ଆପଣ ନିୟମିତ ଚା’ ପିଉଛନ୍ତି କି? ତେବେ ଭୂଲରେ ବି ଚା’ ସହିତ ଖାଆନ୍ତୁ ନାହିଁ ଏହି ସବୁ ଖାଦ୍ୟ

ନିତିଦିନିଅଆ ଜୀବନରେ ପ୍ରାୟ ସମସ୍ତେ ଚା’ ପିଇଥାନ୍ତି । କିଏ ଚା’ ସହିତ ବିସ୍କୁଟ୍ ଖାଇଥାଏ ତ କିଏ ରୁଟି । ହେଲେ ଏମିତି କିଛି ଖାଦ୍ୟ ପଦାର୍ଥ ରହିଛି ଯାହାକୁ ଚା ସହିତ ଖାଇବା ଦ୍ବାରା ଶରୀରର ବିଭିନ୍ନ କ୍ଷତି ହୋଇଥାଏ । ଆପଣ ଜାଣିନଥାଇ ପାରନ୍ତି ଯେ ଆପଣ ଯଦି ଏସବୁ ଖାଦ୍ୟ ଖାଉଥାନ୍ତି ତେବେ ଆପଣଙ୍କୁ ଭୋଗିବାକୁ ପଡିପାରେ ଅନେକ ସମସ୍ୟା । ତେଣୁ ତୁରନ୍ତ ଚା’ ସହିତ ଏହାକୁ ଖାଇବା ବନ୍ଦ କରନ୍ତୁ ।

ତେବେ ଆସନ୍ତୁ ଜାଣିବା କଣ ସେହି ଖାଦ୍ୟ :
– ଯଦି ଆପଣ ସକାଳ ସମୟରେ ଚା’ ପିଉଛନ୍ତି, ତେବେ ତା’ ସହିତ ଆଇରନ ଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ । ଚା’ରେ ଟେନିନ୍ ରହିଥାଏ, ଯାହା ଆଇରନକୁ ଅବଶୋଷିତ କରିଥାଏ । ଏହା ଦ୍ୱାରା ଶରୀରରେ ଆଇରନର ମାତ୍ରା କମ୍ ହୋଇ ଯାଇଥାଏ ।
-ଆଇରନଯୁକ୍ତ ଖାଦ୍ୟ ଶରୀର ପାଇଁ ଭଲ । କିନ୍ତୁ କେବେ ହେଲେ ଏହାକୁ ଚା’ ସହିତ ଖାଆନ୍ତୁ ନାହିଁ । ଏପରି କଲେ ରକ୍ତହୀନତା ସହ ଅନେକ ସମସ୍ୟା ଦେଖାଦେଇପାରେ ।

– ଚା’ ସହିତ ଅଣ୍ଡା, ପନିର କିମ୍ବା ଅନ୍ୟ ପ୍ରୋଟିନଯୁକ୍ତ ଖାଦ୍ୟ ଖାଆନ୍ତୁ ନାହିଁ । ଚା’ରେ ଥିବା ଟେନିନ୍ ପ୍ରୋଟିନକୁ ଅବଶୋଷିତ କରି ଶରୀରକୁ କ୍ଷତି ପହଞ୍ଚାଇଥାଏ ।

– ଚା’ର ସେବନ କରୁଥିଲେ ତା’ ସହ ସବୁଜ ପରିବା ଖାଆନ୍ତୁ ନାହିଁ । ବ୍ରୋକଲି, ପୋଇ, ମୂଳା ଇତ୍ୟାଦି ପରିବାରେ ଭରପୂର ମାତ୍ରରେ ଆଇରନ ରହିଥାଏ ।  ଯାହାଦ୍ୱାରା ଚା’ ସହିତ ଏହାକୁ ସେବନ କଲେ ଶରୀରରେ ରକ୍ତହୀନତା, ପାଚନ ସମ୍ବନ୍ଧିତ ସମସ୍ୟା, ପେଟରେ ଯନ୍ତ୍ରଣା ହେବା ଭଳି ସମସ୍ୟା ଦେଖାଯାଇଥାଏ ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago