ରାଶିଫଳ

ଏ ସପ୍ତାହର ରାଶିଫଳ !

ମେଷ :

ରବିବାର ଓ ସୋମବାର ଆର୍ଥିକ ଲାଭବାନ ହେବେ। ମଙ୍ଗଳବାର ପ୍ରତିଷ୍ଠା ଲାଭ କରିବେ। ବୁଧବାର ଓ ଗୁରୁବାର କାର୍ଯ୍ୟସିଦ୍ଧି ହେବ। ଶୁକ୍ରବାର ନୂତନ ନିଯୁକ୍ତି ମିଳିପାରେ। ଶନିବାର ଜଗି ରଖି ଚଳନ୍ତୁ।

ବୃଷ :

ରବିବାର ଓ ସୋମବାର ପାରିବାରିକ ଶାନ୍ତି ପାଇବେ। ମଙ୍ଗଳବାର ଓ ବୁଧବାର ଦ୍ରବ୍ୟ ଲାଭ ହେବ। ଗୁରୁବାର ଓ ଶୁକ୍ରବାର ଶତ୍ରୁକୁ ପରାସ୍ତ କରିବେ। ଶନିବାର ଦିନ ନୂଆ ଜିନିଷ କିଣିବେ।

ମିଥୁନ :

ରବି ଓ ସୋମବାର ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ଅଫିସରେ ବ୍ୟସ୍ତ ରହିବେ। ଗୁରୁବାର ଲକ୍ଷ୍ମୀଙ୍କ ପୂଜାରେ ମନ ନିବେଶ କରିବେ। ଶୁକ୍ରବାର ଓ ଶନିବାର ଦୂର ଯାତ୍ରା କରିବେ।

କର୍କଟ :

ରବିବାର ଓ ସୋମବାର ପରିବାର ଓ ପିଲାଙ୍କ ସହ ବାହାରକୁ ବୁଲିବାକୁ ଯିବେ। ମଙ୍ଗଳବାର ଓ ବୁଧବାର ଆୟ ବଢ଼ିବ। ଗୁରୁବାର ମହାଲକ୍ଷ୍ମୀଙ୍କ ନାଁ ଜପନ୍ତୁ। ଶୁକ୍ରବାର ଓ ଶନିବାର ନୂତନ ନିଯୁକ୍ତି ମିଳିପାରେ।

ସିଂହ :

ରବିବାର, ସୋମବାର ଓ ମଙ୍ଗଳବାର ମନ ପ୍ରଫୁଲ୍ଲ ରହିବ। ନୂଆ କାମ ହାତକୁ ନେବେ। ବୁଧବାର ବିଶ୍ରାମ ନେବେ। ଗୁରୁବାର ଦିନ ଦୂର ଯାତ୍ରା ଯୋଗ ଅଛି। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

କନ୍ୟା :

ରବିବାର ଓ ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ପ୍ରିୟ ଜନଙ୍କ ସହ ଦୂର ଯାତ୍ରା କରିବେ। ବୁଧବାର ନୂଆ ସମ୍ଭାବନା ଆସିବ। ଗୁରୁବାର ଯାତାୟାତ କରିବେ। ଶୁକ୍ରବାର ଓ ଶନିବାର ପରିବାର ସହ ସମୟ କାଟିବେ। ରବିବାର ନୂଆ କାମ ହାତକୁ ନେବେ।

ତୁଳା :

ରବିବାର ଧନ ପ୍ରାପ୍ତି ହେବ। ସୋମବାର ପ୍ରବଳ କାର୍ଯ୍ୟ ଚାପରେ ରହିବେ। ମଙ୍ଗଳବାର କାମର ବୋଝ ଟିକେ ହାଲ୍‌କା ହେବ। ବୁଧବାର ଓ ଗୁରୁବାର ଅଫିସରେ କାମ ବୋଝ ବଢ଼ିବ। ଏଥିସହ ଘରେ ମଧ୍ୟ ଅସନ୍ତୋଷ ଦେଖା ଦେଇପାରେ। ଶୁକ୍ରବାର ଓ ଶନିବାର ବାହାରକୁ ଯାତ୍ରା କରିପାରନ୍ତି।

ବିଛା :

ରବିବାର ଖୁସି ରହିବେ। ସୋମବାର ଦିନ ଘରୁ କେହି ବାହାରକୁ ଯାଉଥିବାରୁ ମନ ଦୁଃଖ ରହିବ। ମଙ୍ଗଳବାର ଓ ବୁଧବାର ମନ ପ୍ରଫୁଲ୍ଲ ରହିବ। ଗୁରୁବାର ଭଗବାନଙ୍କୁ ଆରାଧନା କରିବାରେ ମନ ଦେବେ। ଶୁକ୍ରବାର ଓ ଶନିବାର ପରିବାର ସହ ଖୁସିରେ ସମୟ କାଟିବେ।

ଧନୁ :

ରବିବାର ଖୁସିରେ କଟିବ। ସୋମବାର କାର୍ଯ୍ୟ ବ୍ୟସ୍ତ ରହିବେ। ମଙ୍ଗଳବାର ଓ ବୁଧବାର ପରିବାର ସହ ଭଲରେ ସମୟ ବିତିବ। ଗୁରୁବାର ଓ ଶୁକ୍ରବାର ବନ୍ଧୁ ମିଳନ ଯୋଗ ରହିଛି। ଶନିବାର ଘରକୁ ଅତିଥିଙ୍କ ଆଗମନ ହେବ।

ମକର :

ରବିବାର ଓ ସୋମବାର ପରିବାର ସହ ଖୁସିରେ ସମୟ କଟିବ। ମଙ୍ଗଳବାର ଓ ବୁଧବାର ନୂଆ ଦ୍ରବ୍ୟ କ୍ରୟ କରିପାରନ୍ତି। ଗୁରୁବାର ଟିକେ ଜଗି ରଖି ଚଳନ୍ତୁ। ଶୁକ୍ରବାର ଓ ଶନିବାର ଆୟ ବୃଦ୍ଧି ହେବ।

କୁମ୍ଭ :

ରବିବାର ପରିବାର ସହ ସମୟ କାଟିବେ। ସୋମବାର ଓ ମଙ୍ଗଳବାର କାର୍ଯ୍ୟ ବ୍ୟସ୍ତ ରହିପାରନ୍ତି। ବୁଧବାର ଧର୍ମ କାମରେ ମନ ଦେବେ। ଗୁରୁବାର କିଛି ନୂଆ କାମ ହାତକୁ ନେଇ ପାରନ୍ତି। ଶୁକ୍ରବାର ଓ ଶନିବାର ବାଣିଜ୍ୟ, ବ୍ୟବସାୟରେ ସଫଳତା ପାଇବେ।

ମୀନ :

ରବିବାର ଓ ସୋମବାର ଶରୀର ଅସୁସ୍ଥ ରହିବ। ମଙ୍ଗଳବାର ଓ ବୁଧବାର ସାବଧାନତା ଲୋଡ଼ା। ଗୁରୁବାର ଓ ଶୁକ୍ରବାର ନୂତନ ଭୂମି କିଣି ପାରନ୍ତି। ଶନିବାର ରିଷ୍ଟ ଖଣ୍ଡନ ପାଇଁ ହନୁମାନଙ୍କୁ ପୂଜା କରନ୍ତୁ।

WCW 11

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

8 seconds ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

3 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

37 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

38 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago