ରାଶିଫଳ

ସାପ୍ତାହିକ ରାଶିଫଳ: ଜାଣନ୍ତୁ, ମେଷଠୁ ମୀନ ଯାଏଁ କାହାର ଦିନ କେମିତି କଟିବ

ମେଷ :

ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ। ରବିବାର ନୂଆ କାମ ହାତକୁ ନେବେ।

ବୃଷ :

ରବିବାର ପରିବାର ସହ ଖୁସିରେ ସମୟ କାଟିବେ। ସୋମବାର ଅଫିସରେ କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳ ଓ ବୁଧବାର ଆତ୍ମ ସମ୍ମାନ ବଢ଼ିବ। ଗୁରୁ ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ସଫଳତା ପ୍ରାପ୍ତି ହେବ।

ମିଥୁନ :

ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

କର୍କଟ :

ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

ସିଂହ :

ରବିବାର, ସୋମବାର ଓ ମଙ୍ଗଳବାର ମନ ପ୍ରଫୁଲ୍ଲ ରହିବ। ନୂଆ କାମ ହାତକୁ ନେବେ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

କନ୍ୟା :

ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ତୁଳା :

ରବିବାର, ସୋମବାର ଓ ମଙ୍ଗଳବାର ମନ ପ୍ରଫୁଲ୍ଲ ରହିବ। ନୂଆ କାମ ହାତକୁ ନେବେ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ବିଛା :

ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ଧନୁ :

ରବିବାର ଓ ସୋମବାର ପରିବାର ଓ ପିଲାଙ୍କ ସହ ବାହାରକୁ ବୁଲିବାକୁ ଯିବେ। ମଙ୍ଗଳବାର ଓ ବୁଧବାର ଆୟ ବଢ଼ିବ। ଗୁରୁବାର ମହାଲକ୍ଷ୍ମୀଙ୍କ ନାଁ ଜପନ୍ତୁ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ।

ମକର :

ରବିବାର ଓ ସୋମବାର ଆର୍ଥିକ ଲାଭବାନ ହେବେ। ମଙ୍ଗଳବାର ପ୍ରତିଷ୍ଠା ଲାଭ କରିବେ। ବୁଧବାର ଓ ଗୁରୁବାର କାର୍ଯ୍ୟସିଦ୍ଧି ହେବ। ଶୁକ୍ରବାର ନୂତନ ନିଯୁକ୍ତି ମିଳିପାରେ। ଶନିବାର ଜଗି ରଖି ଚଳନ୍ତୁ।

କୁମ୍ଭ :

ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

ମୀନ :

ରବି, ସୋମ ରାଜନୀତିରେ ସଫଳତା ପାଇବେ। ମଙ୍ଗଳବାର ନୂଆ କାମ ହାତକୁ ନେବେ। ମନ ପ୍ରଫୁଲ୍ଲ ରହିବ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

WCW 11

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

19 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

21 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

28 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

37 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

37 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

54 mins ago