ଲାଇଫ୍ ଷ୍ଟାଇଲ୍

ଟାଇଫଏଡ ଜ୍ୱରରୁ ବଞ୍ଚିବା ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ, ଜଲଦି ପକାଇବ ପ୍ରଭାବ

ଅନେକ ପନିପରିବାର ଜୁସ୍‌ ଶରୀର ପାଇଁ ବେଶ୍‌ ଉପକାରୀ। ଏହାମଧ୍ୟରେ ଗାଜର ଅନ୍ୟତମ। ଛୋଟ ପିଲାଙ୍କ ପାଇଁ ଗାଜର ଅତ୍ୟନ୍ତ ଉପକାରୀ ହୋଇଥିବା ବେଳେ ଏହା ବଡ ଲୋକଙ୍କ ପାଇଁ ମଧ୍ୟ ଉପକାରୀ। ଗାଜର ରସ ଶରୀରର ବିଭିନ୍ନ ରୋଗକୁ ଭଲ କରିଥାଏ। ଟାଇଫଏଡ୍‌ ଏକ ବିପଦଜନକ ଜ୍ୱର। ଏବେ ବଦଳୁଥିବା ଜଳବାୟୁ ଯୋଗୁଁ ପ୍ରାୟ ସମସ୍ତଙ୍କୁ ଥଣ୍ଡା, କାଶ, ଜ୍ୱର ହେଉଛି। ବେଳେ ବେଳେ ଲୋକଙ୍କୁ ଟାଇଫଏଡ ଭଳି ଜ୍ୱର ଦେଖିବାକୁ ମିଳୁଛି। ଏପରି ସ୍ଥିତିରେ କିଛି ବିଶେଷ କଥା ଉପରେ ଧ୍ୟାନ ରଖିଲେ ନା କେବଳ ଏଥିରୁ ରକ୍ଷା ପାଇ ପାରିବେ, ଏହାର ପ୍ରଭାବକୁ ମଧ୍ୟ କମେଇପାରିବେ।

ଟାଇଫଏଡ୍‌ରୁ ରକ୍ଷା ପାଇବା ପାଇଁ କିଛି ଘରୋଇ ଉପାୟ ଅନୁସରଣ କରିପାରିବେ। ତୁଳସୀ ଓ ଗୋଲମରିଚକୁ ଏକ ସମୟରେ ଖାଇଲେ ଉପଶମ ମିଳିଥାଏ।

ଏହି ଜ୍ୱର ପାଇଁ ଗାଜର ରସ ମଧ୍ୟ ଉପାଦେୟ। ପ୍ରତ୍ୟେକ ଦିନ ଅଦା ଓ ସେଓର ଜୁସ୍‌ ପିଇବା ଦ୍ୱାରା ଏହାର ସଂକ୍ରମଣ କମ୍‌ ହୋଇଥାଏ।

ଏକ କପ୍‌ ଗରମ ପାଣିରେ ୨-୩ ଚାମଚ ମହୁ ମିଶାଇ ପିଅନ୍ତୁ। ମହୁ ଦ୍ୱାରା ଟାଇଫଏଡ୍‌ର ବ୍ୟାକ୍ଟେରିଆ ମରିଥାନ୍ତି। ପୋଦିନା ପତ୍ର ଓ ଅଦାର ଜୁସ୍‌ ପିଇବା ଦ୍ୱାରା ଜ୍ୱର କମିଥାଏ।

ପାଣିରେ ଲବଙ୍ଗକୁ ଫୁଟାଇ ସେହି ପାଣିକୁ ପ୍ରତ୍ୟେକ ଦିନ ପିଅନ୍ତୁ। ଏହା ଦ୍ୱାରା ସଂକ୍ରମଣ କମିଥାଏ। ଗାଈ କ୍ଷୀର ପିଇବା ମଧ୍ୟ ଉପକାରୀ।

Swagatika

Recent Posts

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

5 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

11 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

41 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

48 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago