୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା ବିଜେଡି
ଭୁବନେଶ୍ୱର : ବିଜେଡିର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ ପାଇଛି । ୨୦୨୪ ନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି ବିଜୁ ଜନତା ଦଳ। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଷ୍ଟାର କ୍ୟାମ୍ପେନର ତାଲିକାର ଶୀର୍ଷରେ ଅଛନ୍ତି।
ତାଙ୍କ ପରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଚନ୍ଦ୍ରଶେଖର ସାହୁ,…
Read More...