାଟିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା ଯୋଗ ଅଛି।

ବୃଷ :

ରବିବାର ଓ ସୋମବାର ପରିବାର ଓ ପିଲାଙ୍କ ସହ ବାହାରକୁ ବୁଲିବାକୁ ଯିବେ। ମଙ୍ଗଳବାର ଓ ବୁଧବାର ଆୟ ବଢ଼ିବ। ଗୁରୁବାର ମହାଲକ୍ଷ୍ମୀଙ୍କ ନାଁ ଜପନ୍ତୁ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ।

ମିଥୁନ :

ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

କର୍କଟ :

ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

ସିଂହ :

ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

କନ୍ୟା :

ରବିବାର, ସୋମବାର ଓ ମଙ୍ଗଳବାର ମନ ପ୍ରଫୁଲ୍ଲ ରହିବ। ନୂଆ କାମ ହାତକୁ ନେବେ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ତୁଳା :

ରବିବାର ଓ ସୋମବାର ପରିବାର ଓ ପିଲାଙ୍କ ସହ ବାହାରକୁ ବୁଲିବାକୁ ଯିବେ। ମଙ୍ଗଳବାର ଓ ବୁଧବାର ଆୟ ବଢ଼ିବ। ଗୁରୁବାର ମହାଲକ୍ଷ୍ମୀଙ୍କ ନାଁ ଜପନ୍ତୁ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ।

ବିଛା :

ରବିବାର ଓ ସୋମବାର ପାରିବାରିକ ଶାନ୍ତି ପାଇବେ। ମଙ୍ଗଳବାର ଓ ବୁଧବାର ଦ୍ରବ୍ୟ ଲାଭ ହେବ। ଗୁରୁବାର ଓ ଶୁକ୍ରବାର ଶତ୍ରୁକୁ ପରାସ୍ତ କରିବେ। ଶନିବାର ଦିନ ନୂଆ ଜିନିଷ କିଣିବେ।

ଧନୁ :

ରବିବାର ଓ ସୋମବାର ଶରୀର ଅସୁସ୍ଥ ରହିବ। ମଙ୍ଗଳବାର ଓ ବୁଧବାର ସାବଧାନତା ଲୋଡ଼ା। ଗୁରୁବାର ଓ ଶୁକ୍ରବାର ନୂତନ ଭୂମି କିଣି ପାରନ୍ତି। ଶନିବାର ରିଷ୍ଟ ଖଣ୍ଡନ ପାଇଁ ହନୁମାନଙ୍କୁ ପୂଜା କରନ୍ତୁ।

ମକର :

ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ।

କୁମ୍ଭ :

ରବିବାର ପରିବାର ସହ ସମୟ କାଟିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ମୀନ :

ରବିବାର ପରିବାର ସହ ସମୟ କାଟିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

Leave A Reply

Your email address will not be published.