ଲାଇଫ୍ ଷ୍ଟାଇଲ୍

ଆମ୍ବ ଖାଇବା ପରେ ଭୁଲରେ ବି ଖାଆନ୍ତୁ ନାହିଁ ଏହି ସବୁ ଜିନିଷ, ନଚେତ ଭୋଗିବାକୁ ପଡ଼ିବ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା

ଖରାଦିନେ ବଜାରରେ ଆମ୍ବ ବହୁତ ବିକ୍ରି ହୋଇଥାଏ। ଆମ୍ବ ଖାଇବାକୁ ବି ସମସ୍ତେ ପସନ୍ଦ କରିଥାନ୍ତି। ଏହା ସ୍ଵାଦରେ ଯେମିତି ସ୍ୱାସ୍ଥ୍ୟ ପାଇଁ ମଧ୍ୟ ସେତିକି ଲାଭଦାୟକ ହୋଇଥାଏ। ଅନେକ ଲୋକ ଭୋଜନ କଲା ବେଳେ ଆମ୍ବ ସେବନ କରିଥାନ୍ତି। ଏମିତିରେ ଆଜି ଆମେ ଆପଣଙ୍କୁ କହିବୁ, ଆମ୍ବ ଖାଇବା ପରେ କେଉଁ କେଉଁ ଜିନିଷ ଭୁଲରେ ବି ଖାଇବା ଉଚିତ ନୁହେଁ, ଯଦ୍ଦ୍ୱାରା କି ଆପଣଙ୍କ ସ୍ୱାସ୍ଥ୍ୟ ଉପରେ ଏହାର ଖରାପ ପ୍ରଭାବ ପଡ଼ିପାରେ।

୧. ପାଣି: ଆମ୍ବ ଖାଇବାର ତୁରନ୍ତ ପରେ ପାଣି ପିଅନ୍ତୁ ନାହିଁ। ଏହାଦ୍ୱାରା ପେଟ ଯନ୍ତ୍ରଣା, ଗ୍ୟାସ, ଏସିଡିଟି ଆଦି ସମସ୍ୟା ଦେଖା ଦେଇପାରେ।

୨. କଲରା: ଆମ୍ବ ଖାଇବା ପରେ କେବେ ବି କଲରା ସେବନ କରିବା ଉଚିତ ନୁହେଁ। ନଚେତ ଆପଣଙ୍କୁ ଅବୟ, ବାନ୍ତି, ନିଃଶ୍ବାସ ନେବାରେ କଷ୍ଟ ଅନୁଭବ ହୋଇପାରେ।

୩. ମସଲାଯୁକ୍ତ ଖାଦ୍ୟ: ଆମ୍ବ ସେବନ ପରେ କେବେ ବି ମସଲାଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ। ଏହାଦ୍ୱାରା ଆପଣଙ୍କ ସ୍କିନ ଉପରେ ଖରାପ ପ୍ରଭାବ ପଡ଼ିପାରେ।

୪. କୋଲ୍ଡ ଡ୍ରିଂକ୍ସ: ଆମ୍ବରେ ମିଠାର ମାତ୍ରା ବହୁତ ଅଧିକ ରହିଥାଏ। ଯଦି ଆପଣ ଆମ୍ବ ଖାଇବା ପରେ କୋଲ୍ଡ ଡ୍ରିଂକ୍ସ ପିଇବେ, ତ ଆପଣଙ୍କ ସୁଗାର ଲେବଲ ବଢି ଯାଇପାରେ।

Roshni

Recent Posts

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର

ଭୁବନେଶ୍ୱର : କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…

9 hours ago

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ…

10 hours ago

ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

11 hours ago