ଆଜିର ତେଲ ଦର ; କେତେ କମିଲା, କେତେ ବଢ଼ିଲା ପେଟ୍ରୋଲ ଓ ଡିଜେଲ ମୂଲ୍ୟ ଜାଣନ୍ତୁ…
ଗାଡ଼ିରେ ତେଲ ପକାଇବା ପୂର୍ବରୁ ଜାଣିନିଅନ୍ତୁ ଆଜି କେତେ ରହିଛି ତେଲ ଦର । ତୈଳ କମ୍ପାନୀଗୁଡିକ ଗତକାଲି ସକାଳେ ଜାରି କରିଥିବା ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ଏକ ବଡ ପରିବର୍ତ୍ତନ ଦେଖିବାକୁ ମିଳିଥିଲା । ଯାହା ଆଜି ଅପରିବର୍ତ୍ତିତ ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୦ ଟଙ୍କା ୮୮ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୪୬ ପଇସା ରହିଛି ।
ଦିଲ୍ଲୀରେ ପେଟ୍ରୋଲ ଦର ୯୪ ଟଙ୍କା ୭୨ ପଇସାକୁ ହ୍ରାସ ପାଇଥିବା ବେଳେ ଡିଜେଲ ଦର…
Read More...