ଆକାଶରୁ ଖସୁଛି ଅଗ୍ନି ପିଣ୍ଡୁଳା, ଦିନ ୧୧ଟା ୩୦ ସୁଦ୍ଧା ବାଲେଶ୍ବର ପାଲଟିଲା ଉତ୍ତପ୍ତ ସହର
ଭୁବନେଶ୍ୱର (କେନ୍ୟୁଜ): ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା । ବାଲେଶ୍ବରରେ ୪୦ ଟପିଲା ତାପମାତ୍ରା । ଦିନ ୧୧ଟା ୩୦ ସୁଦ୍ଧା ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ୩୯.୬, ଝାରସୁଗୁଡ଼ାରେ ୩୯.୫, ଚାନ୍ଦବାଲିରେ ୩୯.୧ ଓ କେନ୍ଦୁଝରରେ ୩୯ ଡିଗ୍ରୀ ତପମାତ୍ରା ରେକର୍ଡ କରାଯାଇଛି ।
ସେହିପରି ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ବାଲେଶ୍ୱରରେ ସର୍ବାଧିକ ୩୪ ଦଶମିକ ୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ।…
Read More...