ରାଶିଫଳ : ଏହି ରାଶିର ଲୋକେ ଆଜି ବ୍ୟବସାୟରେ ଲାଭବାନ ହେବେ
ମେଷ : ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭ ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି।
ବୃଷ : ପୁରାତନ ରୋଗର ଉପଶମ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ। ପିଲାମାନଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ରହିବ। ପରିବାରରେ ସନ୍ଦେହ ଓ…
Read More...