ରାଶିଫଳ

ସାପ୍ତାହିକ ରାଶିଫଳ: ପଢ଼ନ୍ତୁ ଏ ସପ୍ତାହର ଭାଗ୍ୟ !

ମେଷ : ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

ବୃଷ : ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ମିଥୁନ : ରବିବାର ଓ ସୋମବାର ପାରିବାରିକ ଶାନ୍ତି ପାଇବେ। ମଙ୍ଗଳବାର ଓ ବୁଧବାର ଦ୍ରବ୍ୟ ଲାଭ ହେବ। ଗୁରୁବାର ଓ ଶୁକ୍ରବାର ଶତ୍ରୁକୁ ପରାସ୍ତ କରିବେ। ଶନିବାର ଦିନ ନୂଆ ଜିନିଷ କିଣିବେ।

କର୍କଟ : ରବିବାର, ସୋମବାର ଓ ମଙ୍ଗଳବାର ମନ ପ୍ରଫୁଲ୍ଲ ରହିବ। ନୂଆ କାମ ହାତକୁ ନେବେ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ସିଂହ : ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

କନ୍ୟା : ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

ତୁଳା : ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ବିଛା : ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ। ରବିବାର ନୂଆ କାମ ହାତକୁ ନେବେ।

ଧନୁ : ରବିବାର ଓ ସୋମବାର ପରିବାର ଓ ପିଲାଙ୍କ ସହ ବାହାରକୁ ବୁଲିବାକୁ ଯିବେ। ମଙ୍ଗଳବାର ଓ ବୁଧବାର ଆୟ ବଢ଼ିବ। ଗୁରୁବାର ମହାଲକ୍ଷ୍ମୀଙ୍କ ନାଁ ଜପନ୍ତୁ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ।

ମକର : ରବିବାର ପରିବାର ସହ ସମୟ କାଟିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

କୁମ୍ଭ : ରବିବାର ଓ ସୋମବାର ଶରୀର ଅସୁସ୍ଥ ରହିବ। ମଙ୍ଗଳବାର ଓ ବୁଧବାର ସାବଧାନତା ଲୋଡ଼ା। ଗୁରୁବାର ଓ ଶୁକ୍ରବାର ନୂତନ ଭୂମି କିଣି ପାରନ୍ତି। ଶନିବାର ରିଷ୍ଟ ଖଣ୍ଡନ ପାଇଁ ହନୁମାନଙ୍କୁ ପୂଜା କରନ୍ତୁ।

ମୀନ : ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

WCW 11

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago