ଏ ସପ୍ତାହର ରାଶିଫଳ !

ମେଷ : ରବିବାର, ସୋମବାର ଓ ମଙ୍ଗଳବାର ମନ ପ୍ରଫୁଲ୍ଲ ରହିବ। ନୂଆ କାମ ହାତକୁ ନେବେ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ବୃଷ : ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ। ରବିବାର ନୂଆ କାମ ହାତକୁ ନେବେ।

ମିଥୁନ : ରବିବାର ଓ ସୋମବାର ପାରିବାରିକ ଶାନ୍ତି ପାଇବେ। ମଙ୍ଗଳବାର ଓ ବୁଧବାର ଦ୍ରବ୍ୟ ଲାଭ ହେବ। ଗୁରୁବାର ଓ ଶୁକ୍ରବାର ଶତ୍ରୁକୁ ପରାସ୍ତ କରିବେ। ଶନିବାର ଦିନ ନୂଆ ଜିନିଷ କିଣିବେ।

କର୍କଟ : ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

ସିଂହ : ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

କନ୍ୟା : ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

ତୁଳା : ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ବିଛା : ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ଧନୁ : ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

ମକର : ରବିବାର ପରିବାର ସହ ସମୟ କାଟିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

କୁମ୍ଭ : ରବିବାର ଓ ସୋମବାର ଶରୀର ଅସୁସ୍ଥ ରହିବ। ମଙ୍ଗଳବାର ଓ ବୁଧବାର ସାବଧାନତା ଲୋଡ଼ା। ଗୁରୁବାର ଓ ଶୁକ୍ରବାର ନୂତନ ଭୂମି କିଣି ପାରନ୍ତି। ଶନିବାର ରିଷ୍ଟ ଖଣ୍ଡନ ପାଇଁ ହନୁମାନଙ୍କୁ ପୂଜା କରନ୍ତୁ।

ମୀନ : ରବିବାର ଓ ସୋମବାର ପରିବାର ଓ ପିଲାଙ୍କ ସହ ବାହାରକୁ ବୁଲିବାକୁ ଯିବେ। ମଙ୍ଗଳବାର ଓ ବୁଧବାର ଆୟ ବଢ଼ିବ। ଗୁରୁବାର ମହାଲକ୍ଷ୍ମୀଙ୍କ ନାଁ ଜପନ୍ତୁ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.