ଟାଇମ୍ସ ହାୟର ଏଜୁକେସନ୍ ୟଙ୍ଗ ୟୁନିଭରସିଟି ର୍ୟାଙ୍କିଙ୍ଗ, କିଟ୍ ୧୧ତମ ଶ୍ରେଷ୍ଠ ଭାରତୀୟ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର : ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଟାଇମ୍ସ ହାୟର ଏଜୁକେସନ୍ ୟଙ୍ଗ ୟୁନିଭରସିଟି ର୍ୟାଙ୍କିଙ୍ଗ ଆଜି ପ୍ରକାଶ ପାଇଛି । ସମ୍ମାନଜନକ ଟାଇମ୍ସ ହାୟର ଏଜୁକେସନ୍ ୟଙ୍ଗ ୟୁନିଭରସିଟି ର୍ୟାଙ୍କିଙ୍ଗ ୨୦୨୪ରେ ସମଗ୍ର ବିଶ୍ୱରେ କିଟ୍ ବିଶ୍ୱବିଦ୍ୟାଳୟ ୧୬୮ ତମ ସ୍ଥାନରେ ରହିଥିବା ବେଳେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡିକ ମଧ୍ୟରେ ୧୧ତମ ସ୍ଥାନରେ ଅଛି ।
ସମଗ୍ର ଭାରତରୁ ୫୫ଟି ସରକାରୀ ଓ ଡିମ୍ଡ ବିଶ୍ୱବିଦ୍ୟାଳୟ ଏହି…
Read More...