ପବିତ୍ର ରାମ ନବମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି, ରଥଯାତ୍ରା ପାଇଁ ରଥ କାଠ ଚିରଟ ଅନୁକୂଳ
ପୁରୀ (କେନ୍ୟୁଜ) : ପବିତ୍ର ଶ୍ରୀରାମ ନବମୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀରାମଚନ୍ଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ପାଇଁ ଅଷ୍ଟମୀ ଦିନ ଅର୍ଥାତ ଗତକାଲି ସନ୍ଧ୍ୟାଧୂପ ପରେ ମହାପ୍ରଭୁଙ୍କୁ ଯେଉଡ଼ ଭୋଗ କରାଯାଇ ଗର୍ଭଉଦକ ଦିଆଯାଇଥିଲା । ଆଜି ଠାକୁରମାନଙ୍କର ମଧ୍ୟାହ୍ନ ଧୂପ ନୀତି ଶେଷ ହେବା ପରେ…
Read More...