ଆପଣଙ୍କ ହାଣ୍ଡିଶାଳରେ ରହିଛି କ୍ୟାନସରର ମହୌଷଧୀ, ଆଉ ଯିବାକୁ ପଡିବନି ଡାକ୍ତରଖାନା

ଆମେମାନେ ହଳଦୀର ବ୍ୟବହାର ମସଲା, ସୌନ୍ଦର୍ଯ୍ୟ ପ୍ରସାଧନ ତଥା ବିଭିନ୍ନ ରୋଗର ନିଦାନ ପାଇଁ କରାଯାଏ। କିନ୍ତୁ ଜାଣନ୍ତି ହଳଦୀ ମାରାମତ୍କ କ୍ୟାନସର୍‌ ରୋଗକୁ ମଧ୍ୟ କିଛି ମାତ୍ରାରେ ହ୍ରାସ କରିବାର ଗୁଣ ବହନ କରିଥାଏ।

ହଳଦୀରେ ଜଳ, ପ୍ରୋଟିନ୍‌, ଖଣିଜପଦାର୍ଥ, ଫାଇବର୍‌, ମାଙ୍ଗାନିଜ୍‌, ପୋଟାସିୟମ୍‌, କାର୍ବୋହାଇଡ୍ରେଟ୍‌, କ୍ୟାଲସିୟମ୍‌, ଫସ୍‌ଫରସ୍‌, ଆଇରନ୍‌, ଓମେଗା ୩ ଏବଂ ଓମେଗା ୬ ଫାଟି ଏସିଡ୍‌, ଭିଟାମିନ୍‌ ଏ, ଭିଟାମିନ୍‌ ବି, ଭିଟାମିନ୍‌ ସି ଭଳି ତତ୍ତ୍ୱ ତଥା କ୍ୟାଲୋରୀ ଭରପୂର୍‌ ରହିଛି।

ହଳଦୀରେ ଥିବା କରକୁମିନ୍‌ କ୍ୟାନସର ଚିକିତ୍ସାରେ ବେଶ୍‌ ସହାୟକ ହୋଇଥାଏ। ଆୟୁର୍ବେଦରେ ହଳଦୀକୁ ଏକ ମହତ୍ତ୍ୱପୂର୍ଣ୍ଣ ଔଷଧ ରୂପେ ବିବେଚିତ କରାଯାଇଛି। ବିଭିନ୍ନ ଗବେଷଣାରୁ ମଧ୍ୟ ପ୍ରମାଣିତ ହୋଇଛି କ୍ୟାନସର୍‌ ଚିକିତ୍ସା କ୍ଷେତ୍ରରେ ଏହା ଲାଭପ୍ରଦାନ କରିଥାଏ। ଏଥିରେ ପ୍ରଭାବଶାଳୀ ଉପଚାର ଶକ୍ତି ରହିବା ସହ ସ୍ୱାସ୍ଥ୍ୟ ପାଇଁ ଏହା ସମ୍ପୂର୍ଣ୍ଣ ସୁରକ୍ଷିତ। କୌଣସି ପ୍ରକାର ସ୍ୱାସ୍ଥ୍ୟ ପାର୍ଶ୍ୱପ୍ରତିକ୍ରିୟା ଏଥିରେ ନ ଥାଏ।

ଏହା ସବୁଠୁ ଉତ୍ତମ ଆଣ୍ଟିଅକ୍ସିଡାଣ୍ଟ୍‌ ଯାହା କ୍ୟାନସର୍‌ ନିୟନ୍ତ୍ରଣରେ ସାହାଯ୍ୟ କରିଥାଏ। ହଳଦୀ କ୍ୟାନସର୍‌ ଜୀବାଣୁର ସଂକ୍ରମଣ ମାତ୍ରା କମ୍‌ କରିବାରେ ସାହାଯ୍ୟ କରେ। ଏହାର ଦୈନନ୍ଦିନ ସେବନ କ୍ୟାନସର୍‌ ଆଶଙ୍କାକୁ ମଧ୍ୟ ହ୍ରାସ କରିଥାଏ।

ହଳଦୀରେ ଗୋଲମରିଚ ମିଶାଇ ସେବନ କଲେ ସ୍ତନ କର୍କଟ ଭଳି ଭୟଙ୍କର ରୋଗକୁ ନିୟନ୍ତ୍ରଣ କରାଯାଇପାରେ। ସ୍ତନ କର୍କଟ ଆଶଙ୍କା ବୃଦ୍ଧି କରୁଥିବା କୋଷିକାକୁ ବୃଦ୍ଧି ହେବାରେ ଏହା ବାଧା ସୃଷ୍ଟି କରିଥାଏ। ଏଥିରେ ଫିନୋଲିକ୍‌ ଯୌଗିକ କରକ୍ୟୁମିନ୍‌ ଥାଏ, ଯାହା କ୍ୟାନସର୍‌ଗ୍ରସ୍ତ ଅଙ୍ଗକୁ ସୁରକ୍ଷା ପ୍ରଦାନ କରିଥାଏ।

କେବଳ ସେତିକି ନୁହେଁ, ହଳଦୀରେ ଥିବା କରକ୍ୟୁମିନ୍‌କୁ ଯେତେ ବେଳେ ସିସ୍‌ପ୍ଲାଟିନ୍‌ରେ ମିଶାଯାଏ, ସେତେବେଳେ ମସ୍ତିଷ୍କ ଏବଂ ଗଳା କର୍କଟ ଚିକିତ୍ସାରେ ଏହା ବିଶେଷ ପ୍ରଭାବ ପକାଇଥାଏ।

Swagatika

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

31 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

33 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

36 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

42 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

57 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

2 hours ago